ବିଶିଷ୍ଟ ଅଭିନେତା ବିଜୟ ମହାନ୍ତି ଗୁରୁତର

ଭୁବନେଶ୍ୱର,୨୦।୭(ବ୍ୟୁରୋ)-ବିଶିଷ୍ଟ ଅଭିନେତା ବିଜୟ ମହାନ୍ତି ସୋମବାର ପୁଣି ଥରେ ଗୁରୁତର ହୋଇଛନ୍ତି। ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।