ପଦ୍ମ ସମ୍ମାନରେ ସମ୍ମାନିତ ହେଲେ ଓଡ଼ିଶାର ବିଶିଷ୍ଟ ବ୍ୟକ୍ତି

ଭୁବନେଶ୍ୱର,୫ା୪(ବ୍ୟୁରୋ): ବିଭିନ୍ନ କ୍ଷେତ୍ରରେ ପ୍ରତିଷ୍ଠା ଲାଭ କରିଥିବା ଓଡ଼ିଶାର ବିଶିଷ୍ଟ ବ୍ୟକ୍ତିବିଶେଷଙ୍କୁ ବୁଧବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପଦ୍ମ ସମ୍ମାନରେ ସମ୍ମାନିତ କରିଛନ୍ତି। ରାଷ୍ଟ୍ରପତି ଭବନରେ ଆଜି ଲୋକପ୍ରିୟ କଣ୍ଠଶିଳ୍ପୀ କ୍ରିଷ୍ଣା ପଟେଲ, ସାହିତ୍ୟ ଓ ଶିକ୍ଷା ପାଇଁ ଢେଙ୍କାନାଳର ଅନ୍ତର୍ଯ୍ୟାମୀ ମିଶ୍ର, କଳାହାଣ୍ଡି ଜିଲା ଜୁନାଗଡ଼ର ପଟ୍ଟାୟତ ସାହୁଙ୍କୁ ରାଷ୍ଟ୍ରପତି ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରିଛନ୍ତି। ସେହିପରି ଲୋକପ୍ରିୟ କଣ୍ଠଶିଳ୍ପୀ ଦିବଂଗତ ବାଣୀ ଜୟରାମଙ୍କୁ ପଦ୍ମଭୂଷଣ ପ୍ରଦାନ କରିଛନ୍ତି ରାଷ୍ଟ୍ରପତି। ବାଣୀ ଜୟରାମଙ୍କ ପାଇଁ ତାଙ୍କ ଭଉଣୀ ରାଷ୍ଟ୍ରପତିଙ୍କଠାରୁ ଏହି ପୁରସ୍କାର ଗ୍ରହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IMD କଲା ଆଲର୍ଟ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ, ୨ା୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଜି ଦେଶର ୧୯ଟି ରାଜ୍ୟରେ ମୂଷଳଧାରାରେ ବର୍ଷା ହେବ। ଆଜି ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ବିହାର,…

ପଡ଼ୋଶୀ ଦେଶରେ ପେଟ୍ରୋଲ-ଡିଜେଲ ଶସ୍ତା! LPG ସିଲିଣ୍ଡର ଦାମ ୧୦୦ ଟଙ୍କା କମିଲା…

ନୂଆଦିଲ୍ଲୀ, ୨ା୭: ଜୁଲାଇ ପହିଲାରେ ଭାରତରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଥିବା ବେଳେ, ପଡ଼ୋଶୀ ଦେଶ ନେପାଳର ଲୋକମାନଙ୍କୁ ମଧ୍ୟ ଏକ ବଡ଼ ଆଶ୍ୱସ୍ତି…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

ମଣିଷଠାରୁ ମହାନ୍‌

ଓଡ଼ିଆ ସବୁଜ ସାହିତ୍ୟର ମହାରଥୀ କାଳିନ୍ଦୀଚରଣ ପାଣିଗ୍ରାହୀ ଏକାଧାରରେ ଥିଲେ କବି, ଗାଳ୍ପିକ, ଔପନ୍ୟାସିକ, ନାଟ୍ୟକାର ଓ ପ୍ରାବନ୍ଧିକ। କାଳଜୟୀ ଉପନ୍ୟାସ ‘ମାଟିର ମଣିଷ’ ପାଇଁ ସେ…

ଅକ୍ଟୋବର ସୁଦ୍ଧା ସରିବ ପୋଲିସ ଏସ୍‌ଆଇ ପରୀକ୍ଷା

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପ୍ରଶ୍ନପତ୍ର ଲିକ୍‌ ଓ ନିଯୁକ୍ତି ଅନିୟମିତା ଯୋଗୁ ଦେଢ଼ବର୍ଷ ଧରି ପୋଲିସ ସବ୍‌-ଇନ୍ସପେକ୍ଟର (ଏସ୍‌ଆଇ) ପରୀକ୍ଷା ଅନିଶ୍ଚିତତା ଭିତରେ ରହିଥିବାବେଳେ ଇତିମଧ୍ୟରେ ବହୁ ଆବେଦନକାରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri