ଦିଗପହଣ୍ଡିର ବିଶିଷ୍ଟ ଫଟୋଗ୍ରାଫରଙ୍କ ପରଲୋକ, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୨।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ସାହିର ବିଶିଷ୍ଟ ଫଟୋ ଓ ଭିଡ଼ିଓ ଗ୍ରାଫର ଓଡ଼ି.ପ୍ରଦୀପ କୁମାର(ଟିକି)ଙ୍କ ୫୬ ବର୍ଷ ବୟସରେ ମଙ୍ଗଳବାର ସକାଳେ ପରଲୋକ ହୋଇଛି । ସେ କିଛିଦିନ ହେଲା ଅସୁସ୍ଥ ଥିଲେ । ଭୋରରେ ତାଙ୍କୁ ଗୁରୁତର ଅବସ୍ଥାରେ ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

ସେ ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳରେ ମିଷ୍ଟଭାଷୀ, ପରୋପକାରୀ, ବନ୍ଧୁ ବତ୍ସଳ ଭାବେ ପରିଚିତି ହାସଲ କରିଥିଲେ । ସ୍ଥାନୀୟ ଖେମୁଣ୍ଡି ସ୍ବେଚ୍ଛାକୃତ ରକ୍ତଦାତା ସଂଘର ସେ ଆଜୀବନ ସଦସ୍ୟ ଭାବେ ଜଣେ ନିୟମିତ ରକ୍ତଦାତା ଥିଲେ । ଖେମୁଣ୍ଡି ଫଟୋ ଗ୍ରାଫର ଆସୋସିଏସନର ସକ୍ରିୟ ସଦସ୍ୟ ଥିଲେ ।

ତାଙ୍କ ପରଲୋକ ଖବର ଶୁଣି ଦିଗପହଣ୍ଡି ଏନଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡା, ଉପାଧ୍ୟକ୍ଷା କେ.ପୂଜା, କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ ମିଶ୍ର, କାଉନସିଲର ସୁନୀଲ ପଣ୍ଡା, ଦୀପକ ମିଶ୍ର, ସୁଶାନ୍ତ ପାତ୍ର, ଆଇନଜୀବୀ ଅଶେଷ ନାଥ ମିଶ୍ର, ହରପ୍ରସାଦ ରଥ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ବିପିନ ଚନ୍ଦ୍ର ପ୍ରଧାନ, ପୂର୍ବତନ ଏନଏସି ଅଧ୍ୟକ୍ଷ ଭି.ରବିନାରାୟଣ ରାଜୁ, ଉଦୟନାଥ ସ୍ବାଇଁ, ପୂର୍ବତନ କାଉନସିଲର ନିରୁପମା ପଟ୍ଟନାୟକ, ସାମାଜିକ କର୍ମୀ ତପନ କୁମାର ମିଶ୍ର, କେ.କୁନା,ଫଟୋଗ୍ରାଫର ଆସୋସିଏସନର କାର୍ଯ୍ୟକର୍ତ୍ତା ସିମାଞ୍ଚଳ ବେହେରା, ଗୋବିନ୍ଦ ପାଣିଗ୍ରାହୀ, ନାରାୟଣ ବେହେରା ପ୍ରମୁଖ ଗଭୀର ଶୋକ ପ୍ରକାଶ କରିବା ସହ ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି। ଅପରାହ୍ନରେ ପୁରୀ ସ୍ଵର୍ଗଦ୍ଵାରରେ ତାଙ୍କ ପୁଅ ଉମାଶଙ୍କର ମୁଖାଗ୍ନି ଦେବା ପରେ ଅନ୍ତିମ ସଂସ୍କାର କରାଯାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ବର୍ଷା-ପବନ ଆରମ୍ଭ: ସତର୍କ ପ୍ରଶାସନ

ଦାରିଙ୍ଗବାଡି,୨୭।୧୦(ଅରୁଣ ସାହୁ):ବାତ୍ୟା ଅର୍ଣ୍ଣବକୁ ନେଇ ରାଜ୍ୟ ସରକାରଙ୍କ ବଡ଼ ପ୍ରସ୍ତୁତି ଚାଲିଥିବାବେଳେ ଏଥିପାଇଁ କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ ମଧ୍ୟ ପ୍ରସ୍ତୁତି ଓ ମୁକାବିଲା ପାଇଁ ସମସ୍ତ…

ବଢୁଛି ବିପଦ ଆଶଙ୍କା: ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନିଆଯାଉଛି

ଭଞ୍ଜନଗର,୨୭।୧୦(ବାବୁଲା ପ୍ରଧାନ): ସମ୍ଭାବ୍ୟ ବାତ୍ୟା ଅର୍ଣ୍ଣବର ପ୍ରଭାବ ଭଞ୍ଜନଗର ଅଞ୍ଚଳରେ ଧୀରେ ଧୀରେ ଅନୁଭୂତ ହେବାରେ ଲାଗିଛି। ମଙ୍ଗଳବାର ସକାଳୁ ଅଞ୍ଚଳରେ ଲଗାଣ ବର୍ଷା ଜାରି ରହିଛି।…

ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ବଢ଼ିବ ଜଳସ୍ତର! ଘୋଡ଼ାହାଡ଼ ଡ୍ୟାମ୍‌ରୁ ନଦୀକୁ ଛଡ଼ାଗଲା ପାଣି, ନଦୀକୂଳିଆ ଗାଁକୁ ସତର୍କ ସୂଚନା

ଦିଗପହଣ୍ଡି,୨୭।୧୦(ଅଶେଷ ନାଥ ମିଶ୍ର): ମାଡ଼ି ଆସୁଛି ବାତ୍ୟା ଅର୍ଣ୍ଣବ । ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ…

ଗଜଲକ୍ଷ୍ମୀ ପୂଜା ପାଇଁ ଛତ୍ରପୁରରେ ଉତ୍ସବର ମାହୋଲ, ଦର୍ଶନ କଲେ ଅତିରିକ୍ତ ଜିଲାପାଳ

ଛତ୍ରପୁର,୨୭।୧୦(ଦିଲ୍ଲୀପ ସାମଲ): ପବିତ୍ର କୁମାର ପୂର୍ଣ୍ଣିମା ଅବସରରୁ ଛତ୍ରପୁର ଲୋୟର ବସଷ୍ଟାଣ୍ଡସ୍ଥିତ ଲକ୍ଷ୍ମୀ ବଜାର କମ୍ପ୍ଲେକ୍ସ ପରିସରରେ ମା’ ଗଜଲକ୍ଷ୍ମୀଙ୍କ ପୂଜା ମହାଆଡ଼ମ୍ବରରେ ଅନୁଷ୍ଠିତ ହେଉଛି ।…

ମୋଦିଙ୍କ ପରିବାରକୁ ନେଇ ଖାର୍ଗେଙ୍କ ମନ୍ତବ୍ୟରେ ବିବାଦ, କଂଗ୍ରେସକୁ ଘେରିଲେ ମନମୋହନ ସାମଲ

ଭୁବନେଶ୍ୱର,୨୭।୧୦(ସୁନିତ୍‌ ମିଶ୍ର): ରାଜନୀତିରେ ଆଦର୍ଶ, ବିଚାରଧାରା ଓ ମର୍ଯ୍ୟାଦାର ଏକ ସ୍ବତନ୍ତ୍ର ସ୍ଥାନ ରହିଛି । ରାଜନୀତି ଆଦର୍ଶବାଦ ତଥା ବିଚାରଧାରା ଉପରେ ପର୍ଯ୍ୟବସିତ। ଗଣତନ୍ତ୍ରରେ ମତଭେଦ…

ଲକ୍ଷ୍ମୀପୂଜା ଦେଖି ଫେରିବା ବେଳେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ୨ଜୀବନ

ପରଜଙ୍ଗ,୨୭।୧୦(ନିଗମାନନ୍ଦ ଦଳବେହେରା): ଲକ୍ଷ୍ମୀପୂଜା ଦେଖି ଘରକୁ ଫେରୁଥିବା ବେଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ଜୀବନ ଯାଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି…

ଦିଗପହଣ୍ଡିରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଓ ଲୁଟ୍‌ ମାମଲା: ୨ ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୨୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ନୂଆ ଅନନ୍ତେଇ ଗ୍ରାମର ସନ୍ତୋଷ ସେଠୀ ଓରଫ କେଳା(୩୪) ଏବଂ ଜିତେନ୍ଦ୍ର ଗୌଡ଼ ଓରଫ ଜିତୁ (୩୭)ଙ୍କୁ…

ଅତି ଭୀଷଣ ବାତ୍ୟା ରୂପ ନେଲା ଅର୍ଣ୍ଣବ, ଦକ୍ଷିଣ ଓଡ଼ିଶାର ସ୍କୁଲ-ଅଙ୍ଗନୱାଡି କେନ୍ଦ୍ର ବନ୍ଦ

ଭୁବନେଶ୍ବର,୨୭।୧୦: ବାତ୍ୟା ‘ଅର୍ଣ୍ଣବ’କୁ ଦୃଷ୍ଟିରେ ରଖି ନବରଙ୍ଗପୁର, ରାୟଗଡ଼ା ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ଓ ଅଙ୍ଗନଓ୍ବାଡ଼ି କେନ୍ଦ୍ରକୁ ୨୭ ଓ ୨୮ ଦୁଇ ଦିନ ବନ୍ଦ ରଖାଯିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?