Promise Day: ଭାଲେଣ୍ଟାଇନ୍ସ ଓ୍ବିକ୍‌ର କ’ଣ କହେ ଏହି ୫ମ ଦିନ ଜାଣନ୍ତୁ…

ବର୍ତ୍ତମାନ ଚାଲିଛି ଭାଲେଣ୍ଟାଇନ୍ସ ଓ୍ବିକ ବା ପ୍ରେମସପ୍ତାହ। ପ୍ରେମୀଯୁଗଳ ଏହି ସପ୍ତାହରେ ଅସୁମାରୀ ସ୍ବପ୍ନ ଦେଖିଥାନ୍ତି। ନିଜର ସାଥୀ ସହ ପ୍ରତି ମୁହୂର୍ତ୍ତକୁ କେମିତି ସ୍ପେଶାଲ ବା ସ୍ମରଣୀୟ କରିବେ ସେ ନେଇ ବେଶ୍‌ ଉତ୍ସାହିତ ରହିଥାନ୍ତି। ଖାସ୍‌ ଏଥିପାଇଁ ତ ପ୍ରଥମ ଦିନ ରୋଜ ଡେ’, ଦ୍ୱିତୀୟ ଦିନ ପ୍ରପୋଜ ଡେ’, ତୃତୀୟ ଦିନ ଚକୋଲେଟ ଡେ’, ଚତୁର୍ଥ ଦିନ ଟେଡି ଡେ’ ପାଳନ କରି ସ୍ମୃତିକୁ ତାଜା କରିସାରିଛନ୍ତି।

Promise Day 2024: Tracing The Evolution And Importance Of Promises | HerZindagi

ଆଜି ୫ମ ଦିବସକୁ ପ୍ରମିଜ ଡେ’ ବା ଶପଥ ଦିବସ ଭାବେ ପାଳନ କରିଥାନ୍ତି ଦୁଇ ପ୍ରେମପକ୍ଷୀ। ଏହିଦିନ ଜଣେ ଜଣଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା, ଭଲପାଇବା, ବିଶ୍ୱାସ ନେଇ ଆଗକୁ ବଢ଼ିବାର ବଜ୍ର ଶପଥ ନେଇଥାନ୍ତି। ଏହା ଦ୍ୱାରା ପ୍ରେମ ସମ୍ପର୍କ ଆହୁରି ମଜଭୁତ ହୁଏ।

Happy Promise Day - February 11, 2023 - Happy Days 365

ଭବିଷ୍ୟତରେ ହାତ ଧରି ଏକାଠି ବାଟ ଚାଲିବାର ଦୃଢ଼ ପ୍ରତିଶ୍ରୁତି ନେଇ ଆଗକୁ ବଢ଼ିବା ପାଇଁ ପ୍ରତିଜ୍ଞା କରନ୍ତି ପ୍ରେମୀଯୁଗଳ। କୌଣସି ପରିସ୍ଥିତିରେ କେହି କାହା ହାତ ନ ଛାଡ଼ିବା ପାଇଁ ଦୃଢ଼ ନିଷ୍ପତ୍ତି ନେଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଭୋଟର ମୂଲ୍ୟ ତୁମେ କ’ଣ ବୁଝିବ ବାବୁ! ଭୋଟ ଦେବାକୁ କାଲିଫର୍ନିଆରୁ ବିହାର ପହଞ୍ଚିଲେ ଦମ୍ପତି

ବୈଶାଳି,୬।୫: ଏକ ଶକ୍ତିଶାଳୀ ଗଣତନ୍ତ୍ର ପାଇଁ ଭୋଟର ମହତ୍ତ୍ୱ କ’ଣ। ଯଦି ଆପଣ ଏହି ପ୍ରଶ୍ନର ଉତ୍ତର ଜାଣିବାକୁ ଚାହାଁନ୍ତି ତେବେ ଆପଣଙ୍କୁ ବିହାରର ଏକ...

ପେଟ୍ରୋଲ ମହଙ୍ଗା, ମାତ୍ର ବିମାନରେ ବ୍ୟବହୃତ ଇନ୍ଧନ ଶସ୍ତା,ଜାଣନ୍ତୁ କାହିଁକି…

ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି, ଯାହା ସାଧାରଣ ଲୋକଙ୍କୁ ଅସୁବିଧାରେ ପକାଇଥାଏ। କିନ୍ତୁ ଏହି ସମୟରେ ସୋସିଆଲ ମିଡିଆରେ ଏକ...

ଭବିଷ୍ୟତରେ କେଉଁ ସୁନା ଅଧିକ ଟଙ୍କା ଦେବ ୨୨ କ୍ୟାରେଟ୍‌ ନା ୨୪ କ୍ୟାରେଟ୍‌, ଜାଣି ରଖନ୍ତୁ…

ସୁନା କେବଳ ମହିଳାଙ୍କ ପସନ୍ଦ ନୁହେଁ, ଏହା ନିବେଶକଙ୍କ ପସନ୍ଦ ମଧ୍ୟ ଅଟେ। ଏହା କେବଳ ପସନ୍ଦ ବିଷୟ ନୁହେଁ, ସୁନା ଏହାର ଦୀର୍ଘକାଳୀନ ମୂଲ୍ୟରେ...

ଇନଷ୍ଟାଗ୍ରାମ ରିଲ କରିବାକୁ ଆପଣଙ୍କ ଫୋନରେ କେତେ ମେଗାପିକ୍ସେଲ କ୍ୟାମେରା ହେବା ଜରୁରୀ ଜାଣନ୍ତୁ

ନୂଆଦିଲ୍ଲୀ: ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମରେ ଏକ ରିଲ ତିଆରି କରି ସମସ୍ତେ ଫେମଶ ହେବାକୁ ଚାହାଁନ୍ତି। ଏଥିପାଇଁ ଅନେକ ଲୋକ ବହୁତ କଠିନ ପରିଶ୍ରମ...

ପ୍ରଥମ ରୋଜଗାର ଟଙ୍କାର ସ୍ପର୍ଶ ଓ ଆପଣାପଣ ମୋ ପାଇଁ ଅଭୁଲା: ଗାଳ୍ପିକା ହେମାଙ୍ଗିନୀ ଦାଶ

ସେତେବେଳେ ବାପା ଥିଲେ ଆମ ପରିବାରର ଏକମାତ୍ର ଉପାର୍ଜନକ୍ଷମ ବ୍ୟକ୍ତି। ଜମିବାଡ଼ି ଅଧିକ ଥିଲା ବୋଲି ମୋ ସାନ ଜେଜେମା’ ତାଙ୍କୁ ଶିକ୍ଷକତା କରିବାକୁ ଦେଇ...

ପୋଲିସ କୁକୁରଙ୍କୁ ଏଭଳି ଦିଆଯାଏ କଡ଼ା ଟ୍ରେନିଂ,Video ଦେଖିଲେ ହେବେ ଚକିତ…

ପୋଲିସ ଏବଂ ଯବାନମାନଙ୍କ ଟ୍ରେନିଂ ବହୁତ କଷ୍ଟକର। ଫିଲ୍ମରେ ସାଧାରଣତଃ ଏହି ଟ୍ରେନିଂର କିଛି ଦୃଶ୍ୟ ଦେଖାଯାଇଥାଏ, ଯେଉଁଥିରେ ଦଉଡ଼ି ଲଗାଇ ଝୁଲିବାଠାରୁ ବନ୍ଧୁକ ଚଳାଇବାର...

ଆଜି ବିଶ୍ୱ ହସ ଦିବସ

ଶିଶୁଟିର କଅଁଳ ମୁହଁର ହସ କେବଳ ମା’ବାପାଙ୍କୁ ନୁହେଁ, ସମସ୍ତଙ୍କୁ ଖୁସି ଦିଏ। ହେଲେ ସେହି ଶିଶୁ ବଡ଼ ହେଲେ ତା’ ମୁହଁରୁ ହସ ଉଭେଇ...

ଶ୍ରେଣୀଗୃହ ପାଲଟିଲା ସୁଇମିଂପୁଲ୍‌

କନୌଜ: ଭାରତର ଅଧିକାଂଶ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ଯୋଗୁଁ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି। ଏଥିମଧ୍ୟରେ ପାଣିପାଗ ବିଭାଗ ତରଫରୁ କେତେକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri