Posted inଜାତୀୟ

ଆମ୍ବୁଲାନ୍ସରେ ମହିଳାଙ୍କୁ ଗଣବଳାତ୍କାର

ଜୟପୁର,୨୬।୫: ଖାଦ୍ୟ ଦେବାକୁ କହି ୨୨ ବର୍ଷୀୟା ମହିଳାଙ୍କୁ ଆମ୍ବୁଲାନ୍ସରେ ଗଣବଳାତ୍କାର କରାଯାଇଛି। ରାଜସ୍ଥାନର ଜୟପୁରରୁ ଆସିଛି ଏଭଳି ଏକ ଅଭିଯୋଗ। ଘଟଣାଟି ୨୪ ତାରିଖରେ ଘଟିଥିବା ପୋଲିସ ପକ୍ଷରୁ ବୁଧବାର କୁହାଯାଇଛି।

ଜଣେ ବିବାହିତ ମହିଳାଙ୍କୁ ଖାଦ୍ୟ ପ୍ରଲୋଭନ ଦେଖାଇ ଆମ୍ବୁଲାନ୍ସରେ ବସାଇଥିଲେ ଡ୍ରାଇଭର। ପରେ ନିଛାଟିଆ ଅଞ୍ଚଳକୁ ନେଇ ଡ୍ରାଇଭର ଓ ତାଙ୍କ ସାଥି ମହିଳାଙ୍କୁ ଗଣବଳାତ୍କାର କରିଥିଲେ ବୋଲି ମୋତି ଦୁଙ୍ଗରି ଥାନାର ଏସ୍‌ଏଚ୍‌ଓ ସୁରେନ୍ଦ୍ର ପାଞ୍ଚୋଲି କହିଛନ୍ତି। ମହିଳାଙ୍କ ଅଭିଯୋଗକୁ ଭିତ୍ତି କରି ଆଇପିସି ଧାରା ୩୭୬ଡି (ଗଣବଳାତ୍କାର) ଓ ଅନୁସୂଚିତ ଜାତି ଏବଂ ଜନଜାତୀ ଆଇନରେ ମାମଲା ରୁଜୁ କରାଯାଇଛି। ଆମ୍ବୁଲାନ୍ସ ଡ୍ରାଇଭର ଓ ତାଙ୍କ ସାଥିଙ୍କୁ ଥାନାରେ ରଖି ପଚରାଉଚୁରା କରାଯାଉଥିବା ଏସ୍‌ଏଚ୍‌ଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଓର ଦମଦାର୍ ପ୍ଲାନ୍ ‘JioTV Pro Pack’: ମାତ୍ର ୫୫ ଟଙ୍କାରେ ମିଳିବ ୧୦୦୦ରୁ ଅଧିକ ଲାଇଭ୍ ଟିଭି ଚ୍ୟାନେଲ୍‌

ନୂଆଦିଲ୍ଲୀ, ୮।୭: ରିଲାଏନ୍ସ ଜିଓ ନିଜ ଗ୍ରାହକମାନଙ୍କ ପାଇଁ ଏକ ଶସ୍ତା ଏବଂ ଦମଦାର୍ ଏଣ୍ଟରଟେନମେଣ୍ଟ ପ୍ଲାନ୍ ଲଞ୍ଚ କରିଛି। କମ୍ପାନୀ ମାତ୍ର ୫୫ ଟଙ୍କାରେ ନୂଆ…

ରାଗିଗଲେ ଦିଦି! ନିଜ ଦଳୀୟ କର୍ମୀଙ୍କୁ ଚାପୁଡ଼ା ମାରିଲେ ମମତା ବାନାର୍ଜୀ, ଭିଡିଓ ଭାଇରାଲ୍

କୋଲକାତା,୮।୭: କୋଲକାତାରେ ଏକ ଦଳୀୟ ପ୍ରତିବାଦ ସମୟରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର ଜଣେ ତୃଣମୂଳ କଂଗ୍ରେସ (ଟିଏମସି) କର୍ମୀଙ୍କୁ ଚାପୁଡ଼ା ମାରିଛନ୍ତି। ଏହି…

କାହିଁକି ଆମିଷ ତରକାରୀ କରିନୁ…ଠେଙ୍ଗାରେ ସ୍ତ୍ରୀଙ୍କୁ ମରଣାନ୍ତକ ଆକ୍ରମଣ, ୨ବର୍ଷ ପରେ ଜେଲ୍ ଗଲେ ସ୍ବାମୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଆମିଷ ତରକାରୀକୁ ନେଇ ସ୍ତ୍ରୀକୁ ହତ୍ୟା ଉଦ୍ୟମ କରିଥିଲେ ସ୍ବାମୀ । ଏହି ଘଟଣାରେ ଦୁଇବର୍ଷ ପରେ ସ୍ବାମୀଙ୍କୁ ଗିରଫ କରାଯାଇଛି ।…

ଏଣିକି WhatsAppରେ ମିଳିବ ଆୟୁଷ୍ମାନ କାର୍ଡର ସବୁ ସୁବିଧା; ଘରେ ବସି ଚେକ୍ କରନ୍ତୁ ବାଲାନ୍ସ, ସେଭ୍ କରନ୍ତୁ ଏହି ନମ୍ବର

ନୂଆଦିଲ୍ଲୀ, ୮।୭: ଦେଶର କୋଟି କୋଟି ଆୟୁଷ୍ମାନ ଭାରତ ହିତାଧିକାରୀଙ୍କ ପାଇଁ ଏକ ବଡ଼ ଖୁସି ଖବର। ଏବେ ଆୟୁଷ୍ମାନ କାର୍ଡର ବାଲାନ୍ସ ଏବଂ ଅନ୍ୟାନ୍ୟ ସେବା ବିଷୟରେ…

ଅଜବ ନୀତି : ଆନ୍ଧ୍ର ମତ୍ସ୍ୟଜୀବୀଙ୍କୁ ଜ୍ୱାଇଁ ପୁଅ ଚର୍ଚ୍ଚା, ଓଡ଼ିଶା ମତ୍ସ୍ୟଜୀବୀଙ୍କୁ ଅଣଦେଖା ଅଭିଯୋଗ

ଛତ୍ରପୁର,୮ା୭(ଦିଲ୍ଲୀପ ସାମଲ): ସମୁଦ୍ର ଅଶାନ୍ତ ବେଳେ ସୀମା ପାର ହେଉଛନ୍ତି ଆନ୍ଧ୍ର ମତ୍ସ୍ୟଜୀବୀ । ସମୁଦ୍ର ଅଶାନ୍ତ ପାଇଁ ଓଡିଶାର ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ…

ଖରିଫ ଫସଲ; ୨୪ ତାରିଖରେ ଘୋଡାହାଡ଼ ଡ୍ୟାମରୁ ଛଡାଯିବ ପାଣି, ପାଳନ ହେବ ସୁବର୍ଣ୍ଣ ଜୟନ୍ତୀ  

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଘୋଡ଼ାହାଡ଼ ପାଣି ପଞ୍ଚାୟତ ଶୀର୍ଷ କମିଟି ପକ୍ଷରୁ ବୁଧବାର ପରିବର୍ଦ୍ଧିତ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି । ପାଣି ପଞ୍ଚାୟତ …

ବର୍ଷେ ନପୂରୁଣୁ ଭୁଶୁଡ଼ିଲା ପୋଲର ଗାର୍ଡ ୱାଲ୍, ରାସ୍ତାରେ ଫାଟକୁ ନେଇ ଜନଅସନ୍ତୋଷ

ଥୁଆମୂଳ ରାମପୁର, ୮ା୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଓଡ୍ରୀ ଗ୍ରାମପଞ୍ଚାୟତର ଦୋଳଗୁଡ଼ା ଠାରେ ବ୍ୟାପକ ସରକାରୀ ଅନୁଦାନ ହରିଲୁଟ୍‌ର ଚିତ୍ର…

ବଦଳିବ ଗ୍ରାମୀଣ ଚେହେରା, ଆଦର୍ଶ ଗ୍ରାମ ଯୋଜନାରେ ଗଞ୍ଜାମ ଜିଲାର ୧୮୧ ଗାଁ

ଛତ୍ରପୁର,୮।୭(ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତୀକରଣ ବିଭାଗ ମନ୍ତ୍ରଣାଳୟର ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନାରେ ଗତ ୯ ଟି ଆର୍ଥିକ ବର୍ଷର ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri