ସୌର ବିଦ୍ୟୁତ୍‌କୁ ପ୍ରୋତ୍ସାହନ, ପ୍ରତିରକ୍ଷା ଅନୁସନ୍ଧାନକୁ ୨୫ ପ୍ରତିଶତ, ୩ କୋଟି ପରିବାରଙ୍କୁ ପାନୀୟ ଜଳ, ୨ ଲକ୍ଷ ଅଙ୍ଗନୱାଡି ଅପଗ୍ରେଡ…

ନୂଆଦିଲ୍ଲୀ, ୧।୨ : ବଜେଟ୍‌ ଉପସ୍ଥାପନ କରି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି ଯେ, ସୌର ବିଦ୍ୟୁତ୍‌ ଉତ୍ପାଦନ ପାଇଁ ୧୯,୫୦୦ କୋଟି ଟଙ୍କା ଆବଣ୍ଟନ ବୃଦ୍ଧି କରାଯାଇଛି ଏବଂ ଦେଶରେ ବୈଦ୍ୟୁତିକ ଯାନ ପାଇଁ ନୂତନ ଚାର୍ଜିଂ ଷ୍ଟେସନ ସ୍ଥାପନ କରାଯିବ। ଦେଶରେ ସୌର ଶକ୍ତି ଉତ୍ପାଦନ ପାଇଁ ସୌର ପ୍ୟାନେଲ ଆଧାରିତ ବିଦ୍ୟୁତ୍‌ ପ୍ରକଳ୍ପର ବିକାଶ ଉପରେ ଗୁରୁତ୍ୱ ଦିଆଯିବ।

ପ୍ରତିରକ୍ଷା କ୍ଷେତ୍ରରେ ଅନୁସନ୍ଧାନ ପାଇଁ ସରକାର ୨୫ ପ୍ରତିଶତ ବଜେଟ ଆବଣ୍ଟନ ବୃଦ୍ଧି କରିବେ ବୋଲି ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି। ସୀମାରେ ଅତିରିକ୍ତ ପରିସ୍ଥିତି ଥିବାରୁ ଏହି ବଜେଟରେ ପ୍ରତିରକ୍ଷା କ୍ଷେତ୍ରକୁ ବହୁତ ଧ୍ୟାନ ଦିଆଯାଉଛି।

ସେହିପରି ଟ୍ୟାପରୁ ବିଶୁଦ୍ଧ ପାନୀୟ ଜଳ ୩ କୋଟି ପରିବାରରେ ପହଞ୍ଚିବ। ସରକାରୀ କ୍ରୟ କାଗଜହୀନ ହେବ। ରପ୍ତାନିକୁ ପ୍ରୋତ୍ସାହନ ଦେବା ପାଇଁ ଏସ୍‌ଇଜେଡ୍‌ ସ୍ଥାନରେ ଏକ ନୂତନ ନିୟମ ଅଣାଯିବ। ୨ ଲକ୍ଷ ଅଙ୍ଗନୱାଡି ଅପଗ୍ରେଡ ହେବ। ମହିଳାମାନଙ୍କ ପାଇଁ ୩ଟି ନୂତନ ଯୋଜନା ଆରମ୍ଭ ହୋଇଛି। ୨୦୨୨ରେ ୫-ଜି ସେବା ଆରମ୍ଭ ହେବ ଏବଂ ଗ୍ରାମଗୁଡିକରେ ବ୍ରଡବ୍ୟାଣ୍ଡ ସେବା ଯୋଗାଇବା ପାଇଁ ଭିତ୍ତିଭୂମି ବିକାଶ କରାଯିବ। ଟେଲିକମ କ୍ଷେତ୍ରରେ ନୂତନ ଚାକିରିର ସୁଯୋଗ ଅନୁସନ୍ଧାନ କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

PM Modi Mann Ki Baat: ୧୩୮ତମ ସଂସ୍କରଣରେ ବାଲାକୋଟ ସର୍ଜିକାଲ ଷ୍ଟ୍ରାଇକ ବିଷୟରେ ଉଲ୍ଲେଖ କଲେ ମୋଦି

ନୂଆଦିଲ୍ଲୀ,୨୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର (୨୭ ସେପ୍ଟେମ୍ବର) ନିଜର ‘ମନ କି ବାତ’ ରେଡିଓ କାର୍ଯ୍ୟକ୍ରମ ମାଧ୍ୟମରେ ଦେଶବାସୀଙ୍କୁ ସମ୍ବୋଧିତ କରିଥିଲେ। ଏହି କାର୍ଯ୍ୟକ୍ରମର ୧୩୮ତମ…

ପର୍ଯ୍ୟଟନର ବାର୍ତ୍ତା ନେଇ ଦୌଡ଼ିଲେ ଶତାଧିକ ଛାତ୍ରୀଛାତ୍ର

କୋରାପୁଟ,୨୭ା୯(ଅମିତାଭ ବେହେରା): ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଶନିବାର ପର୍ଯ୍ୟଟନ ସଚେତନତାର ବାର୍ତ୍ତା ଦିଆଯାଇଛି। ପର୍ଯ୍ୟଟନସ୍ଥଳୀ ପ୍ରତି ଲୋକଙ୍କ ଆଗ୍ରହ ବଢ଼ାଇବା…

ଭିଜିଲାନ୍ସ ପଞ୍ଝାରେ ପୁଣି ଜଣେ ସରକାରୀ ଅଧିକାରୀ, ଆୟବର୍ହିଭୂତ ସମ୍ପତ୍ତି ଠୁଳ କରି ସହକାରୀ ଯନ୍ତ୍ରୀ…

ମାଲକାନଗିରି,୨୭ା୯(ଦୁର୍ଯ୍ୟୋଧନ ପାତ୍ର): ପୁଣି ଜଣେ ସରକାରୀ ବାବୁଙ୍କ ବିରୋଧରେ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପଞ୍ଝାରେ ପଡ଼ିଛନ୍ତି ମାଲକାନଗିରି ଜିଲା ମାଥିଲି…

ଅକ୍ଟୋବର ୨ରେ ଚାଲିବନି UPI! ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍‌ଲୀ,୨୭।୯: ୨ ତାରିଖରେ ଦେଶବ୍ୟାପୀ ‘ନୋ UPI ଡେ’ ପାଳନ ହେବା ନେଇ ମିଡିଆରେ ଯେଉଁ ଖବର ପ୍ରକାଶ ପାଇଛି ତାହା ସମ୍ପୂର୍ଣ୍ଣ ମିଛ। ଏଭଳି କୌଣସି…

ବ୍ୟାଙ୍କ୍‌ ଷ୍ଟ୍ରାଇକ୍‌ ପୂର୍ବରୁ ସବୁ ସରକାରୀ ବ୍ୟାଙ୍କ୍‌ର ବଡ଼ ଘୋଷଣା, ସେପ୍ଟେମ୍ୱର ୨୮ରୁ ଏଟିଏମ୍‌ ଚାର୍ଜ…

ନୂଆଦିଲ୍‌ଲୀ,୨୭।୯: ସାରା ଦେଶରେ ୨୮ ରୁ ୩୦ ସେପ୍ଟେମ୍ୱର ପର୍ଯ୍ୟନ୍ତ ସମସ୍ତ ସରକାରୀ ଏବଂ ଘରୋଇ (ପ୍ରାଇଭେଟ) ବ୍ୟାଙ୍କ ତିନି ଦିନିଆ ଧର୍ମଘଟରେ ରହିବାକୁ ଯାଉଛନ୍ତି। ଏହା…

ସୋମବାରରୁ ୩ ଦିନ ବ୍ୟାଙ୍କ ଷ୍ଟ୍ରାଇକ୍‌: ଜାଣନ୍ତୁ ରବିବାର କେଉଁ ବ୍ୟାଙ୍କ ଖୋଲା, କେଉଁଟା ବନ୍ଦ?

ନୂଆଦିଲ୍‌ଲୀ,୨୭।୯: ୨୮ ସେପ୍ଟେମ୍ୱର ଅର୍ଥାତ ସୋମବାରଠାରୁ ଦେଶର ସମସ୍ତ ବ୍ୟାଙ୍କ ତିନି ଦିନିଆ ଧର୍ମଘଟକୁ ଯାଉଛନ୍ତି। ଏହି ଧର୍ମଘଟ ୩୦ ସେପ୍ଟେମ୍ୱର ପର୍ଯ୍ୟନ୍ତ ଚାଲିବ, ଯାହା ଫଳରେ…

ଓଡ଼ିଶାରେ ଦ୍ୱିତୀୟ ଏମ୍ସ ନେଇ କେନ୍ଦ୍ର ଅସ୍ପଷ୍ଟ

ବଲାଙ୍ଗୀର,୨୭ା୯(ବୀରେନ୍ଦ୍ର କୁମାର ଝାଙ୍କର): ଗତ ୨ ବର୍ଷ ତଳେ ୨୦୨୪ ସେପ୍ଟେମ୍ୱର ୮ରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଦ୍ୱିତୀୟ ଏମ୍ସ ସମ୍ୱଲପୁରରେ ପ୍ରତିଷ୍ଠା…

ହୀରାକୁଦର ୨୦ ଗେଟ୍‌ ଖୋଲିଲା: ବୈତରଣୀରେ ୮, ସାଳନ୍ଦୀରେ ୬ ବନ୍ୟା

ଭୁବନେଶ୍ୱର, ୨୭ା୯ (ବନ୍ଦନା ସେଠୀ): ଲଗାଣ ବର୍ଷା ଯୋଗୁ ଓଡ଼ିଶାର ବିଭିନ୍ନ ନଦୀରେ ବନ୍ୟାସ୍ଥିତି ଗମ୍ଭୀର ହୋଇଚାଲିଛି। ଦକ୍ଷିଣ ଓଡ଼ିଶାରେ ଦୁଇଦିନ ଧରି କେତେକ ନଦୀରେ ବନ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?