୧୪ ଓଏଏସ୍‌ ଅଫିସରଙ୍କୁ ପଦୋନ୍ନତି

ଭୁବନେଶ୍ୱର,୬।୧୨(ବ୍ୟୁରୋ):ରାଜ୍ୟ ସରକାର ୧୪ ଜଣ ଓଏଏସ୍‌ ଅଫିସରଙ୍କୁ ଓଏଏସ୍‌ (ସୁପରଟାଇମ୍‌ ସ୍କେଲ) ଲେଭଲ-୧୨କୁ ପଦୋନ୍ନତି ଦେଇଛନ୍ତି। ସୋମବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ସେମାନେ ହେଲେ ମାଲକାନଗିରି ଆଇଟିଡିଏ ପିଏ ତ୍ରିନାଥ ମାଝି, ପୁରୀ ଜିଲା ପରିଷଦ ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ରଶ୍ମିରେଖା ଦାଶ, ନବରଙ୍ଗପୁର ଡେପୁଟି କଲେକ୍ଟର ମୌସୁମୀ ନାୟକ, ଚମ୍ପୁଆ ଉପଜିଲାପାଳ ସୁକାନ୍ତ ମାଝି, ଦେବଗଡ଼ ରିଆମାଳ ତହସିଲଦାର ବିମଳା ବିରୁଲି, ମୟୂରଭଞ୍ଜ ଜିଲା ପରିଷଦ ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ସୁଶାନ୍ତ ବାରିକ, ଓୟୁଏଟି ଏକ୍ସ ଆସିଷ୍ଟାଣ୍ଟ ରେଜିଷ୍ଟ୍ରାର ଶୁଭ୍ରବାଳା ବେହେରା, କରଞ୍ଜିଆ ଆଇଟିଡିଏ ପିଏ ଦେବଦତ୍ତ ମହାନ୍ତ, ରାଜ୍ୟ ନିର୍ବାଚନ କମିଶନ ଡେପୁଟି ସେକ୍ରେଟାରୀ ଆଜଦ୍‌ହିନ୍ଦ ପାଣିଗ୍ରାହୀ, ରାଜ୍ୟ ନିର୍ବାଚନ କମିଶନ ଲ’ ଅଫିସର ମାଧୁରୀ ମିଶ୍ର, ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବିଡିଓ ଶ୍ୟାମସୁନ୍ଦର ଟୁଡୁ, କୋରାପୁଟ ଜିଲା ବୋରିଗୁମା ତହସିଲଦାର ସୁବାସ ଚନ୍ଦ୍ର ରଇତା, କନ୍ଧମାଳ ତୁମୁଡିବନ୍ଧ ବିଡିଓ ଲଳିତ ସୋରେନ ଏବଂ ବଲାଙ୍ଗୀର ଅଗଲପୁର ବିଡିଓ ଶଙ୍କର କେରକେଟା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ବନ୍ଦ ଡାକରାରେ ଅତାବିରାରେ ଜନଜୀବନ ପ୍ରଭାବିତ

ଅତାବିରା,୮ା୧୦(ଯୁଧିଷ୍ଠିର ମହାପାତ୍ର): କଂଗ୍ରେସ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାରେ ବରଗଡ଼ ଜିଲା ଅତାବିରା ଠପ୍‌ ହୋଇପଡ଼ିଛି। ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ…

ପାକିସ୍ତାନ ସୁପର ଲିଗ୍‌ର ତାରିଖ ଘୋଷଣା କଲା PCB, ୨୦୨୭ରେ ପୁଣି IPL-PSL ଲଢ଼େଇ

ନୂଆଦିଲ୍ଲୀ,୮।୧୦: ୨୦୨୭ରେ ପୁଣିଥରେ ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ଏବଂ ପାକିସ୍ତାନ ସୁପର ଲିଗ୍ (PSL) ମଧ୍ୟରେ ସିଧାସଳଖ ଟକ୍କର ଦେଖିବାକୁ ମିଳିବ । ପାକିସ୍ତାନ କ୍ରିକେଟ୍…

ସରକାରୀ ବସ୍‌ କାଚ ଭାଙ୍ଗିଲେ, ସାପ୍ତାହିକ ହାଟ ବି ବନ୍ଦ କଲେ ବିକ୍ଷୋଭକାରୀ

ଛତ୍ରପୁର,୮ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଇଣ୍ଡିଆ ବ୍ଲକ ପକ୍ଷରୁ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦରେ ମଧ୍ୟ ଦେଖାଯାଇଛି। ସିପିଆଇର…

ଅଭିଜିତ ଦୀପକେଙ୍କ ଚାଞ୍ଚଲ୍ୟକର ଦାବି

ନୂଆଦିଲ୍ଲୀ,୮।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ‘ଆକ୍ରମକ କକରୋଚ ଜନତା ପାର୍ଟି’ (CJP) ଆସନ୍ତା ଅକ୍ଟୋବର ୧୦ରେ ଜନ୍ତର ମନ୍ତର ଅଭିମୁଖେ ଶୋଭାଯାତ୍ରା…

କଂଗ୍ରେସର ବନ୍ଦ ଡାକରାରେ ଅଟକି ରହିଛି ଗାଡ଼ିମୋଟର, ଯାତ୍ରୀ ହନ୍ତସନ୍ତ

ପଟ୍ଟାଙ୍ଗି,୮ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକରେ କଂଗ୍ରେସର ବନ୍ଦ ଡାକରାର ପ୍ରଭାବ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ, ଦଳର ବ୍ଲକ ସଭାପତି ଅର୍ଜୁନ ବାଙ୍କା…

ବହୁତ ବଡ଼ ‘ଦାନବୀର’ ଥିଲେ ନାନା ପାଟେକର, ନିଜ ରୋଜଗାରର ଏକ ବଡ଼ ଅଂଶ ଦାନ କରୁଥିଲେ ଅଭିନେତା, ଜାଣିଲେ ଆଶ୍ଚର୍ଯ୍ୟ ଲାଗିବ

ମୁମ୍ବାଇ,୮।୧୦: ବଲିଉଡ ଚଳଚ୍ଚିତ୍ର ଜଗତ ପାଇଁ ଗୁରୁବାର ସକାଳ ଏକ ଅତ୍ୟନ୍ତ ଦୁଃଖଦ ଖବର ନେଇ ଆସିଥିଲା। ପ୍ରଖ୍ୟାତ ଅଭିନେତା ନାନା ପାଟେକର ଗୁରୁବାର ସକାଳେ ଗୋଆସ୍ଥିତ…

ଆରମ୍ଭ ହେଲା ସେଲ୍; iPhone 16 ଉପରେ ବଡ଼ ଅଫର, ୧୮ ହଜାର କମିଲା ଦାମ୍!

ନୂଆଦିଲ୍ଲୀ,୮।୧୦: ଆମାଜନ ଗ୍ରେଟ ଇଣ୍ଡିଆନ ଫେଷ୍ଟିଭାଲ ସେଲ୍ 2026ରେ iPhone କିଣିବାକୁ ଚାହୁଁଥିବା ଗ୍ରାହକଙ୍କ ପାଇଁ ଭଲ ଡିଲ୍ ସାମ୍ନାକୁ ଆସିଛି । Samsung Galaxy S25…

କଳାହାଣ୍ଡିରେ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ, ଜାତୀୟ ରାଜପଥ ଅବରୋଧ କରି ବିକ୍ଷୋଭକାରୀ…

ଭବାନୀପାଟଣା,୮ା୧୦(ଉତ୍ତମ କୁମାର ଦାଶ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରା ପ୍ରଭାବ କଳାହାଣ୍ଡି ଜିଲାରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?