୧୫ ଆଇପିଏସ୍‌ ଅଧିକାରୀଙ୍କ ପଦୋନ୍ନତି

ଭୁବନେଶ୍ୱର,୩୦।୧୨(ବ୍ୟୁରୋ): ଓଡ଼ିଶା ପୋଲିସରେ କାର୍ଯ୍ୟରତ ୧୫ଜଣ ଆଇପିଏସ୍‌ ଅଧିକାରୀଙ୍କୁ ପଦୋନ୍ନତି ଦିଆଯାଇଛି। ଏନେଇ ରାଜ୍ୟ ସରକାରୀଙ୍କ ଗୃହ ବିଭାଗ ପକ୍ଷରୁ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି। ୩ ଜଣଙ୍କୁ ଆଇଜି ଓ ୩ଜଣଙ୍କୁ ଡିଆଇଜି ପାହ୍ୟାକୁ ପଦୋନ୍ନତି ଦିଆଯାଇଥିବାବେଳେ ଅନ୍ୟ ୯ଜଣଙ୍କୁ ଆଇପିଏସ୍‌ ଲେଭଲ-୧୩ର ସିଲେକ୍ସନ୍‌ ଗ୍ରେଡ୍‌ ଓ ଲେଭଲ-୧୨ର ଜୁନିୟର୍‌ ଆଡ୍‌ମିନିଷ୍ଟ୍ରେଟିଭ୍‌ ଗ୍ରେଡ୍‌କୁ ପଦୋନ୍ନତି ମିଳିଛି।
୨୦୦୪ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ଦୀପକ କୁମାର, ଆଶିଷ କୁମାର ସିଂ ଓ ସତ୍ୟବ୍ରତ ଭୋଇଙ୍କୁ ଆଇଜି ପାହ୍ୟାକୁ ପଦୋନ୍ନତି ମିଳିଥିବାବେଳେ ୨୦୦୮ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ଉମାଶଙ୍କର ଦାଶ, ପ୍ରକାଶ ଆର୍‌ ଓ ସତ୍ୟଜିତ ନାଏକଙ୍କୁ ଡିଆଇଜି ପାହ୍ୟାକୁ ଉନ୍ନୀତ କରାଯାଇଛି। ୨୦୦୯ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ଅଖିଳେଶ୍ୱର ସିଂ, ବ୍ରିଜେଶ କୁମାର ରାଏ, ଚରଣ ସିଂ ମୀନାଙ୍କୁ ଆଇପିଏସ୍‌ ଲେଭଲ-୧୩ର ସିଲେକ୍ସନ୍‌ ଗ୍ରେଡ୍‌କୁ ପଦୋନ୍ନତି ମିଳିଛି। ସେହିପରି ୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ଅନୁପମା ଜେମ୍‌ସ, ରାହୁଲ ପି.ଆର୍‌, ପରମାର୍‌ ସ୍ମିତ୍‌ ପୁରୁଷୋତ୍ତମ ଦାସ, ଜଗମୋହନ ମୀନା, ମୁକେଶ କୁମାର ଭାମୋ ଓ ଏଲ୍‌. ଦିବ୍ୟା ଭି. ଙ୍କୁ ଆଇପିଏସ୍‌ ଲେଭଲ-୧୨ର ଜୁନିୟର୍‌ ଆଡ୍‌ମିନିଷ୍ଟ୍ରେଟିଭ୍‌ ଗ୍ରେଡ୍‌କୁ ପଦୋନ୍ନତି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?