୩୬ କନିଷ୍ଠ ଶିକ୍ଷକଙ୍କୁ ପଦୋନ୍ନତି, କୃତଜ୍ଞତା ଜଣାଇଲା ଶିକ୍ଷକ ସଂଘ

ଗଞ୍ଜାମ,୨୪ା୮(ଡି.ଏନ୍‌.ଏ.): ୨୦୧୫ରେ ନିଯୁକ୍ତି ପାଇ ଗଞ୍ଜାମ ବ୍ଲକରେ କାର୍ଯ୍ୟରତ ୩୬ କନିଷ୍ଠ ଶିକ୍ଷକଙ୍କୁ ବୁଧବାର ନିୟମିତ ଶିକ୍ଷକଙ୍କ ମାନ୍ୟତା ମିଳିଛି। ଏନେଇ ସମସ୍ତ ଶିକ୍ଷୟିତ୍ରୀ/ଶିକ୍ଷକଙ୍କୁ ନିୟମିତ ପତ୍ର ପ୍ରଦାନ କରାଯାଇଛି। ବିଇଓ କାର୍ଯ୍ୟାଳୟରେ ବିଇଓ ଭାଗିରଥୀ ବେହେରା, ଏବିଇଓ ବିଜୟ ଚନ୍ଦ୍ର ବେହେରାଙ୍କ ଉପସ୍ଥିତିରେ ଆଜି ନିୟମିତପତ୍ର ଦିଆଯାଇଥିଲା। ଏଥିପାଇଁ ଶିକ୍ଷକ ସଂଘ ପକ୍ଷରୁ ସଭାପତି ସଞ୍ଜୟ ତରାଇ, ସମ୍ପାଦକ ସୀମାଞ୍ଚଳ ପାଣି, କୋଷାଧ୍ୟକ୍ଷ ଜିତେନ୍ଦ୍ର ନନ୍ଦ ପ୍ରମୁଖ ଜିଲାପାଳ, ଜିଲା ଶିକ୍ଷାଧିକାରୀ, ବ୍ଲକ ଶିକ୍ଷାଧିକାରୀଙ୍କୁ କୃତଜ୍ଞତା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲଙ୍କ ହାତ ଧରିବ ଟିଏମସି, ମମତା ହେବେ ଉପାଧ୍ୟକ୍ଷ, ଡିଲ୍‌ ଫାଇନାଲ!

କୋଲକାତା,୧୦।୬: କଂଗ୍ରେସରେ ଟିଏମସି (TMC) ର ମିଶ୍ରଣକୁ ନେଇ ଚର୍ଚ୍ଚା ଜୋର ଧରିଛି। ମିଳିଥିବା ସୂଚନା ଅନୁସାରେ, ସୋନିଆ ଗାନ୍ଧୀଙ୍କ ପକ୍ଷରୁ ମିଳିଥିବା ପ୍ରସ୍ତାବ ଉପରେ ମମତା…

ସରକାରୀ ସହାୟତା ଯୋଗାଇବା ନାଁରେ ଦଲାଲ ଠକି ନେଇଥିଲେ ଟଙ୍କା , ଥାନାରେ ଫେରାଇ…

ରିଷିଡ଼ା,୧୦ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ଜନୈକ ମହିଳାଙ୍କଠାରୁ ଓ ବିଭିନ୍ନ ଅଞ୍ଚଳର ଲୋକମାନଙ୍କଠୁ ସରକାରୀ ସହାୟତା ଯୋଗାଇ ଦେବା ନାମରେ ପୌରକେଲା ଗ୍ରାମର ହଜାରୁ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ରେକର୍ଡ ଦେଖି ଏମିତି କହିଦେଲେ ମେଲୋନି: ସରା ବିଶ୍ୱରେ ପଡ଼ିଲା ଚହଳ

ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ଭାବରେ ନରେନ୍ଦ୍ର ମୋଦି ଦୀର୍ଘ ଦିନ ଧରି ନିରନ୍ତର କାର୍ଯ୍ୟକାଳ ପାଇଁ ଏକ ରେକର୍ଡ ସ୍ଥାପନ କରିଛନ୍ତି। ବୁଧବାର କେନ୍ଦ୍ର ସରକାରଙ୍କ ମୁଖ୍ୟ ଭାବରେ…

୨୦୨୬ ବିଶ୍ୱକପ୍‌ର କନିଷ୍ଠ, ବୟସ୍କ ଖେଳାଳି ସମ୍ପର୍କରେ ଜାଣନ୍ତୁ…

ଓ୍ବାଶିଂଟନ,୯।୬: ଦିନକ ପରେ ଫିଫା ବିଶ୍ୱକପ୍‌। ବିଶ୍ୱକପ୍‌ ପାଇଁ ଆମେରିକା, କାନାଡା ଏବଂ ମେକ୍ସିକୋରେ ଫୁଟବଲ ପ୍ରେମୀ ଆସି ପହଞ୍ଚି ଯାଇଛନ୍ତି। ପ୍ରସଂଶକ ନିଜ ନିଜ ଦେଶର…

ମୋଦିଙ୍କୁ ନେଇ ଏମିତି ଲେଖିଲେ ରାଘବ ଚଢା, ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିର୍ବାଚିତ ପ୍ରଧାନମନ୍ତ୍ରୀ ଭାବରେ ୧୨ ବର୍ଷରୁ ଅଧିକ ସମୟ ପାଇଁ କାର୍ଯ୍ୟ କରିଛନ୍ତି। ଏହା ସହିତ, ସେ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ…

ବ୍ରାଉନସୁଗାର ସହ ନଗଦ ଟଙ୍କା ଜବତ, ଜଣଙ୍କୁ ଗିରଫ କରି…

ଧାମନଗର,୧୦ା୬(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ଥାନା ଆନନ୍ଦପୁର ପଞ୍ଚାୟତସ୍ଥିତ ବୈତରଣୀ ନଦୀପୋଲ ନିକଟରୁ ଧାମନଗର ପୋଲିସ ଜଣେ ବ୍ରାଉନସୁଗାର ବିକ୍ରେତା ଙ୍କୁ ଗିରଫ କରିଛି। ଗିରଫ…

ବଢ଼ୁଛି ସାପ ଆତଙ୍କ: ସାପ-ନେଉଳ ଏମିତି ଲଢେଇ, VIDEO ଦେଖିଲେ ହେବେ ଆଶ୍ଚର୍ଯ୍ୟ

ଭଞ୍ଜନଗର,୧୦।୬(ବାବୁଲା ପ୍ରଧାନ)-କିଛି ଦିନ ବ୍ୟବଧାନକୁ ଥରେ ଭଞ୍ଜନଗର ଅଞ୍ଚଳରେ ବର୍ଷା ହେଉଛି। ଏହାର ପ୍ରଭାବରେ ନଦୀ, ନାଳ, ଗର୍ତ୍ତ ଗୁଡ଼ିକରେ ପାଣି ଭର୍ତ୍ତି ହେଉଛି। ଫଳରେ ସାପ…

ଟିଏମସିରେ ବଢିଲା ବିଦ୍ରୋହ, ମମତାଙ୍କ ହାତ ଛାଡିବେ ସାୟନି ଘୋଷ!

କୋଲକାତା, ୧୦।୬: ବଙ୍ଗଳାରେ କ୍ଷମତା ପରିବର୍ତ୍ତନ ପରେ, ଟିଏମସି ତାସର ଘର ପରି ଭାଙ୍ଗି ପଡୁଥିବା ପରି ମନେ ହେଉଛି। ସୂତ୍ର ଅନୁଯାୟୀ, ଏପରି ରିପୋର୍ଟ ଅଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri