କୃଷି ଭିତ୍ତିକ ଯୋଜନାର ପ୍ରଚାରପ୍ରସାର ଜରୁରୀ

ଗଞ୍ଜାମ,୩।୬(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଲଙ୍ଗ ପଞ୍ଚାୟତ ପାଲଙ୍ଗ ଗ୍ରାମରେ ବ୍ଲକ କୃଷି କାର୍ଯ୍ୟାଳୟ ପକ୍ଷରୁ ବିକଶିତ କୃଷି ସଂକଳ୍ପ ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବ୍ଲକ କୃଷି ଅଧିକାରୀ ରଶ୍ମିତା ମହାପାତ୍ରଙ୍କ ସଂଯୋଜନାରେ ଆୟୋଜିତ କାର୍ଯ୍ୟକ୍ରମରେ ଏଡିଓ କୁଳମଣି ବାରିକ, କୃଷି ବେଶେଷଜ୍ଞ ଏସ କେ ମିଶ୍ର, ଡ଼ ଶୈଳେଶ ସୌରଭ,ଡ଼ ସନ୍ଦୀପ ମହାନ୍ତି,ଡ଼ ଦେବାଶିଷ ଷଢଙ୍ଗୀ, ବିଏଓ ରଶ୍ମିତା ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ l କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ କୃଷି ଭିତ୍ତିକ ଯୋଜନାର ପ୍ରଚାର ପ୍ରସାର ସହ ପ୍ରାୟ ପଞ୍ଚାୟତର ଦୁଇଶହରୁ ଉର୍ଦ୍ଧ ଚାଷୀମାନଙ୍କ ସହ ଆଲୋଚନା କରିଥିଲେ l ବ୍ଲକ ସହକାରୀ କୃଷି ଅଧିକାରୀ ପ୍ରତିଭା ଦେବୀ ଧନ୍ୟବାଦ ଅର୍ପଣ କରିଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ି ଆସୁଛି କି ଭୟଙ୍କର ବିପଦ! ଭାଙ୍ଗିଲା ମହିମା ଗାଦିର ଦଧିନଉତି,ରାତି ଅଧରେ ଶୁଭିଲା…

ଢେଙ୍କାନାଳ,୨୩।୬(ରତନ ନାୟାର): ଢେଙ୍କାନାଳ ଜିଲା ବିଶ୍ୱ ପ୍ରସିଦ୍ଧ ମହିମା ଧର୍ମରପୀଠ ମହିମାଗାଦି ଯୋରନ୍ଦାରେ ରବିବାର ବିଳମ୍ବିତ ରାତିରେ ଭାଙ୍ଗିଯାଇଛି। ବଜ୍ରପାତରେ ଗାଦି ମନ୍ଦିର ପୂର୍ବ ମୁଖଶାଳା...

ଦାରିଙ୍ଗବାଡି ଅଞ୍ଚଳରେ ପ୍ରବଳ ବର୍ଷା, ଫୁଲିଲାଣି ଗୁମାଡ଼ି , ଯୋଗାଯୋଗ ବିଚ୍ଛିନ୍ନ

ଦାରିଙ୍ଗବାଡି,୨୩।୬(ଅରୁଣ ସାହୁ):  କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ସୋମବାର ଭୋର ସମୟରୁ ପ୍ରବଳ ବର୍ଷା ଜାରିରହିଛି। ଫଳରେ ଅଞ୍ଚଳରେ ବୋହିଯାଉଥିବା ଏକାଧିକ ନଦୀରେ ଜଳସ୍ତର...

ପୁରାତନ କଳା-ସଂସ୍କୃତି-ପରମ୍ପରାରେ ହେବ ରଥଯାତ୍ରା, ୨୭ରେ ରଥଟଣା

ଧର୍ମଶାଳା,୨୩ା୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଭାଲୁଖାଇ ଜଗନ୍ନାଥ ମନ୍ଦିରରେ ଆସନ୍ତା ୨୭ ତାରିଖରେ ଏକାଦଶ ବାର୍ଷିକ ଶ୍ରୀ ଗୁଣ୍ଡିଚା ରଥଯାତ୍ରା ମହାଆଡ଼ମ୍ବର ସହକାରେ ପାଳିତ...

ପୂର୍ବ ସରକାରଙ୍କୁ ସିଧା ସିଧା ଏମିତି ଶୁଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ୨୪ ବର୍ଷ ଶାସନ ଭିତରେ…

ଆସିକା,୨୩ା୬(ସୁରେନ୍ଦ୍ର ନାଥ ସାହୁ): ଭାଜପା ସରକାର ଶାସନର ଏକ ବର୍ଷ ପୂର୍ତ୍ତି ଉତ୍ସବ ଅବସରରେ ସୋମବାର ଗଞ୍ଜାମ ଜିଲା ଆସିକା ବିଜ୍ଞାନ ମହାବିଦ୍ୟାଳୟ ପଡ଼ିଆରେ ରାଜ୍ୟ...

ଚିକିତ୍ସା ଅବହେଳାରୁ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ଅଭିଯୋଗ

କଟକ,୨୩।୬: ଚିକିତ୍ସାରେ ଅବହେଳାରୁ ଜଣେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ଘଟିଥିବା ସୋମବାର ଅଭିଯୋଗ ହୋଇଛି। ମୃତ ବିଚାରାଧୀନ ବନ୍ଦୀ ହରିୟାଣାର। ସେ ବ୍ରହ୍ମପୁର ଜେଲରେ ବିଚାରାଧୀନ...

ଗୋପାଳପୁର ଗଣବଳାତ୍କାର ଘଟଣା: ଅଭିଯୁକ୍ତଙ୍କ କ୍ରାଇମ୍‌ ସିନ୍‌ ସିସିଟିଭିରେ କଏଦ

ଭୁବନେଶ୍ୱର,୨୩ା୬: ଗୋପାଳପୁର ଗଣବଳାତ୍କାର ଘଟଣାରେ କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଅଭିଯୁକ୍ତଙ୍କ କ୍ରାଇମ୍‌ ସିନ୍‌ ସିସିଟିଭିରେ...

ଦେଶବ୍ୟାପୀ ପାଳନ ହେବ ସମ୍ବିଧାନ ହତ୍ୟା ଦିବସ

ଭୁବନେଶ୍ୱର,୨୩।୬: ଜୁନ ୨୫ ତାରିଖରେ ଦେଶବ୍ୟାପୀ ସମ୍ବିଧାନ ହତ୍ୟା ଦିବସ ପାଳନ କରାଯିବ। ସମସ୍ତ ଉଚ୍ଚ ଶିକ୍ଷାନୁଷ୍ଠାନରେ ସମ୍ବିଧାନ ହତ୍ୟା ଦିବସ ପାଳନ କରାଯିବ ବୋଲି...

ଡାଇରିଆର ନୂଆ କେସ୍‌ କମିଛି ମନ୍ତ୍ରୀ

ଭୁବନେଶ୍ୱର,୨୩।୬: ରାଜ୍ୟରେ ଡାଇରିଆ ସ୍ଥିତିକୁ ନେଇ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୋମବାର ସମୀକ୍ଷା କରିଛନ୍ତି। ସମୀକ୍ଷା ପରେ ମନ୍ତ୍ରୀ ରାଜ୍ୟରେ ଡାଇରିଆର ନୂଆ କେସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri