ଗଞ୍ଜାମ ଏସ୍‌ପିଙ୍କ ପଦୋନ୍ନତି

ଛତ୍ରପୁର,୩୦ା୧୨(ଡି.ଏନ୍‌.ଏ.): ଗଞ୍ଜାମ ପୋଲିସ ଜିଲା ଏସପି ବ୍ରିଜେଶ କୁମାର ରାୟଙ୍କ ଡିଆଇଜି ଭାବେ ପଦୋନ୍ନତିି ହୋଇଛି। ୨୦୦୯ ବ୍ୟାଚର ଆଇପିଏସ ଅଫିସର ରାୟ ପ୍ରଥମେ ନବରଙ୍ଗପୁର ଜିଲାରେ ନିଯୁକ୍ତି ପାଇଥିଲେ। ଏହାପରେ କଳାହାଣ୍ଡି ଓ ଅନୁଗୋଳ ଜିଲାରେ ଏସ୍‌ପି ଭାବେ ଦାୟିତ୍ୱ ତୁଲାଇ ୨୦୧୮ ମାର୍ଚ୍ଚ ୨୨ ତାରିଖରୁ ଗଞ୍ଜାମ ପୋଲିସ ଜିଲାକୁ ଆସଥିଲେ। ଭୟମୁକ୍ତ ଗଞ୍ଜାମ, ନାଗରିକମାନଙ୍କୁ ସୁରକ୍ଷା ଯୋଗାଇବା ସହ ଶାନ୍ତି ଶୃଙ୍ଖଳା ବଜାୟ ରଖିବାକୁ ସେ ପ୍ରାଥମିକତା ଦେବା ସହ ଅପରାଧୀ କ୍ଲିନ ଗଞ୍ଜାମ ମିଶନକୁ ଆଗେଇ ନେଇଥିଲୋ। ଆସନ୍ତା ନିର୍ଦ୍ଦେଶ ଓ ପୋଷ୍ଟିଂ ପର୍ଯ୍ୟନ୍ତ ସେ ଏଠାରେ ଏସ୍‌ପି ଭାବେ କାର୍ଯ୍ୟ ତୁଲାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ବୟସ ୮୦ ଟପିଲାଣି, ବୃଦ୍ଧାଙ୍କୁ ମିଳୁନି ବର୍ଦ୍ଧିତ ଭତ୍ତା

ଦାରିଙ୍ଗବାଡ଼ି,୧୮ା୨(ଅରୁଣ ସାହୁ): ବୟସ ୮୦ ଟପିଲାଣି। ହାତରେ ବଙ୍କୁଲି ବାଡ଼ି ଟିଏ ଧରି ଜିଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚିଥିଲେ। ଆଉ ଅଭିଯୋଗ ମଧ୍ୟ କଲେ ମଧ୍ୟ ଅନୁଭବ…

୧୪ ଥର ସାକ୍ଷାତ, ୬୨ ଇମେଲ୍‌: ଏପ୍‌ଷ୍ଟିନ୍‌-ପୁରୀ ସମ୍ପର୍କର ସ୍ପଷ୍ଟୀକରଣ ମାଗିଲା କଂଗ୍ରେସ

ନୂଆଦିଲ୍ଲୀ,୧୮ା୨(ପି.ଟି.):ଆମେରିକାର ଦୋଷୀସାବ୍ୟସ୍ତ ଯୌନ ଅପରାଧୀ ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କୁ କେନ୍ଦ୍ରମନ୍ତ୍ରୀ ହରଦୀପ୍‌ ସିଂ ପୁରୀ ୨୦୧୪ରୁ ୨୦୧୭ ମଧ୍ୟରେ ୧୪ ଥର ଭେଟିଥିଲେ। ଏହି ସମୟ ମଧ୍ୟରେ ଉଭୟଙ୍କ…

କ୍ଷମା ମାଗିଲେ ଅଶ୍ୱିନ ବୈଷ୍ଣବ: କାରଣ ଜାଣିଲେ…

ନୂଆଦିଲ୍ଲୀ,୧୮ା୨(ପି.ଟି.):ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍‌, ୨୦୨୬ର ଉଦ୍‌ଘାଟନ ଦିବସରେ ଯୋଗ ଦେଇଥିବା ଲୋକେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହୋଇଥିବାରୁ ଏଥିପାଇଁ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମଙ୍ଗଳବାର କ୍ଷମା…

ଦିବ୍ୟାଙ୍ଗଙ୍କୁ ଜିଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚାଇ ଚର୍ଚ୍ଚାରେ ସୁରକ୍ଷାକର୍ମୀ

ଦାରିଙ୍ଗବାଡ଼ି,୧୮ା୨(ଅରୁଣ ସାହୁ): ଜଣେ ସୁରକ୍ଷାକର୍ମୀ ଅସହାୟ ଓ ଦିବ୍ୟାଙ୍ଗଙ୍କୁ ନେଇ ଜିଲାପାଳଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ପହଞ୍ଚାଇ ଏବେ ସବୁଠି ଚର୍ଚ୍ଚା ଓ ପ୍ରଶଂସା ସାଉଣ୍ଟୁଥିବା ଜଣାପଡ଼ିଛି।…

ଅସୀମାଙ୍କ ଗୀତରେ ମତୁଆଲା ଦର୍ଶକ

ଚଣ୍ଡିଖୋଲ,୧୮।୨(ପ୍ରଦୀପ୍ତ କୁମାର ପୃଷ୍ଟି): ବଡ଼ଚଣା ବ୍ଲକ୍‌ ଅଧୀନ ଚଣ୍ଡିଖୋଲ ମହାବିନାୟକ ପୀଠରେ ୩ ଦିନ ଧରି ଚାଲୁଥିବା ସାଂସ୍କୃତିକ କାର୍ଯ୍ୟକ୍ରମ ମଙ୍ଗଳବାର ରାତିରେ ଉଦ୍‌ଯାପିତ ହୋଇଯାଇଛି। ସାଂସ୍କୃତିକ…

ବ୍ରିଜ୍‌ କାମ ଶେଷ ନ କରି ବନ୍ଦ ପ୍ରସ୍ତାବ

ଯାଜପୁର,୧୮।୨(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଗ୍ରାମ୍ୟ ନିର୍ମାଣ ଡିଭିଜନ-୧  ଅଧୀନ ଜିଲାର ସୀମାନ୍ତବର୍ତ୍ତି ତଥା ସୁକିନ୍ଦା ଖଣି ଅଞ୍ଚଳରେ ଏଯାଏ ଗମନାଗମନ ପାଇଁ ଉପଯୁକ୍ତ ରାସ୍ତା ଓ ବ୍ରିଜ…

ଟେକ୍ସଟାଇଲ ପାର୍କ ଆଶାରେ ବଲାଙ୍ଗୀର

ବଲାଙ୍ଗୀର,୧୮ା୨(ବୀରେନ୍ଦ୍ର କୁମାର ଝାଙ୍କର): ଦାଦନପ୍ରବଣ ତଥା ଶିଳ୍ପବିହୀନ ବଲାଙ୍ଗୀର ଜିଲାରେ ଟେକ୍ସଟାଇଲ ପାର୍କ(କ୍ଲଷ୍ଟର) ପ୍ରତିଷ୍ଠା ଘୋଷଣାରେ ଅଟକିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଓଡିଶା ଟେକ୍ସଟାଇଲ କନ୍‌କ୍ଲେଭ…

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri