ଗଞ୍ଜାମ ଏସ୍‌ପିଙ୍କ ପଦୋନ୍ନତି

ଛତ୍ରପୁର,୩୦ା୧୨(ଡି.ଏନ୍‌.ଏ.): ଗଞ୍ଜାମ ପୋଲିସ ଜିଲା ଏସପି ବ୍ରିଜେଶ କୁମାର ରାୟଙ୍କ ଡିଆଇଜି ଭାବେ ପଦୋନ୍ନତିି ହୋଇଛି। ୨୦୦୯ ବ୍ୟାଚର ଆଇପିଏସ ଅଫିସର ରାୟ ପ୍ରଥମେ ନବରଙ୍ଗପୁର ଜିଲାରେ ନିଯୁକ୍ତି ପାଇଥିଲେ। ଏହାପରେ କଳାହାଣ୍ଡି ଓ ଅନୁଗୋଳ ଜିଲାରେ ଏସ୍‌ପି ଭାବେ ଦାୟିତ୍ୱ ତୁଲାଇ ୨୦୧୮ ମାର୍ଚ୍ଚ ୨୨ ତାରିଖରୁ ଗଞ୍ଜାମ ପୋଲିସ ଜିଲାକୁ ଆସଥିଲେ। ଭୟମୁକ୍ତ ଗଞ୍ଜାମ, ନାଗରିକମାନଙ୍କୁ ସୁରକ୍ଷା ଯୋଗାଇବା ସହ ଶାନ୍ତି ଶୃଙ୍ଖଳା ବଜାୟ ରଖିବାକୁ ସେ ପ୍ରାଥମିକତା ଦେବା ସହ ଅପରାଧୀ କ୍ଲିନ ଗଞ୍ଜାମ ମିଶନକୁ ଆଗେଇ ନେଇଥିଲୋ। ଆସନ୍ତା ନିର୍ଦ୍ଦେଶ ଓ ପୋଷ୍ଟିଂ ପର୍ଯ୍ୟନ୍ତ ସେ ଏଠାରେ ଏସ୍‌ପି ଭାବେ କାର୍ଯ୍ୟ ତୁଲାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷାଜଳ ନିଷ୍କାସନ ପାଇଁ ବିଧାୟକଙ୍କ ସହ ଆଲୋଚନା

ଜଳେଶ୍ୱର,୨୪ା୯- ୨୦୧୪ ମସିହାରୁ ଜଳେଶ୍ୱର ମ୍ୟୁନିସିପାଲିଟି ହୋଇଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା କୌଣସି କାର୍ଯ୍ୟ ଯୋଜନା ମୁତାବକ କାର୍ଯ୍ୟକାରୀ ହୋଇପାରିନାହିଁ। ନିମ୍ନମାନର ରାସ୍ତା ନିର୍ମାଣ, ପାଣି...

ମିଳୁନି ଟେର୍‌, ୩ ଟିମ୍‌ର ତନାଘନା

ନୟାଗଡ଼ ଅଫିସ୍‌/ରଣପୁର, ୧୪ା୧୨(ସ୍ବ.ପ୍ର.):ନୟାଗଡ଼ ସଦର ଥାନା ଯଦୁପୁରର ପରୀ ହତ୍ୟାକାଣ୍ଡକୁ ନେଇ ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ି ଚାଲିଛି। ରଣପୁର ଥାନା ସୁନାଖଳା ଫାଣ୍ଡି ବଧିପାଟଣା...

ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବଲାଙ୍ଗୀର ଅଫିସ/ମୁରିବାହାଲ,୮।୯(ଡି.ଏନ.ଏ.): ବଲାଙ୍ଗୀର ଜିଲା ମୁରିବାହାଲ ବ୍ଲକ ଅନ୍ତର୍ଗତ ଚଲକି ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ବିଶ୍ବମ୍ବର ଭୋଇଙ୍କ ଘରେ ବୁଧବାର ଭିଜିଲାନ୍ସ ଟିମ୍‌ ପକ୍ଷରୁ ଚଢ଼ାଉ...

ଦବିଲା ପରମହଂଶ ନିକଟ ମାଛଗାଁ କେନାଲ ବନ୍ଧ: ମରାମତି କାର୍ଯ୍ୟ ଆରମ୍ଭ

କଟକ ସଦର, ୧୯।୮(ଡି.ଏନ୍‌.ଏ.): କଟକ ମାଛଗାଁ କେନାଲର ପରମହଂସ ନିକଟ ବାମପାର୍ଶ୍ୱ ବନ୍ଧଟି ସୋମବାର ରାତିରେ ହଠାତ୍‌ ଦବିଯାଇଥିଲା। ଫଳରେ ଜଗତ୍‌ସିଂହପୁର ଜଳ ସେଚନ ଡିଭିଜନର...

ତାଳଚେର ବିଧାୟକଙ୍କ କ୍ୟାମ୍ପ ଅଫିସରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ: ଜଳିଗଲା ଗାଡ଼ି, ପୋଲିସର ତଦନ୍ତ ଆରମ୍ଭ

ତାଳଚେର, ୮।୧୨(ନି.ପ୍ର): ଅନୁଗୋଳ ଜିଲା ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନଙ୍କ ଭରତପୁର ସ୍ଥିତ କ୍ୟାମ୍ପ ଅଫିସରେ ଶନିବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ନିଆଁ...

ଗୁପ୍ତ ତଥ୍ୟ ଲିକ୍‌ର ତଦନ୍ତ କରିବ ଏନ୍‌ଆଇଏ

ବାଲେଶ୍ୱର ଅଫିସ,୧୬।୯: ପାକିସ୍ତାନୀ ସୁନ୍ଦରୀଙ୍କ ହନୀଟ୍ରାପରେ ପଡି ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆର୍‌ଡିଓ)ର ଗୁପ୍ତ ତଥ୍ୟ ଲିକ୍‌ ଘଟଣାରେ ୫...

ଗଞ୍ଜାମରେ ଗଡିବନି ରଥ: ଜିଲାପାଳ

ଛତ୍ରପୁର,୨୨ା୬(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାର କୌଣସିଠାରେ ମଙ୍ଗଳବାର ରଥଯାତ୍ରା ନ କରାଇବା ପାଇଁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସୋମବାର ଭିଡିଓ କନଫରେନ୍ସ ଜରିଆରେ ସମସ୍ତ ଗୋଷ୍ଠୀ...

ଅଗ୍ନିପଥକୁ ବିରୋଧ: ୬୦ କି.ମି. ଦୌଡ଼ିଲେ

ଉମରକୋଟ,୧୮ା୬(ସ୍ବ.ପ୍ର.): ସୈନ୍ୟବାହିନୀରେ ଚୁକ୍ତିଭିତ୍ତିକ ନିଯୁକ୍ତି ଯୋଜନା ‘ଅଗ୍ନିପଥ’ ବିରୋଧରେ ଆନ୍ଦୋଳନ ବିଭିନ୍ନ ରାଜ୍ୟରେ ହିଂସାତ୍ମକ ରୂପ ନେଇଛି। ଏହି ଯୋଜନା ପ୍ରତ୍ୟାହାର ପାଇଁ ନିଯୁକ୍ତି ଆଶାୟୀଙ୍କ...

Advertisement
Archives

Model This Week