ଲାପ୍‌ଟପ୍‌, ପିସି ମାନୁଫାକ୍‌ଚରିଂ ପାଇଁ ପ୍ରୋତ୍ସାହନ

ଘରୋଇ ବଜାରରେ ଇଲେକ୍‌ଟ୍ରୋନିକ୍ସ ମାନୁଫାକଚରିଂ ପାଇଁ ଉତ୍ପାଦନ ସଂଯୋଗୀ ପ୍ରୋତ୍ସାହନ ଯୋଜନା(ପିଏଲ୍‌ଆଇ)କୁ ସରକାର ମଞ୍ଜୁରୀ ଦେଇଛନ୍ତି। ଲାପ୍‌ଟପ୍‌,ଟାବ୍‌ଲେଟ, ପିସି ଏବଂ ସର୍ଭର ପ୍ରସ୍ତୁତିକୁ ଉତ୍ସାହିତ କରିବା ଲାଗି ସରକାର ୭,୩୫୦ କୋଟି ଟଙ୍କାର ପ୍ରୋତ୍ସାହନ ଯୋଗାଇଦେବେ। ଆତ୍ମନିର୍ଭର ଭାରତ ଯୋଜନା ଅଧୀନରେ ଏଭଳି ପଦକ୍ଷେପ ହାତକୁ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ-ଇସ୍ରାଏଲ ଯୁଦ୍ଧ ଭିତରେ ପେଟ୍ରୋଲ ଦରରେ ନିଆଁ! ଭାରତରେ ମହଙ୍ଗା ହେବ…

ନୂଆଦିଲ୍ଲୀ,୧।୩: ଇସ୍ରାଏଲ ଏବଂ ଇରାନ ମଧ୍ୟରେ ସଂଘର୍ଷ ବିଶ୍ୱବ୍ୟାପୀ ହଇଚଇ ସୃଷ୍ଟି କରିଛି, ଏବଂ ଏହା ଭାରତର ଅର୍ଥନୀତି ଉପରେ ସିଧାସଳଖ ପ୍ରଭାବ ପକାଇବ ବୋଲି ଆଶଙ୍କା…

LPG Price Hike: ହୋଲି ପୂର୍ବରୁ ବଡ଼ ଝଟକା! ଆଜିଠୁ ମହଙ୍ଗା ହେଲା ଗ୍ୟାସ୍ ସିଲିଣ୍ଡର, ନୂଆ ମୂଲ୍ୟ…

ନୂଆଦିଲ୍ଲୀ, ୧।୩: ସାଧାରଣ ଲୋକଙ୍କ ପାଇଁ ବଡ଼ ଝଟକା। ହୋଲି ପୂର୍ବରୁ ୧ ମାର୍ଚ୍ଚରେ ୨୦୨୬ରେ ଏଲପିଜି ଦର ଅପଡେଟ୍ କରାଯାଇଛି। ହୋଲି ପୂର୍ବରୁ ମଧ୍ୟ ଗ୍ରାହକମାନେ…

ଖାମନେଇ ନା ଡୋନାଲ୍ଡ ଟ୍ରମ୍ପ, କାହାର ଟ୍ରେଜେରୀରେ ଅଛି ଅଧିକ ଟଙ୍କା?

ନୂଆଦିଲ୍ଲୀ,୨୮।୨:ଆମେରିକା ଏବଂ ଇସ୍ରାଏଲର ଇରାନ ଉପରେ ଆକ୍ରମଣ ପରେ, ଇରାନ ଏକ ପ୍ରତିଆକ୍ରମଣ ଆରମ୍ଭ କରିଛି। ଇରାନ ଏକକାଳୀନ ଇସ୍ରାଏଲ ଏବଂ ଅନ୍ୟ ସାତଟି ଦେଶ ଉପରେ…

ସୁନାରେଟ୍‌ରେ ବଡ଼ ବିସ୍ଫୋରଣ! ଯୁଦ୍ଧ ଭିତରେ ୨୩ହଜାର ବଢିଯିବ ଦର

ନୂଆଦିଲ୍ଲୀ,୨୮।୨: ଆମେରିକା ଇରାନ ଉପରେ ଆକ୍ରମଣ କରିଛି। ଏହି ସମୟରେ, ଇସ୍ରାଏଲ ମଧ୍ୟ ମଧ୍ୟପ୍ରାଚ୍ୟ ଦେଶ ବିରୋଧରେ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଇରାନ ଆକ୍ରମଣ କରି ପ୍ରତିଶୋଧ…

Sahara Refund: ଆଉ ୫୦ ହଜାର ନୁହେଁ, ଏବେ ୧୦ ଲକ୍ଷ ଟଙ୍କା ଯାଏ ଫେରସ୍ତ ପାଇଁ କରନ୍ତୁ ଆବେଦନ,୪୫ ଦିନରେ ଆସିବ ଟଙ୍କା; ଜାଣନ୍ତୁ…

ନୂଆଦିଲ୍ଲୀ,୨୭।୨: ସାହାରା ଇଣ୍ଡିଆରେ ଟଙ୍କା ରଖିଥିବା ନିବେଶକମାନଙ୍କୁ ବଡ଼ ଆଶ୍ୱସ୍ତି ଦେଇଛନ୍ତି କେନ୍ଦ୍ର ସରକାର। ଏବେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଜମା କରିଥିବା ନିବେଶକମାନେ ନିଜ…

ବାରମ୍ୱାର ଟ୍ରାଫିକ ନିୟମ ଭାଙ୍ଗୁଛନ୍ତି କି? ସରକାର ଆଣିଲେ କଡ଼ା ନିୟମ…

ନୂଆଦିଲ୍ଲୀ,୨୭।୨: ଏହି ଖବର ଗାଡି ଚାଳନା ନିୟମକୁ ହାଲୁକା ଭାବରେ ନେଉଥିବା ଯେକୌଣସି ବ୍ୟକ୍ତିଙ୍କ ପାଇଁ ଏକ ଗମ୍ଭୀର ଚେତାବନୀ। ଏବେ, ଗାଡି ଚାଳନା କେବଳ ଷ୍ଟିଅରିଂ…

୧ ମାର୍ଚ୍ଚରୁ ବନ୍ଦ ହୋଇଯିବ ଏମାନଙ୍କର ହ୍ବାଟ୍ସଆପ! ଲକ୍ଷ ଲକ୍ଷ ବ୍ୟବହାରକାରୀଙ୍କୁ ପ୍ରଭାବିତ କରିବ ନୂଆ ନିୟମ, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ,୨୭।୨: SIM-Binding ନିୟମ ସମ୍ପର୍କରେ ଚିତ୍ର ଏବେ ସ୍ପଷ୍ଟ ହେବାରେ ଲାଗିଛି। ରିପୋର୍ଟ ଅନୁଯାୟୀ, କେନ୍ଦ୍ର ସରକାର ସ୍ପଷ୍ଟ ଭାବରେ ସୂଚିତ କରିଛନ୍ତି ଯେ ମେସେଜିଂ ଆପ…

ସରକାର ଜାରି କଲେ କଡ଼ା ନିର୍ଦ୍ଦେଶ, ଲକ୍ଷଲକ୍ଷ ଇଣ୍ଡିଆନ ରେଲେଓ଼୍ବରେ ହେବ…

ନୂଆଦିଲ୍ଲୀ,୨୭।୨: ରେଳ ମନ୍ତ୍ରଣାଳୟ ପେନସନଭୋଗୀଙ୍କୁ ସାଇବର ଠକେଇ ପ୍ରତି ସତର୍କ ରହିବାକୁ ଚେତାବନୀ ଦେଇ ଏକ ସରକାରୀ ପରାମର୍ଶ ଜାରି କରିଛି। ସମ୍ପ୍ରତି, ଅନେକ ମାମଲା ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri