Posted inଜାତୀୟ

କୋଟିପତିଙ୍କ ସ୍ତ୍ରୀ ୧୩ ବର୍ଷ ସାନ ଡ୍ରାଇଭରଙ୍କ ସହ ଫେରାର, ପାଖରୁ ଟଙ୍କା ସରିଯିବା ପରେ…

ଭୋପାଳ,୧୦ା୧୧: ମଧ୍ୟପ୍ରଦେଶର ଖଜରାନା ଥାନା ଅନ୍ତର୍ଗତ ଜଣେ ୪୫ ବର୍ଷୀୟା ମହିଳା ଘରୁ ୪୭ ଲକ୍ଷ ଟଙ୍କା ନେଇ ଜଣେ ଡ୍ରାଇଭରଙ୍କ ସହ ଫେରାର ହୋଇଯାଇଥିଲେ। ଫେରାର ପ୍ରେମୀଯୁଗଳ ଶିରିଡ଼ି, ଖଣ୍ଡାଲା, ନାସିକ୍‌, ବଡ଼ଦରା, ସୁରଟ ଆସି ଅଞ୍ଚଳରେ ବୁଲି ମଜାମସ୍ତି କରିଥିଲେ। ପାଖରୁ ଅର୍ଥ ସରିଯିବା ପରେ ମହିଳା ଜଣକ ଫେରି ଆସି ଥାନାର ଦ୍ୱାରସ୍ଥ ହୋଇଛନ୍ତି।

ମହିଳା ଜଣକ କହିଛନ୍ତି, ମୁଁ ମୋ ସ୍ବାମୀଙ୍କ ପାଖରେ ରହିବାକୁ ଚାହୁଁଛି। ତାଙ୍କ ସ୍ବାମୀ ବି ତାଙ୍କୁ ପାଖରେ ରଖିବାକୁ ରାଜି। ପୋଲିସ ଏହି ଘଟଣାରେ ୩୪ ଲକ୍ଷ ଟଙ୍କା ଫେରି ପାଇଛି। ମହିଳାଙ୍କ ପ୍ରେମିକ ତଥା ଅଟୋ ଡ୍ରାଇଭର ଏବେସୁଦ୍ଧା ଫେରାର ଅଛନ୍ତି।

ଖଜରାନା ଥାନା ସିଏସ୍‌ସି ଜୟନ୍ତ ରାଠୋର କହିଛନ୍ତି, ଗତ ୧୩ ଅକ୍ଟୋବରରେ ଖଜରାଜ ଅଞ୍ଚଳର ବିଶିଷ୍ଟ ଶିଳ୍ପପତିଙ୍କ ସ୍ତ୍ରୀ ୧୩ ବର୍ଷ ସାନ ଜଣେ ଅଟୋ ଡ୍ରାଇଭରଙ୍କ ସହ ଘରୁ ୪୭ ଲକ୍ଷ ଟଙ୍କା ନେଇ ଫେରାର ହୋଇଯାଇଥିଲେ। ମହିଳା ଜଣକ ପୋଲିସକୁ କହିଛନ୍ତି, ୩୪ ଲକ୍ଷ ଟଙ୍କା ପ୍ରେମିକ ତାଙ୍କର ଦୁଇଜଣ ବନ୍ଧୁଙ୍କୁ ଦେଇଥିଲେ। ଅଟୋ ଚାଳକଙ୍କ ବନ୍ଧୁ ରିତେଶ ଠାକୁରଙ୍କ ଠାରୁ ପୋଲିସ ୩୪ ଲକ୍ଷ ଟଙ୍କା ଜବତ କରିଛି। ଅନ୍ୟପକ୍ଷରେ ଅଟୋଚାଳକ ଜଣକ ଫେରାର ଅଛନ୍ତି। ପୋଲିସ ବର୍ତ୍ତମାନ ସୁଦ୍ଧା ତାଙ୍କୁ ଗିରଫ କରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri