ସମ୍ପତ୍ତି ତାଲିକା ଦାଖଲ କଲେ ଅପରାଜିତା: ଜାଣନ୍ତୁ ସମ୍ପତ୍ତି କେତେ…

ଭୁବନେଶ୍ୱର,୩।୫: ଭୁବନେଶ୍ୱର ଭାଜପା ଏମ୍‌ପି ପ୍ରାର୍ଥୀ ଅପରାଜିତା ଷଢ଼ଙ୍ଗୀ ସମ୍ପତ୍ତି ତାଲିକାର ସତ୍ୟପାଠ ଦାଖଲ କରିଛନ୍ତି। ତାଙ୍କର ମୋଟ ୨ କୋଟି ୫ ଲକ୍ଷ ଟଙ୍କାର ସ୍ଥାବର ଅସ୍ଥାବର ସମ୍ପତ୍ତି ରହିଥିବା ବେଳେ ନଗଦ ନଗଦ ୨ ଲକ୍ଷ ଟଙ୍କା ରହିଥିବା ଅପରାଜିତା ସତ୍ୟପାଠରେ ଉଲ୍ଲେଖ କରିଛନ୍ତି।

ଏପରି କି ଅପରାଜିତାଙ୍କ ଏକ ୧୦ ଲକ୍ଷ ଟଙ୍କାର କାର୍‌, ୧୧୫୦ ଗ୍ରାମର ବିଭିନ୍ନ ଅଳଙ୍କାର ରହିଛି । ଏହି ଅଳଙ୍କାରର ବର୍ତ୍ତମାନ ମୂଲ୍ୟ ପ୍ରାୟ ୭୪ ଲକ୍ଷ ଟଙ୍କା ହେବ। ଅପରାଜିତାଙ୍କ ନାଁରେ କୌଣସି ବ୍ୟବସାୟିକ କୋଠା ନାହିଁ । ଏହାସହ ତାଙ୍କ ନାଁରେ କୌଣସି ଋଣ ମଧ୍ୟ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ମଦ ପିଇବାକୁ ବାପାଙ୍କୁ ମାଗିଲେ ଟଙ୍କା ନଦେବାରୁ ହାଣିଲେ…

ଦିଗପହଣ୍ଡି,୨୨|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ିି ପଞ୍ଚାୟତ ଦସିପୁର ଗାଁ ରେ ଶନିବାର ରାତି ପ୍ରାୟ ୧ ଟାରେ ଘଟିଯାଇଛି ଏକ…

‘ଯେଉଁମାନେ ଖେଳନ୍ତି, କେବଳ ସେମାନେ ପ୍ରସ୍ଫୁଟିତ ହୁଅନ୍ତି…’, ‘ମନ କି ବାତ’ରେ କାନାଡିଆନ ଦଳ ବିଷୟରେ କାହିଁକି କହିଥିଲେ ମୋଦି? ଜାଣନ୍ତୁ…

ନୂଆଦିଲ୍ଲୀ,୨୨।୨: ରବିବାର (୨୨ ଫେବୃଆରୀ) ମନ କି ବାତର ୧୩୧ ତମ ଏପିସୋଡରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ଏହି ଶିଖର ସମ୍ମିଳନୀରେ ବିଶ୍ୱ AI…

ମହାପୁରୁଷଙ୍କୁ କି ଦଣ୍ଡ: ସର୍ବ ସମ୍ମୁଖରେ …

ଗଞ୍ଜମ,୨୨।୧(ବିଦ୍ୟାଧର ସାହୁ): ମହାପୁରୁଷ ମାନଙ୍କୁ କି ପ୍ରକାର ଦଣ୍ଡ। ସର୍ବ ସମ୍ମୁଖରେ ମହାପୁରୁଷ ମାନଙ୍କୁ ଏଭଳି ଅପମାନିତ କରିବାକୁ କାହାର ସାହସ ହେଲା ତାହା ସହରରେ ଚର୍ଚ୍ଚା…

ସୁପର-୮ ପାଇଁ ଟିମ୍‌ ଇଣ୍ଡିଆରେ ହେବ ସଞ୍ଜୁ ସାମସନଙ୍କ ଏଣ୍ଟ୍ରି? ସୂର୍ଯ୍ୟକୁମାର କାହିଁକି କହିଲେ ଏମିତି

ଅହମ୍ମଦାବାଦ,୨୨।୨: ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଭାରତ ରବିବାର ଦକ୍ଷିଣ ଆଫ୍ରିକା ବିପକ୍ଷରେ ସୁପର-୮ ଅଭିଯାନ ଆରମ୍ଭ କରିବ। ଲିଗ ପର୍ଯ୍ୟାୟରେ ଦଳ ନିଜର ସମସ୍ତ ଚାରୋଟି…

ଟ୍ରମ୍ପଙ୍କୁ ଝଟ୍‌କା, ଏତେ କିମଯିବ ସୁନାଦର! ରେଟ୍‌ ଶୁଣିଲେ ନାଚି ଉଠିବେ ଆପଣ…

ନୂଆଦିଲ୍ଲୀ,୨୨।୨: ଆମେରିକାର ସୁପ୍ରିମକୋର୍ଟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ପାରସ୍ପରିକ ଶୁଳ୍କକୁ ପ୍ରତ୍ୟାହାର କରିଦେଇଛନ୍ତି। ଏହି ନିଷ୍ପତ୍ତିର କିଛି ଘଣ୍ଟା ପରେ, ଟ୍ରମ୍ପ ସମସ୍ତ…

ଅପରେଶନ ସାଇବର କବଚ୍‌: ୬ ଗିରଫ

ଛତ୍ରପୁର,୨୨।୨( ଦିଲ୍ଲୀପ ସାମଲ): ସାଇବର ଅପରାଧୀ ଉପରେ ଲଗାମ ଲଗାଇବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ଆରମ୍ଭ ହୋଇଛି ଅପରେଶନ ସାଇବର କବଚ । ଏହି ଅବସରରେ…

T20 ବିଶ୍ୱକପର ସୁପର-୮ ନିୟମକୁ ନେଇ ହେଲାଣି ହଙ୍ଗାମା, ସମାଲୋଚକଙ୍କୁ ଉପଯୁକ୍ତ ଜବାବ ଦେଲେ ସୁନୀଲ ଗାଭାସ୍କର

ନୂଆଦିଲ୍ଲୀ,୨୨।୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ‘ସୁପର ୮’ ଗ୍ରୁପ ପ୍ରକାଶ ପାଇବା ମାତ୍ରେ ସୋସିଆଲ ମିଡିଆରେ ଏକ ବିତର୍କ ଆରମ୍ଭ ହୋଇଛି। ଲୋକମାନେ ଆଇସିସିର ନିୟମ…

୫ ମିନିଟ୍ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ଟି ମିଲକୁ ଧାନଯିବା ଘଟଣା: ତଦନ୍ତ ସରିଲା, ଖସିଯିବେ ବଡ଼ବଡ଼ିଆ

ବରଗଡ଼,୨୨।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ କିଣାବିକାରେ ଫଲ୍ସ ଏଣ୍ଟ୍ରି ନୂଆଁ କଥା ନୁହେଁ। ପ୍ରତ୍ୟେକ ଧାନ ସଂଗ୍ରହ ପ୍ରକ୍ରିୟାରେ ଏହା ଚାଲି ଆସୁଥିବା ଅଭିଯୋଗ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri