Posted inଜାତୀୟ

ସମ୍ପତ୍ତି ଅଧିକାର ମୌଳିକ ମାନବିକ ଅଧିକାର, ସରକାରଙ୍କ ଉପରେ ୧୦ ଲକ୍ଷ ଜରିମାନା ଜାରି କଲେ ହାଇକୋର୍ଟ…

ଶ୍ରୀନଗର, ୧।୭ : ଜଣେ ବ୍ୟକ୍ତିଙ୍କ ସମ୍ପତ୍ତି ଅଧିକାର ଏକ ମୌଳିକ ମାନବିକ ଅଧିକାର। ଏହାର ଉଲ୍ଲଂଘନ କରାଯାଇ ପାରିବ ନାହିଁ । ସରକାର ବଳ ପ୍ରୟୋଗ ପୂର୍ବକ ଏହାକୁ ଦଖଲ କରିପାରିବେ ନାହିଁ ବୋଲି ଜମ୍ମୁ-କଶ୍ମୀର ହାଇକୋର୍ଟ ଏକ ମାମଲାର ବିଚାର କରି ଏଭଳି ରାୟ ପ୍ରଦାନ କରିଛନ୍ତି।

ମୁଖ୍ୟ ବିଚାରପତି ପଙ୍କଜ ମିଥଲ ଏବଂ ଜାଭେଦ ଇକବାଲ ଓ୍ବାନିଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏକ ମାମଲାର ବିଚାର କରି ସରକାରଙ୍କ ଉପରେ ୧୦ ଲକ୍ଷ ଟଙ୍କାର ଜରିମାନା ଜାରି କରିଛନ୍ତି। ସରକାର ବଳ ପ୍ରୟୋଗ ପୂର୍ବକ ଘରୋଇ ଜମିକୁ ଦଖଲ କରିଥିବା ନେଇ ଏକ ପିଟିଶନ ଦାଖଲ ହୋଇଥିଲା। ସରକାର ୨୦୧୭ରୁ ୨୦୨୧ ପର୍ଯ୍ୟନ୍ତ ଏହି ଘରୋଇ ଜମିକୁ ନିଜ ଦଖଲକୁ ନେଇଥିଲେ।

ଏହାର ଭଡ଼ା ଆସନ୍ତା ୩ ମାସ ମଧ୍ୟରେ ଆବେଦନକାରୀଙ୍କୁ ପ୍ରଦାନ କରିବାକୁ କୋର୍ଟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ମାସ ମଧ୍ୟରେ ଟିମ୍‌ ଇଣ୍ଡିଆରେ ହେବ ବଡ଼ ପରିବର୍ତ୍ତନ ଆସିବ: ବାଦ୍‌ ପଡ଼ିପାରନ୍ତି ୪ ଖେଳାଳି

ନୂଆଦିଲ୍ଲୀ,୨୯।୮: IPL 2026 ଶେଷ ହେବା ପରେ ଭାରତୀୟ ଦଳ ତାର ଟେଷ୍ଟ କ୍ରିକେଟ ସିଜିନର ଏକ ଦୃଢ଼ ଆରମ୍ଭ କରିଛି। ଆଫଗାନିସ୍ତାନ ବିପକ୍ଷରେ ଏକ ମାତ୍ର…

ବନ୍ୟା ଉଜାଡ଼ିଲା ଚାଷୀଙ୍କ ସ୍ବପ୍ନ: ଜମି ବାଲିଚର, ଧାନଫସଲ ପଚି ନଷ୍ଟ

ଭବାନୀପାଟଣା,୨୯ା୮(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଜୁନାଗଡ଼ ଓ କଲମପୁର ବ୍ଲକର ହାତୀ ନଦୀକୁଳିଆ ଚାଷୀଙ୍କ ସ୍ବପ୍ନ ବନ୍ୟା ଉଜାଡ଼ିଦେଇଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳର ଚାଷୀମାନେ ଚିନ୍ତାରେ…

ତେଲରେ ମିଶ୍ରଣ ଅଭିଯୋଗରେ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୨୫୭୩ ପେଟ୍ରୋଲ ପମ୍ପ ଉପରେ ଲାଗିଲା ରୋକ, ତାଲିକାରେ…

ନୂଆଦିଲ୍ଲୀ,୨୯।୮: ଦେଶରେ ମିଶ୍ରିତ ପେଟ୍ରୋଲ ବିକ୍ରି କରୁଥିବା ପେଟ୍ରୋଲ ପମ୍ପ ବିରୋଧରେ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଦୀର୍ଘଦିନ ଧରି ପେଟ୍ରୋଲରେ ମିଶ୍ରଣ ଏବଂ ଏହା…

ସ୍କୁଲ ଛାତରୁ ପାଣି ଗଳୁଛି, ରାସ୍ତା ନାହିଁ: ଖବରଦାତାଙ୍କୁ ବାହାରକରି ଗେଟ୍‌ରେ ତାଲା ପକାଇଦେଲେ ପ୍ରଧାନ ଶିକ୍ଷୟିତ୍ରୀ

ଆନନ୍ଦପୁର,୨୯ା୮(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶାଳବଣି ପଞ୍ଚାୟତ ବାଲିପଶିସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଦୟନୀୟ ଅବସ୍ଥାରେ ଚାଲିଛି। ପରିବେଶ ସଫା କରାଯାଉ ନ ଥିବା…

ମାଲିକ ଆଖି ମିଟିକାଇଲେ ଅନୁକରଣ କରନ୍ତି କୁକୁର: ସାମ୍ନାକୁ ଆସିଲା ଚମକପ୍ରଦ ଘଟଣା

ସିଡ୍‌ନୀ/ଲଣ୍ଡନ,୨୯ା୮: କୁକୁର ଏବଂ ମଣିଷଙ୍କ ସମ୍ପର୍କକୁ ନେଇ ଏକ ଚମକପ୍ରଦ ଗବେଷଣା ସାମ୍ନାକୁ ଆସିଛି। ମାଲିକ ଆଖିପତା ପକାଇବା ବା ଆଖି ମିଟିକାଇବା (ବ୍ଲିକିଂ) ଦେଖିଲେ କୁକୁରମାନେ…

ପୁସ୍ତକ ପ୍ରତ୍ୟାହାର ଅଭିଯୋଗକୁ ଫେଙ୍ଗୁଇନ୍‌ ଇଣ୍ଡିଆର ଖଣ୍ଡନ

ନୂଆଦିଲ୍ଲୀ, ୨୯।୮: କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ବହୁଚର୍ଚ୍ଚିତ ଜୀବନୀ ‘ବିଲଙ୍ଗିଙ୍ଗ୍‌:ଏ ଜର୍ଣ୍ଣି ଅଫ୍‌ ଲଭ୍‌’ ପ୍ରକାଶନକୁ ନେଇ ଆସିଥିବା ସମସ୍ତ ଗଣମାଧ୍ୟମ ରିପୋର୍ଟକୁ ପେଙ୍ଗୁଇନ ରାଣ୍ଡମ…

ଗ୍ରାହକଙ୍କ ଉପରେ ମହଙ୍ଗା ମାଡ଼: ଆଜି ପୁଣି ବଢ଼ିଲା CNG ଦାମ୍‌, ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୨୯।୮: ଇରାନ ଓ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ଏବେ ସାଧାରଣ ଲୋକଙ୍କ ଉପରେ ପଡ଼ୁଛି। ଦେଶରେ ଲଗାତାର ବଢ଼ୁଥିବା ଦର ମଧ୍ୟରେ IGL ପୁଣିଥରେ…

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୫୭୯, ଏବେବି ୩୨୦ ଭାରତୀୟ ନିଖୋଜ

କାଠମାଣ୍ଡୁ,୨୯ା୮: କେନ୍ଦ୍ରୀୟ ନେପାଳରେ ବୁଧବାର ଗ୍ଲେସିୟର ଧସି ହଠାତ୍‌ ଭୀଷଣ ବନ୍ୟା ମାଡ଼ିଆସିବାରୁ ରାସୁଓ୍ବା ଓ ଅନ୍ୟ ଅଞ୍ଚଳଗୁଡ଼ିକରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ୫୭୯ ଜଣଙ୍କ ମୃତଦେହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri