Posted inଜାତୀୟ

ଲାଲୁଙ୍କ ପରିବାର ସହ ଜଡିତ ସମ୍ପତ୍ତି ଜବତ, ଜମି ବଦଳରେ ଚାକିରି ଦେବା ମାମଲାରେ ଇଡିର କାର୍ଯ୍ୟାନୁଷ୍ଠାନ

ପାଟନା,୩୧।୭: ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ପରିବାର ଏବଂ ଅନ୍ୟମାନଙ୍କ ବିରୋଧରେ ଇଡି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ସୂଚନାନୁସାରେ, ଜମି ବଦଳରେ ଚାକିରି ଦେବା ମାମଲାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଲାଲୁଙ୍କ ସହ ଜଡିତ ୬ କୋଟି ସମ୍ପତ୍ତି ଇଡି ଜବତ କରିଛି। ଏହି ସମ୍ପତ୍ତି ପାଟନା ଏବଂ ଗାଜିଆବାଦର ବୋଲି କୁହାଯାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ଏହା ନିଶ୍ଚିତ ହୋଇନାହିଁ।

ସୂଚନାନୁସାରେ, ରେଳବାଇ ଚାକିରି-ଜମି ଦୁର୍ନୀତିରେ ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ, ତାଙ୍କ ପରିବାର ଏବଂ ଅନ୍ୟମାନଙ୍କ ବିରୋଧରେ ମନି ଲଣ୍ଡରିଂ ଯାଞ୍ଚ ଅଧୀନରେ ଇଡି କିଛି ସମ୍ପତ୍ତି ଜବତ କରିଛି। ସମ୍ପତ୍ତି ଜବତ କରିବାକୁ ପ୍ରିଭେନଶନ ଅଫ ମନି ଲଣ୍ଡରିଂ ଆକ୍ଟ (ପିଏମ୍‌ଏଲଏ) ଅନୁଯାୟୀ ଏଜେନ୍ସି ଏହି ନିର୍ଦ୍ଦେଶ ଜାରି କରିଛି। ଏହି ମାମଲାରେ ଗତ କିଛି ମାସ ମଧ୍ୟରେ ଇଡି ଲାଲୁ ପ୍ରସାଦଙ୍କ ସ୍ତ୍ରୀ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରି ଦେବୀ, ବିହାର ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ, ଝିଅ ମିସା ଭାରତୀଙ୍କ ବିବୃତ୍ତି ରେକର୍ଡ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି

କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ।…

ସଚିନଙ୍କ ବିଶାଳ ଟେଷ୍ଟ ରେକର୍ଡ ଭାଙ୍ଗିଲେ ଜୋ ରୁଟ୍‌, ଜାଣନ୍ତୁ…

ଏଜବାଷ୍ଟନ,୧୩ା୯: ଇଂଲଣ୍ଡର ଭେଟେରାନ ବ୍ୟାଟର ଜୋ ରୁଟ୍‌ ତାଙ୍କ କ୍ୟାରିୟରରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ୧୪୭ ବର୍ଷର ଟେଷ୍ଟ କ୍ରିକେଟ ଇତିହାସରେ ନିର୍ଦ୍ଦିଷ୍ଟ…

ବାହୁଦା ନଦୀକୁ ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ ଘଟଣା, ଆଜି ମିଳିଲା….

ଦିଗପହଣ୍ଡି/ଚିକିଟି,୧୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଳକ ଲାଲମେଣ୍ଟା ପଞ୍ଚାୟତ କୋଳିପେଣ୍ଠ ଗ୍ରାମରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବୃନ୍ଦାବନ…

ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଏନସିଏସ୍‌କେର ଉପାଧ୍ୟକ୍ଷ, ସଫେଇ କର୍ମଚାରୀଙ୍କ ସହ କଲେ ଆଲୋଚନା

ଜୁନାଗଡ଼,୧୩।୯(ଅଂଶୁମାନ ଯୋଶୀ): ଜାତୀୟ ସଫେଇ କର୍ମଚାରୀ ଆୟୋଗ(ଏନସିଏସକେ) ଉପାଧ୍ୟକ୍ଷ କୈଶବ ବିହାରୀ ରବିବାର ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ସ୍ବସ୍ଥ୍ୟକେନ୍ଦ୍ରର ବିଭିନ୍ନ…

ନୂଆଖାଇ ପୂର୍ବରୁ ନିଆରା କାର୍ଯ୍ୟକ୍ରମ, ଅସହାୟଙ୍କୁ ଅଢିଆ ପ୍ରଦାନ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ଗାନ୍ଧୀ ପାଠାଗାରରେ ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ରବିବାର ନୂଆଁଖାଇ ଜୋଟଜାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମହାନ କୃଷିଭିତ୍ତିକ ଗଣ…

କଟକରେ ମହିଳାଙ୍କୁ ହତ୍ୟା; ବନ୍ଦ ଘର ଭିତରେ ପଥର ଛେଚି….

କଟକ,୧୩।୯(ପ୍ରଭୁକଲ୍ୟାଣ ପାଲ୍): କଟକ ସିଡିଏ ସେକ୍ଟର ୧୩ ନମ୍ବରରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ଫେଜ ୨ ଥାନା ଅନ୍ତର୍ଗତ କାଠଯୋଡ଼ି ନଦୀ କୂଳ ବସ୍ତିରେ ମହିଳାଙ୍କୁ…

ଋଷିକୁଲ୍ୟା ରୟତ ମହାସଭାର ବଡ଼ ଦାବି

ଛତ୍ରପୁର,୧୩ା୯(ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଭାଗଚାଷୀଙ୍କ ସ୍ବାର୍ଥରକ୍ଷା ପାଇଁ ସ୍ବତନ୍ତ୍ର ଭାଗଚାଷୀ ଆଇନ ପ୍ରଣୟନ ସହ ଭୂ-ବନ୍ଦୋବସ୍ତ ପ୍ରକ୍ରିୟା ତୁରନ୍ତ କାର୍ଯ୍ୟକାରୀ କରିବାକୁ ଋଷିକୁଲ୍ୟା ରୟତ ମହାସଭା ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?