Posted inଜାତୀୟ

‘ମୁସଲମାନଙ୍କୁ କ୍ଷମା ମାଗନ୍ତୁ ଭାରତ ସରକାର’

ମୁମ୍ବାଇ,୧୪।୬: ମୁମ୍ବାଇ ନିକଟରେ ଥିବା ଠାଣେ ପୋଲିସର ଅଫିସିଆଲ ୱେବ୍‌ସାଇଟ ହ୍ୟାକ୍‌ ହୋଇଛି। ୱେବ୍‌ସାଇଟ ହ୍ୟାକ୍‌ କରିଥିବା ହ୍ୟାକର୍‌ ଭାରତ ସରକାରଙ୍କ ପାଇଁ ଏକ ବାର୍ତ୍ତା ଲେଖିଛି। ଏହି ବାର୍ତ୍ତାରେ ହ୍ୟାକର୍‌ ମୁସଲମାନମାନଙ୍କୁ କ୍ଷମା ମାଗିବାକୁ ଭାରତ ସରକାରଙ୍କୁ କହିଛନ୍ତି। ୱେବ୍‌ସାଇଟ ଖୋଲିବା ମାତ୍ରେ, ଓ୍ବାନ୍‌ ହ୍ୟାଟ ସାଇବର ଟିମ୍‌ ଦ୍ୱାରା ହ୍ୟାକ୍‌ ଶବ୍ଦଗୁଡ଼ିକ ଦୃଶ୍ୟମାନ ହେଉଛି। ହ୍ୟାକ କରିଥିବା ବ୍ୟକ୍ତି ଲେଖିଛନ୍ତି, ଭାରତ ସରକାର, ଆପଣ ବାରମ୍ବାର ଇସଲାମ ଧର୍ମ ପ୍ରସଙ୍ଗରେ ବାଧା ଆଣନ୍ତି, ଆପଣ ସହନଶୀଳତା ଦେଖନ୍ତି ନାହିଁ, ଯଥାଶୀଘ୍ର ବିଶ୍ୱର ମୁସଲମାନମାନଙ୍କୁ କ୍ଷମା ମାଗନ୍ତୁ ନଚେତ୍‌ ଆମେ ଶାନ୍ତ ରହିବୁ ନାହିଁ।
ମନ୍ଦିର-ମସଜିଦ ପ୍ରସଙ୍ଗକୁ ନେଇ ଦେଶରେ କିଛିଦିନ ହେବ ରାଜନୀତି ସରଗରମ ରହିଛି। ପ୍ରଫେଟ୍‌ ମହମ୍ମଦଙ୍କୁ ନେଇ ଭାଜପାରୁ ନିଲମ୍ବିତ ନୂପୁର ଶର୍ମାଙ୍କ ମନ୍ତବ୍ୟ ଦେଶର ଅନେକ ସ୍ଥାନରେ ହିଂସା ସୃଷ୍ଟି କରିଛି। ଦେଶରେ ମୁସଲମାନମାନେ ଅସୁରକ୍ଷିତ ବୋଲି ଏଆଇଏମଆଇଏମ ମୁଖ୍ୟ ଅସଉଦ୍ଦିନ ଓୱାଇସିଙ୍କ ସମେତ ମୁସଲମାନ ସମ୍ପ୍ରଦାୟର ନେତାମାନେ କହିବା ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟ ସେବାର ସମୀକ୍ଷା କଲେ ସ୍ବାସ୍ଥ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ କହିଲେ…

କୋରାପୁଟ/ଜୟପୁର,୧୬ା୮(ଅମିତାଭ ବେହେରା/ପବନ ପାଣିଗ୍ରାହୀ): କୋରାପୁଟ ଜିଲାର ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ନୂତନ କ୍ରିଟିକାଲ କେୟାର ୟୁନିଟ୍‌ ଉଦ୍‌ଘାଟିତ ହୋଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

କୂଳ ଲଙ୍ଘିଲା ବ୍ରାହ୍ମଣୀ ନଦୀ, ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା

ପଟ୍ଟାମୁଣ୍ଡାଇ,୧୬।୮(କଳ୍ପତରୁ ନାୟକ): ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍‌ ପିଲା । ଏଭଳି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ୍ କୁଳସାହି…

ତାତିଲେ ଚାଷୀ, ଜେସିବି ଲଗାଇ କାଟିଦେଲେ ଘାଇ, ପାଣିରେ ବୁଡ଼ିଲା ଶହଶହ ଏକର ଚାଷଜମି

ମହାକାଳପଡ଼ା,୧୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାନଦୀରେ ବନ୍ୟା ଓ ବର୍ଷା ଜଳ ଖରିଫ ଋତୁରେ ଧାନ ଫସଲ ପ୍ରଭାବିତ ହୋଇଛି। ଫଳରେ ୫ ହଜାରରୁ ଅଧିକ ହେକ୍ଟର ଜମିରେ…

କାଲି ଏହି ଜିଲାରେ ସ୍କୁଲ ଛୁଟି, ଜାଣନ୍ତୁ…

କେନ୍ଦୁଝର,୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ ବଙ୍ଗୋପସାଗର…

ସ୍କୁଲ ଛୁଟି ପରେ ମଧ୍ୟାହ୍ନଭୋଜନ ଚାଉଳ ଅଟୋରେ ନେବା ଘଟଣା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷୟିତ୍ରୀ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାର ଝରିଗାଁ ବ୍ଲକ ଅନ୍ତର୍ଗତ ମାଝୀଗୁଡ଼ା ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଗତ ଶୁକ୍ରବାର ବିଦ୍ୟାଳୟ ଛୁଟି ହେବା ପରେ ଏକ ଅଟୋରେ…

ତାରିକ ରହମାନଙ୍କ ଭାରତ ଗସ୍ତ ପୂର୍ବରୁ ବାଂଲାଦେଶ ରଖିଛି ବଡ଼ ସର୍ତ୍ତ

ଢାକା,୧୬।୮: ବାଂଲାଦେଶ ରବିବାର କହିଛି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏବଂ ଢାକା ଦ୍ୱାରା ଚାହୁଁଥିବା ଅନ୍ୟ ପଳାତକଙ୍କୁ ଭାରତ ସରକାର ପ୍ରତ୍ୟାର୍ପଣ ପ୍ରକ୍ରିୟାକୁ ଆଗକୁ…

୨୦୨୯ ନିର୍ବାଚନ ପାଇଁ BJPର ମାଷ୍ଟରପ୍ଲାନ୍‌, କାଲି ଘୋଷଣା ହେବ ନୂଆ ଟିମ୍‌! ଏହି ନେତାଙ୍କୁ ମିଳିବ ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୬।୮: ଭାଜପାରେ ଖୁବ୍‌ଶୀଘ୍ର ଏକ ବଡ଼ ସାଂଗଠନିକ ପୁନର୍ଗଠନ ହେବାକୁ ଯାଉଛି । ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନେତୃତ୍ୱରେ ଦଳର ନୂଆ ଟିମ୍‌ ଘୋଷଣା…

ବୁଲାବୁଲି କି ଦାମୀ ପୋଷାକ ନୁହେଁ, ଦରମାର ୭୦% ଏହି କାମରେ ଖର୍ଚ୍ଚ କରନ୍ତି Gen Z

ନୂଆଦିଲ୍ଲୀ,୧୬।୮: ସୋସିଆଲ ମିଡିଆରେ ବର୍ତ୍ତମାନ ସମୟରେ Gen Zଙ୍କ ଟ୍ରେଣ୍ଡ, ଲାଇଫଷ୍ଟାଇଲ୍‌ ଓ ଖର୍ଚ୍ଚକୁ ନେଇ ଚର୍ଚ୍ଚା ଲାଗିରହିଛି । ଅନେକଙ୍କ ଧାରଣା ଯେ, ଯୁବପିଢ଼ି ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri