Posted inଖେଳ

ଅଲିମ୍ପିକ୍ସରେ କ୍ରିକେଟକୁ ସାମିଲ କରିବାକୁ ପ୍ରସ୍ତାବ, ମୁମ୍ବାଇରେ ହେବ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୧୦: ୧୨୮ ବର୍ଷ ପରେ ଅଲିମ୍ପିକ୍ସରେ କ୍ରିକେଟକୁ ସାମିଲ କରାଯିବାକୁ ନେଇ ପ୍ରସ୍ତୁତି ଚାଲିଛି। ୨୦୨୮ ଲସ ଆଞ୍ଜେଲସ ଅଲିମ୍ପିକ୍ସରେ କ୍ରିକେଟ ସାମିଲ କରିବାକୁ ନିଷ୍ପତ୍ତି ନିଆଯାଉଛି। କ୍ରିକେଟ ସହିତ ଫ୍ଲାଗ ଫୁଟବଲ, ବେସବଲ ଏବଂ ସଫ୍ଟବଲକୁ ମଧ୍ୟ ସାମିଲ କରିବାକୁ ପ୍ରସ୍ତୁତି କରାଯାଉଛି। ଅକ୍ଟୋବର ୧୫ରୁ ମୁମ୍ବାଇରେ ଅନୁଷ୍ଠିତ ହେବାକୁ ଥିବା ଅନ୍ତର୍ଜାତୀୟ ଅଲିମ୍ପିକ କମିଟି (ଆଇଓସି)ର ୧୪୧ ତମ ଅଧିବେଶନରେ କ୍ରିକେଟ ସାମିଲ ହେବା ନିଶ୍ଚିତ। ଏଥି ସହିତ ଅନ୍ତର୍ଜାତୀୟ ଅଲିମ୍ପିକ କମିଟି (ଆଇଓସି) ଗୁରୁବାର ରୁଷିଆର ଅଲିମ୍ପିକ କମିଟି (ଆରଓସିକୁ)କୁ ତତ୍କାଳୀନ ପ୍ରଭାବ ପକାଇ ନିଲମ୍ବିତ କରିଛି।

ଅନ୍ତର୍ଜାତୀୟ ଅଲିମ୍ପିକ କମିଟିର କ୍ରୀଡା ନିର୍ଦ୍ଦେଶକ କିଟ ମ୍ୟାକକନେଲ ଗୁରୁବାର କହିଛନ୍ତି, ଲସ ଆଞ୍ଜେଲସ କମିଟି ପାଞ୍ଚଟି କ୍ରୀଡାକୁ ପ୍ରସ୍ତାବ ଦେଇଛି, ଯାହା ଲସ ଆଞ୍ଜେଲସ ଅଲିମ୍ପିକ୍ସର ଅଂଶ ହୋଇପାରେ। କ୍ରିକେଟ ମଧ୍ୟ ଏଥିରେ ଅନ୍ତର୍ଭୁକ୍ତ । ଆସନ୍ତାକାଲିର ବୈଠକରେ କାର୍ଯ୍ୟନିର୍ବାହୀ ବୋର୍ଡ ଏହି ପ୍ରସଙ୍ଗ ଉଠାଇବ।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବରଠୁ ୩ ରାଶିଙ୍କୁ କଲବଲ କରିବେ କେତୁ! ଦେଖାଯିବ ଆର୍ଥିକ ସଙ୍କଟ, ଯାହା ଇନ୍‌କମ କରିବେ ସବୁ ଚାଲିଯିବ…

ଭୁବନେଶ୍ୱର: ଆସନ୍ତା ଅକ୍ଟୋବର ମାସରେ କେତୁଙ୍କ ଚଳନରେ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଜ୍ୟୋତିଷୀୟ ଗଣନା ଅନୁସାରେ, ୩ ଅକ୍ଟୋବର ୨୦୨୬ରେ କେତୁ ମଘା ନକ୍ଷତ୍ରର…

ମହାନଦୀ ସହ ସଂଯୋଗ ହେବ ଗଞ୍ଜାମ ଜିଲାର ୨ ନଦୀ: ଚାଲିଛି ଅନୁଧ୍ୟାନ

ଭଞ୍ଜନଗର, ୨୯।୯ (ବାବୁଲା ପ୍ରଧାନ): ଗ୍ରୀଷ୍ମ ଋତୁରେ ଗଞ୍ଜାମ ଜିଲାର ଅନେକ ନଦୀ ଶୁଖିଯିବା ସହ ବର୍ଷା ଋତୁରେ ମଧ୍ୟ କେତେକ ସମୟରେ ଜଳପ୍ରବାହ ହ୍ରାସ ପାଉଥିବାରୁ…

ଇରାନ ସହ ଡିଲ ପାଇଁ ଟ୍ରମ୍ପ ରାଜି, ହେଲେ ରଖିଦେଲେ ବଡ଼ ସର୍ତ୍ତ

ୱାଶିଂଟନ,୨୯।୯: ଇରାନ ସହ ଏକ ଚୂଡ଼ାନ୍ତ ଚୁକ୍ତିରେ ପହଞ୍ଚିବା ପାଇଁ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ଲାଗିଥିବା କିଛି କଟକଣା କୋହଳ କରିବା ସହ…

ଏମଏମଡିଆର୍‌ ଆଇନ ପ୍ରତ୍ୟାହାର ଦାବିରେ ଗର୍ଜିଲା ବିଜେଡି: ୧୦ ହଜାରରୁ ଊର୍ଦ୍ଧ୍ୱ ବିଜେଡି କର୍ମୀ କଲେ ବିଶାଳ ପ୍ରତିବାଦ

କେସିଙ୍ଗା, ୨୯।୯(ତୁମେଶ୍ୱର ସାହୁ):ଏମଏମଡିଆର୍‌ ଆଇନର ପ୍ରତିବାଦ ଓ ଏହାକୁ ପ୍ରତ୍ୟାହାର ଦାବିରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଭୁବନେଶ୍ୱରଠାରେ ଏକ ବିଶାଳ ପ୍ରତିବାଦ ସଭା ଆୟୋଜିତ…

ରୋହିତ,ସେହୱାଗ, ଇଶାନଙ୍କୁ ପଛରେ ପକାଇଲେ କୋହଲି, ନିଜ ନାଁରେ କଲେ ଅନନ୍ୟ ରେକର୍ଡ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୯।୯: ଦିନିକିଆ କ୍ରିକେଟରେ ବିରାଟ କୋହଲିଙ୍କ ନାମ ପୁଣିଥରେ ଏକ ବିଶେଷ ରେକର୍ଡ ସହ ଚର୍ଚ୍ଚାରେ ରହିଛି। ନିଜ ବ୍ୟାଟିଂ ଦ୍ୱାରା ଦୀର୍ଘଦିନ ଧରି ରେକର୍ଡ ପରେ…

୨୭ ସେପ୍ଟେମ୍ବର କ୍ରିକେଟର ଐତିହାସିକ ଦିନ: ଗୋଟିଏ ଦିନରେ ଦେଖିବାକୁ ମିଳିଲା ୬ ଶତକ, ତାଲିକାରେ ଦେଖନ୍ତୁ ଅଛନ୍ତି କିଏ…

ନୂଆଦିଲ୍ଲୀ,୨୯।୯: ୨୭ ସେପ୍ଟେମ୍ବର ରବିବାର ଦିନିକିଆ କ୍ରିକେଟ ପାଇଁ ଏକ ଐତିହାସିକ ଦିନ ହୋଇଛି। ଗୋଟିଏ ଦିନରେ ଖେଳାଯାଇଥିବା ୩ଟି ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚରେ ମୋଟ ୬ଟି…

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?