ରିୟଲ ଇଷ୍ଟେଟ କ୍ଷେତ୍ରକୁ ଚାପମୁକ୍ତ କରିବାକୁ ପ୍ରସ୍ତାବ

ଭୁବନେଶ୍ୱର: ଲକ୍‌ଡାଉନ ଯୋଗୁ ନିର୍ମାଣ ଏବଂ ରିୟଲ ଇଷ୍ଟେଟ କ୍ଷେତ୍ର ଉପରେ ନକାରାତ୍ମକ ପ୍ରଭାବ ଜାରି ରହିଛି। ଏହି ସମସ୍ୟା ସମାଧାନ କରିବା ଲାଗି ରାଜ୍ୟ ସଭା ସଦସ୍ୟ ଡ. ଅମର ପଟ୍ଟନାୟକ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ନିକଟରେ କ୍ରେଡାଇ ଭୁବନେଶ୍ୱର ପକ୍ଷରୁ ସଦସ୍ୟମାନେ ଡ. ପଟ୍ଟନାୟକଙ୍କୁ ଭେଟି ରିୟଲ ଇଷ୍ଟେଟ କ୍ଷେତ୍ରର ରହିଥିବା ବିଭିନ୍ନ ସମସ୍ୟା ସମ୍ପର୍କରେ ଆଲୋଚନା ମଧ୍ୟ କରିଥିଲେ। ସଦସ୍ୟ କାନ୍ତିଲାଲ ପଟେଲ, ଇଂ ଉମେଶ ପଟ୍ଟନାୟକ, ସୁଭାଷ ପଟ୍ଟନାୟକ ପ୍ରମୁଖ ଏହି ଅବସରରେ ରାଜ୍ୟର ରିୟଲ ଇଷ୍ଟେଟ କ୍ଷେତ୍ରର ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିଥିଲେ। ମହାମାରୀ ଯୋଗୁ ରିୟଲ ଇଷ୍ଟେଟ କ୍ଷେତ୍ର ସମସ୍ୟା ଘେରକୁ ଚାଲିଯାଇଛି। ଶିଳ୍ପର ରାଜସ୍ବ ପ୍ରଭାବିତ ହେବା ସହ ସରକାରଙ୍କୁ ପ୍ରଦାନ କରାଯାଉଥିବା ଟିକସ ଏହାଦ୍ୱାରା କ୍ଷତିଗ୍ରସ୍ତ ମଧ୍ୟ ହୋଇଛି। ଏହା ନିଯୁକ୍ତି କ୍ଷେତ୍ରରେ ମଧ୍ୟ ସମସ୍ୟା ସୃଷ୍ଟି କରିଛି। ସରକାର ଏହି କ୍ଷେତ୍ରର ସମସ୍ୟା ସମାଧାନକୁ ବିଚାର କରିବାକୁ କ୍ରେଡାଇ ଭୁବନେଶ୍ୱର ପକ୍ଷରୁ ନିବେଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେବେ ଭାବିଛନ୍ତି କି, ଗୋଟିଏ ମାସରେ ପୂରା ଭାରତର ବିଜୁଳି ବିଲ କେତେ ଆସୁଥିବ?

ଆଜିକାଲି ବଢ଼ୁଥିବା ମହଙ୍ଗା ମାଡ଼ରେ ଘରର ବଜେଟ ସମ୍ଭାଳିବା ବହୁତ କଷ୍ଟକର ହୋଇପଡ଼ିଛି। ଯଦି ପରିବାରରେ କେବଳ ଜଣେ ହିଁ ରୋଜଗାରକ୍ଷମ ବ୍ୟକ୍ତି ଥାଆନ୍ତି, ତେବେ ପ୍ରତି…

RBIର ବଡ଼ ଝଟକା: ୪ ବର୍ଷ ପରେ ବୃଦ୍ଧି ପାଇଲା ରେପୋ ରେଟ, ଜାଣନ୍ତୁ କେତେ ବଢ଼ିବ EMI

ନୂଆଦିଲ୍ଲୀ,୭।୧୦: ଅକ୍ଟୋବର ୨୦୨୬ରେ ଅନୁଷ୍ଠିତ ମୁଦ୍ରା ନୀତି କମିଟି (MPC) ବୈଠକରେ, ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ରେପୋ ହାରକୁ ୨୫ ବେସିସ ପଏଣ୍ଟ (୦.୨୫%) ବୃଦ୍ଧି…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

କେଉଁ ୱେଟିଂ ଟିକେଟ ସବୁଠୁ ଆଗ କନଫର୍ମ ହୁଏ? ଜାଣନ୍ତୁ ରେଳବାଇର ନୂଆ ନିୟମ…

ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ସମୟରେ ଯଦି ଆପଣଙ୍କୁ କନଫର୍ମ ସିଟ ନ ମିଳେ, ତେବେ IRCTC ସିଷ୍ଟମ ଆପଣଙ୍କୁ ୱେଟିଂ ଟିକେଟ (Waiting Ticket) ପ୍ରଦାନ…

ପୁଣି ମହଙ୍ଗା ହେବ ମୋବାଇଲ ରିଚାର୍ଜ ପ୍ଲାନ! ଜାଣନ୍ତୁ କେବେଠୁ…

ନୂଆଦିଲ୍‌ଲୀ,୬।୧୦: ସାଧାରଣ ଲୋକଙ୍କୁ ପୁଣି ଥରେ ମହଙ୍ଗା ମାଡ଼ର ଝଟକା ଲାଗିପାରେ। ଏଥର ଏହି ଝଟକା ଟେଲିକମ କମ୍ପାନୀଗୁଡ଼ିକ ଦେଇପାରନ୍ତି। ଏକ ରିପୋର୍ଟ ଅନୁସାରେ, ଆଗାମୀ ୪ରୁ…

ଓଏଚ୍‌ପିସି ଓ ବିଶ୍ୱ ଦକ୍ଷତା କେନ୍ଦ୍ର ମଧ୍ୟରେ ଏମ୍‌ଓୟୁ

ଭୁବନେଶ୍ୱର,୬।୧୦: ”ସବୁଜ ଶକ୍ତି ଉତ୍କର୍ଷ କେନ୍ଦ୍ର’ ସ୍ଥାପନ ପାଇଁ ଓଡ଼ିଶା ଜଳବିଦ୍ୟୁତ ଶକ୍ତି ନିଗମ ଲିମିଟେଡ୍‌ (ଓଏଚ୍‌ପିସି) ଓ ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ର ମଧ୍ୟରେ ସୋମବାର…

କମିଲା ସୁନା-ରୁପା ମୂଲ୍ୟ; କିଣିନିଅନ୍ତୁ ମନ ପସନ୍ଦର ଗହଣା, ଜାଣନ୍ତୁ ଦୀପାବଳି ସୁଦ୍ଧା ଦର କେତେ ରହିବ

ନୂଆଦିଲ୍ଲୀ,୬।୧୦: ଗତକାଲି, ଅର୍ଥାତ ସୋମବାର ସୁନା ଓ ରୁପା ଦରରେ ଉତ୍ଥାନ-ପତନ ଦେଖିବାକୁ ମିଳିଥିଲା। ଆଜି, ଅକ୍ଟୋବର ୬ରେ MCX ରେ ଉଭୟ ଧାତୁର ମୂଲ୍ୟ ହ୍ରାସ…

ପାର୍ବଣରେ ଚାନ୍ଦି ଭଣ୍ଡାରର ‘ଅରଣ୍ୟ’ ସମ୍ଭାର

ଭୁବନେଶ୍ୱର,୬ା୧୦(ସନ୍ତୋଷ ବେହେରା): ଚାନ୍ଦିଭଣ୍ଡାର ପକ୍ଷରୁ ଚଳିତ ପାର୍ବଣରେ ଗ୍ରାହକମାନଙ୍କ ଲାଗି ଅକ୍ସିଡାଇଜ୍‌ଡ୍‌ ରୁପା ଗହଣା ସମ୍ଭାର ‘ଅରଣ୍ୟ’ ଉପଲବ୍ଧ କରାଯାଇଛି। ନବରାତ୍ରି ଏବଂ ଦୁର୍ଗାପୂଜା ଅବସରରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?