ସାମଗ୍ରୀର ମୂଲ୍ୟ ବୃଦ୍ଧି ଲାଗି ପ୍ରସ୍ତାବ

ନୂଆଦିଲ୍ଲୀ,୨୫।୪ : ଦେଶର ରାଜସ୍ବ ଆୟ ବୃଦ୍ଧି ଲାଗି ସରକାର ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ପରିଷଦରେ ସାମଗ୍ରୀର ମୂଲ୍ୟ ବୃଦ୍ଧି ଲାଗି ପ୍ରସ୍ତାବ ରଖିଛନ୍ତି। ଏପରିକି ୧୪୩ ଗୋଟି ସାମଗ୍ରୀର ମୂଲ୍ୟ ବୃଦ୍ଧି ପାଇଁ ରାଜ୍ୟ ସରକାରଗୁଡ଼ିକଙ୍କଠାରୁ ଆବଶ୍ୟକ ମତାମତ ପରିଷଦ ପକ୍ଷରୁ ମଗାଯାଇଛି। ବିଶେଷକରି ୧୪୩ଟି ସାମଗ୍ରୀରୁ ୯୨%କୁ ୧୮ % ଶୁଳ୍କ ସ୍ଲାବରୁ ୨୮%କୁ ସ୍ଥାନାନ୍ତର କରିବା ପାଇଁ ପ୍ରସ୍ତାବ ଦିଆଯାଇଛି। ଏହି ସବୁ ସାମଗ୍ରୀରେ ଏପରି କେତେକ ଜିନିଷ ଅଛି ଯେଉଁଗୁଡିକ ଉପରୁ ଜିଏସଟି ନଭେମ୍ବର ୨୦୧୭ ଓ ଡିସେମ୍ବର ୨୦୧୮ରେ ମୂଲ୍ୟ ହ୍ରାସ କରିଥିଲେ। ଏବେ ମୂଲ୍ୟ ବୃଦ୍ଧି ପ୍ରସ୍ତାବକୁ ଯଦି ରାଜ୍ୟଗୁଡ଼ିକର ସ୍ବୀକୃତି ମିଳେ ତେବେ ସେଗୁଡିକର ଦାମ ପୁଣି ବଢ଼ିବ ବୋଲି ଆକଳନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରିଆଙ୍କ ପାଇଁ ବଡ଼ ଖବର, ସେପ୍ଟେମ୍ୱରରେ ଡେରି ହେବ ସାଲାରୀ! ଏହିଦିନ ଆସିବ…

ନୂଆଦିଲ୍‌ଲୀ,୨୬।୯: ସେପ୍ଟେମ୍ୱର ମାସରେ ଚାକିରିଆମାନଙ୍କ ଅସୁବିଧା ବଢ଼ିପାରେ। UFBU ପକ୍ଷରୁ ସେପ୍ଟେମ୍ୱର ୨୮ ରୁ ୩୦, ୨୦୨୬ ପର୍ଯ୍ୟନ୍ତ ତିନି ଦିନିଆ ବ୍ୟାଙ୍କ ଧର୍ମଘଟ ଘୋଷଣା କରାଯାଇଛି।…

ପାର୍ୱଣ ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ବଡ଼ ଝଟ୍‌କା! ବୋନସକୁ ନେଇ ଆସିଲା ଖରାପ ଖବର

ନୂଆଦିଲ୍ଲୀ,୨୬।୯: ପାର୍ୱଣ ଋତୁ ପୂର୍ୱରୁ କର୍ମଚାରୀମାନେ ବୋନସକୁ ଅପେକ୍ଷା କରି ରହିଛନ୍ତି। ବିଭିନ୍ନ ସରକାରୀ ଏବଂ ଘରୋଇ ସଂସ୍ଥା ବୋନସ ଘୋଷଣା ମଧ୍ୟ କରୁଛନ୍ତି। ଏହି ସମୟରେ…

ପହିଲାରୁ ବଦଳିବ LPG Gasର ୫ ବଡ଼ ନିୟମ! ବୁକିଂ କରିବା ପୂର୍ବରୁ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୯: ଅକ୍ଟୋବର ୧ ତାରିଖରୁ ଏଲପିଜି ସିଲିଣ୍ଡର ସହିତ ଜଡିତ ଅନେକ ପରିବର୍ତ୍ତନ ଲାଗୁ ହେବାକୁ ଯାଉଛି। ଏହି ପରିବର୍ତ୍ତନଗୁଡ଼ିକ ଗ୍ୟାସ ବୁକିଂ ଓ ରିଫିଲିଂକୁ ପ୍ରଭାବିତ…

ବ୍ୟାଙ୍କ୍‌ ଷ୍ଟ୍ରାଇକ୍‌ ପୂର୍ବରୁ SBI କଲା ବଡ଼ ଘୋଷଣା, ସେପ୍ଟେମ୍ୱର ୨୮ରୁ ଏଟିଏମ୍‌ ଚାର୍ଜ…

ନୂଆଦିଲ୍ଲୀ,୨୬।୯: ଯଦି ଆପଣ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (SBI)ର ଗ୍ରାହକ ଏବଂ ଆଗାମୀ ଦିନରେ ବ୍ୟାଙ୍କ ଧର୍ମଘଟ ଯୋଗୁଁ ଟଙ୍କାର ଅଭାବ ହେବା ଚିନ୍ତାରେ ବ୍ୟସ୍ତ…

ଦୁର୍ଗାପୂଜା ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ବଡ଼ ଖୁସି! ଜାଣନ୍ତୁ କେତେ ପ୍ରତିଶତ ବଢ଼ିବ DA

ନୂଆଦିଲ୍ଲୀ,୨୬।୯: ଯଦି ଆପଣ କିମ୍ବା ଆପଣଙ୍କ ପରିବାରର କେହି କେନ୍ଦ୍ର ସରକାରୀ କର୍ମଚାରୀ (Central Government Employee) କିମ୍ବା ପେନସନଭୋଗୀ ଅଛନ୍ତି, ତେବେ ପାର୍ବଣ ଋତୁରେ ଆପଣଙ୍କ…

ଦେଶରେ ବ୍ୟାଙ୍କ ହଡ଼ତାଳ, ହେଲେ ଖୋଲା ରହିବ ଏହି ବ୍ୟାଙ୍କ

ନୂଆଦିଲ୍ଲୀ,୨୬।୯: ସେପ୍ଟେମ୍ବର ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ସରକାରୀ କ୍ଷେତ୍ରର ବ୍ୟାଙ୍କଗୁଡ଼ିକର ଦେଶବ୍ୟାପୀ ୩ ଦିନିଆ ହଡ଼ତାଳ ଡାକ ମଧ୍ୟରେ ସାଧାରଣ ଲୋକ ଓ ଗ୍ରାମାଞ୍ଚଳର ଖାତାଧାରୀଙ୍କ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ବର୍ଷକୁ ମାଗଣାରେ ମିଳିବ ୬ଟା ସିଲିଣ୍ଡର, ସରକାରଙ୍କ ବଡ଼ ଘୋଷଣା; ଜାଣନ୍ତୁ କାହାକୁ ମିଳିବ ଫାଇଦା

ନୂଆଦିଲ୍‌ଲୀ,୨୫।୯: ଏଣିକି ବର୍ଷକୁ ମିଳିବ ୬ଟି ସିଲିଣ୍ଡର। ଏନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଉମର ଅବଦୁଲ୍ଲା ସରକାର ବିଧାନସଭାରେ ଏକ ବଡ଼ ଘୋଷଣା କରି ଜମ୍ମୁ-କଶ୍ମୀରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?