ପ୍ରପୋଜ ଡେ’ରେ ସାଥୀଙ୍କୁ କେମିତି କହିବେ ମନର କଥା ଜାଣନ୍ତୁ…

ବର୍ତ୍ତମାନ ଭାଲେଣ୍ଟାଇନ ଓ୍ବିକ ବା ପ୍ରେମ ସପ୍ତାହ ଚାଲିଛି। ଫେବୃଆରୀ ୭ରୁ ୧୪ ପର୍ଯ୍ୟନ୍ତ ଏହି ସପ୍ତାହକୁ ଯୁବପିଢ଼ି ବେଶ ଉତ୍ସାହର ସହ ପାଳନ କରୁଛନ୍ତି। ରୋଜ ଡେ’କୁ ପ୍ରେମର ପ୍ରଥମ ଦିନ କୁହାଯାଉଥିବା ବେଳେ ଦ୍ୱିତୀୟ ଦିନକୁ ପ୍ରପୋଜ ଡେ’ ଭାବେ ପାଳନ କରାଯାଏ। କାହାକୁ ମନେ ମନେ ପ୍ରେମ କରିବା ବା ଭଲ ପାଇବା ସହଜ ମାତ୍ର ଏହାକୁ ପରିପ୍ରକାଶ କରିବା ବହୁ ମୁସ୍କିଲ। ଯଦି କାହାକୁ ପ୍ରପୋଜ କରିବାକୁ ଚାହୁଁଥା’ନ୍ତି ତେବେ କିଛି ରୋମାଣ୍ଟିକ ଟିପ୍ସ ଜାଣିରଖିବା ନିହାତି ଜରୁରୀ। ନଚେତ୍ ମନ ଚାହୁଁଥିବା ସାଥୀଟି ହାତଛଡ଼ା ହୋଇଯିବ।

Happy Propose Day 2020: Facebook, Whatsapp status, wishes, images, wallpapers

– ଯେଉଁ ରାସ୍ତା ଦେଇ ଆପଣଙ୍କ ମନର ମଣିଷ ଯିବା ଆସିବା କରୁଥା’ନ୍ତି ସେହି ରାସ୍ତାରେ କିଛି ପ୍ରେମଭରା କଥା ଲେଖି ପତ୍ରଟିଏ ପକାଇ ଦିଅନ୍ତୁ। ଯେମିତି ସେ ଆପଣଙ୍କ ପ୍ରତି ଆକର୍ଷିତ ହେବେ।

– ଆଜିକାଲି ତ ଡିଜିଟାଲ ଯୁଗ। ସାଥୀଙ୍କୁ ସାମ୍ନା କରିବାକୁ ଯଦି ସତ୍ସାହସ ହେଉନି ତେବେ ହ୍ବାଟ୍ସଆପ, ଫେସ୍ବୁକ ମାଧ୍ୟମରେ ମଧ୍ୟ ଏକ ଛୋଟିଆ ଏସଏମ୍ସଟି ପଠାଇ ମନର କଥା ପରିପ୍ରକାଶ କରନ୍ତୁ।

500+ Propose Pictures [HD] | Download Free Images on Unsplash

– ମନ ଚାହୁଁଥିବା ସାଥୀଙ୍କୁ ଯଦି କୌଣସି ଉପହାର ପସନ୍ଦ ତେବେ ତାଙ୍କୁ ଦେବାକୁ ଆଦୌ ଭୁଲନ୍ତୁ ନାହିଁ।

– ସର୍ପ୍ରାଇଜ ପ୍ଲାନିଂ କରି ପ୍ରେମିକା ବା ପ୍ରେମିକ କେଉଁଆଡ଼େ ବୁଲି ଆସନ୍ତୁ। ସୁଯୋଗ ଦେଖି ମନର କଥା ପ୍ରକାଶ କରିଦିଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri