ସର୍ବାଧିକ ୧୨ ଘଣ୍ଟା କାର୍ଯ୍ୟ ଦିବସ ଲାଗି ପ୍ରସ୍ତାବ

ମୁମ୍ବାଇ: ସର୍ବାଧିକ ୧୨ ଘଣ୍ଟିଆ କାର୍ଯ୍ୟଦିବସ ଲାଗି ଶ୍ରମ ମନ୍ତ୍ରଣାଳୟ ପକ୍ଷରୁ ପ୍ରସ୍ତାବ ଦିଆଯାଇଛି। ଏହା ସହ ମଧ୍ୟାନ୍ତର ସମୟ ମଧ୍ୟ ରହିବ। ଅକ୍ୟୁପେଶନାଲ ସେଫ୍ଟି ହେଲ୍‌ଥ ଆଣ୍ଡ ଓ୍ବାର୍କିଂ କଣ୍ଡିସନ୍ସ(ଓଏସ୍‌ଏସ୍‌) କୋଡ୍‌ ୨୦୨୦ ଡ୍ରାଫ୍ଟ ନିୟମରେ ଏହା ଉଲ୍ଲେଖ ରହିଛି। ଚଳିତ ବର୍ଷ ସଂସଦ ଏହି ବିଲ୍‌କୁ ଅନୁମୋଦନ ପ୍ରଦାନ କରିଛି। ସାପ୍ତାହିକ କାର୍ଯ୍ୟ ସମୟ ୪୮ ଘଣ୍ଟା ଧାର୍ଯ୍ୟ ରଖାଯିବ ବୋଲି ନଭେମ୍ବର ୧୯ରେ ସରକାର ଜାରି କରିଥିବା ଡ୍ରାଫ୍ଟ ନିୟମରେ କହିଛନ୍ତି। ସାପ୍ତାହିକ ୬ ଦିନ ଏବଂ ଦୈନିକ ୮ ଘଣ୍ଟା କାମ କରିବାକୁ ନିୟମ ରହିଥିଲେ ମଧ୍ୟ ସର୍ବାଧିକ ୧୨ ଘଣ୍ଟା କାର୍ଯ୍ୟଦିବସ ନେଇ ଲୋକଙ୍କ ମନରେ ପ୍ରଶ୍ନ ଉଠିଛି। ଏ ନେଇ ଶ୍ରମ ମନ୍ତ୍ରଣାଳୟର ଜଣେ ବରିଷ୍ଠ ଅଧିକାରୀ ସ୍ପଷ୍ଟୀକରଣ ଦେଇଛନ୍ତି। ୮ ଘଣ୍ଟା ବାଦ୍‌ ଯଦି ଲୋକମାନେ କାମ କରିବାକୁ ଚାହାନ୍ତି ତେବେ ଏହାକୁ ଓଭରଟାଇମ କୁହାଯିବ। ଏହାକୁ ବିଚାରକରି ସର୍ବାଧିକ କାର୍ଯ୍ୟଦିବସ ସମ୍ପର୍କରେ ପ୍ରସ୍ତାବ ଦିଆଯାଇଛି। ୮ ଘଣ୍ଟା ବାଦ୍‌ ଅନୂ୍ୟନ ୩୦ ମିନିଟରୁ ଅଧିକ ସମୟ କାମ କଲେ ଏହାକୁ ଓଭରଟାଇମ ବିବେଚନା କରାଯିବ ବୋଲି ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆକାଉଣ୍ଟରେ ଏତିକି ଟଙ୍କା ଡିପୋଜିଟ ଅଛି କି? ଜୁଲାଇ ୩୧ ସୁଦ୍ଧା କରନ୍ତୁ ଏହି କାମ, ନଚେତ…

ବର୍ତ୍ତମାନ ପ୍ରାୟ ସବୁ ଲୋକଙ୍କର ବ୍ୟାଙ୍କରେ ସେଭିଂ ଆକାଉଣ୍ଟ ଅଛି। ପ୍ରତି ମାସରେ ଆପଣ ଏକ ସଞ୍ଚୟ ଆକାଉଣ୍ଟରେ ଜମା ହୋଇଥିବା ରାଶି ଉପରେ ସୁଧ ମଧ୍ୟ…

ସାବଧାନ! ୧ ଜୁଲାଇରୁ ବଦଳିଯିବ ଏହି ସବୁ ନିୟମ; ମହଙ୍ଗା ପଡ଼ିବ ନା ଆଶ୍ୱସ୍ତି ମିଳିବ? ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୬: ପ୍ରତି ମାସର ପହିଲା ତାରିଖ ନିଜ ସହିତ କିଛି ନୂଆ ନିୟମ ନେଇ ଆସିଥାଏ। ଜୁନ ମାସ ଏବେ ଶେଷ ହେବାକୁ ଯାଉଛି ଏବଂ ଜୁଲାଇ…

ବିନା ବ୍ୟାଙ୍କ ଆକାଉଣ୍ଟରେ UPI ପେମେଣ୍ଟ କରିପାରିବେ ପିଲା, ୧୫ହଜାର ଟଙ୍କା ଯାଏ…

ନୂଆଦିଲ୍ଲୀ,୨୬।୬: ଦେଶରେ ଡିଜିଟାଲ ପେମେଣ୍ଟର ସୁବିଧା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ପିଲାମାନେ ବଡ଼ ହେବା ସହିତ ସେମାନଙ୍କର ଖର୍ଚ୍ଚ ମଧ୍ୟ ବଢ଼ିଥାଏ ଏବଂ ସେମାନଙ୍କୁ ପକେଟ…

LPG ଯୋଗାଣ ଉପରେ ଥିବା ସମସ୍ତ କଟକଣା ହଟିଲା, କମର୍ସିଆଲ ଗ୍ରାହକଙ୍କ ପାଇଁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୫।୬: କେନ୍ଦ୍ର ସରକାର ଶିଳ୍ପ ଏବଂ ବାଣିଜ୍ୟିକ ଏଲପିଜି ଗ୍ରାହକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ଘୋଷଣା କରିଛନ୍ତି। ସରକାର ଅଣ-ଘରୋଇ ପ୍ୟାକ ହୋଇଥିବା ଏଲପିଜି ଯୋଗାଣ ଉପରେ…

Oil-LPG Crisis: ତୈଳ ପରିବହନ ଖର୍ଚ୍ଚ ନଅ ଗୁଣ ବୃଦ୍ଧି ପାଇଛି; ଦେଶ ଏକ ନୂତନ ସଙ୍କଟର ସମ୍ମୁଖୀନ ହେଉଛି

ନୂଆଦିଲ୍ଲୀ,୨୫।୬: ଉପସାଗରୀୟ ଅଞ୍ଚଳରେ ଉତ୍ତେଜନା ହ୍ରାସ କରିବାର ରିପୋର୍ଟ ମଧ୍ୟରେ, ଏକ ନୂତନ ସମସ୍ୟା ଦେଖାଦେଇଛି। ଯୁଦ୍ଧବିରତି ପରେ ହର୍ମୁଜ ପ୍ରଣାଳୀ ଦେଇ ଜାହାଜଗୁଡ଼ିକର ଗତି ଦ୍ରୁତ…

Post Office Vs Bank FD: କେଉଁଟିରେ ମିଳୁଛି ଅଧିକ ସୁଧ? ଟଙ୍କା ଲଗାଇବା ପୂର୍ବରୁ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୫।୬: ବିଗତ ଦୁଇ ବର୍ଷ ହେବ ମ୍ୟୁଚୁଆଲ ଫଣ୍ଡ SIP ନିବେଶକମାନଙ୍କୁ ଆଶାନୁରୂପ ରିଟର୍ଣ୍ଣ ଦେଇପାରି ନାହିଁ। ଶେୟାର ବଜାରର କ୍ରମାଗତ ଅସ୍ଥିରତା ଯୋଗୁ ନିବେଶକମାନେ ଏବେ…

ଗ୍ରାହକଙ୍କ ପାଇଁ ଖୁସି ଖବର!ହଜାର ହଜାର ଟଙ୍କା ଶସ୍ତା ହେଲା ସୁନା, କିଣିବା ପୂର୍ବରୁ ଜାଣନ୍ତୁ ରେଟ୍

ନୂଆଦିଲ୍ଲୀ,୨୫।୬: ଗୁରୁବାର ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଏବଂ ରୁପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି। ସୁନା ମୂଲ୍ୟ ପ୍ରାୟ ୧,୪୫୦–୧,୯୦୦…

ରାସନ କାର୍ଡଧାରୀଙ୍କ ପାଇଁ ଖୁସି ଖବର; ଏଣିକି ଲମ୍ୱା ଲାଇନରୁ ମିଳିବ ମୁକ୍ତି, ଏଟିଏମ କାର୍ଡରେ ମିଳିବ……

ନୂଆଦିଲ୍‌ଲୀ,୨୩।୬: ସମଗ୍ର ଦେଶରେ ରାସନ ବ୍ୟବସ୍ଥାର ସୁପରିଚାଳନା ପାଇଁ ସରକାର ବହୁ ପଦକ୍ଷେପ ଗ୍ରହଣ କରୁଛନ୍ତି । ତେବେ ନିକଟରେ ସରକାର କିଛି ଏମିତି ସୁବିଧା ଲାଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri