Posted inଜାତୀୟ

ଗ୍ରାମାଞ୍ଚଳକୁ ସୁରକ୍ଷା ଦିଅ

ନୂଆଦିଲ୍ଲୀ, ୨୪।୪: କରୋନାର ଦ୍ୱିତୀୟ ଲହର ଯେପରି ଗ୍ରାମାଞ୍ଚଳକୁ ନ ବ୍ୟାପେ ସେଥିପାଇଁ ସବୁ ପ୍ରକାର ପଦକ୍ଷେପ ନେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଆହ୍ବାନ ଦେଇଛନ୍ତି। ଗତବର୍ଷ ତୁଳନାରେ ଏଥର ମହାମାରୀ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ତେଣୁ ଗ୍ରାମାଞ୍ଚଳର ପ୍ରତ୍ୟେକ ବ୍ୟକ୍ତିଙ୍କୁ ଟିକା ଦେବା ଉପରେ ପ୍ରଧାନମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି। ଭୂତାଣୁ ପରିଚାଳନା ବିଶେଷ କରି ସଚେତନତା ସୃଷ୍ଟି କରିବାରେ ପଞ୍ଚାୟତଗୁଡ଼ିକର ଭୂମିକାକୁ ସେ ପ୍ରଶଂସା କରିବା ସହ କୋଭିଡ୍‌ ଗାଇଡ୍‌ଲାଇନର ସମ୍ପୂର୍ଣ୍ଣ କାର୍ଯ୍ୟକାରିତା ପାଇଁ ସ୍ଥାନୀୟ ନେତାମାନେ କାମ କରିବାକୁ ଆହ୍ବାନ ଦେଇଛନ୍ତି। ଜାତୀୟ ପଞ୍ଚାୟତିରାଜ ଦିବସ ଅବସରରେ ମୋଦି ସ୍ବାମୀତ୍ୱ ଯୋଜନା ଅଧୀନରେ ଇ-ପ୍ରପର୍ଟି କାର୍ଡ ବଣ୍ଟନ ଶୁଭାରମ୍ଭ କରିଥିଲେ। ଏହି ଭର୍ଚୁଆଲ କାର୍ଯ୍ୟକ୍ରମରେ ୮ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ପଞ୍ଚାୟତ ପ୍ରତିନିଧିମାନେ ଯୋଡ଼ି ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ନଦୀରେ ବନ୍ୟା: ଧୋଇନେଲା ରାସ୍ତା, ଜୁନାଗଡ଼-କଲମପୁର ଯାତାୟାତ ବିଚ୍ଛିନ୍ନ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ୨ ଦିନ ଧରି ଲଗାଣବର୍ଷା ଯୋଗୁ ନଦୀଗୁଡିକର ଜଳସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାର ମଧ୍ୟଭାଗରେ ପ୍ରବାହିତ ହେଉଥିବା…

କେରଳ ସୁନ୍ଦରୀ କୈଜିଆ ଲିଜ ମାଜ୍ଜୋ ହେଲେ ମିସ ଇଣ୍ଡିଆ ୟୁନିଭର୍ସ 2026, ମୁକୁଟ ପିନ୍ଧାଇଲେ ମନିକା ବିଶ୍ୱକର୍ମା

ନୂଆଦିଲ୍ଲୀ,୨୪।୮: ମିସ ୟୁନିଭର୍ସ ଇଣ୍ଡିଆ ୨୦୨୬ ହେଉଛି ମିସ ୟୁନିଭର୍ସ ଇଣ୍ଡିଆ ପ୍ରତିଯୋଗିତାର ତୃତୀୟ ସଂସ୍କରଣ, ଯାହା ୨୩ ଅଗଷ୍ଟ, ୨୦୨୬ରେ ରାଜସ୍ଥାନର ଜୟପୁରର ଜୀ ଷ୍ଟୁଡିଓରେ…

ଶାସକ, ଶାସନ ଓ ସଭ୍ୟତା

ତ କିଛି ବର୍ଷ ପୂର୍ବେ ‘ମୋଗଲ ତାମସା’ର ଏକ ମଞ୍ଚାଭିନୟ ଦେଖିବାର ସୁଯୋଗ ପାଇଥିଲି, ଯାହାକୁ ପରିଚାଳନା କରୁଥିଲେ ଭଦ୍ରକର ବାଦଲ ସିକଦାର। ନୃତ୍ୟ ଓ ଅଭିନୟର…

୬୩ ବର୍ଷ ତଳେ ପେଟ୍ରୋଲ ଦର ଥିଲା ୭୨ ପଇସା, ରସିଦ୍‌ ପ୍ରଦାନ କରି ଅବସରପ୍ରାପ୍ତ ଏସ୍‌ବିଆଇ ଅଧିକାରୀ କହିଲେ…

କଟକ ସଦର,୨୪ା୮(ସୁଶାନ୍ତ କୁମାର ଜେନା): ବର୍ତ୍ତମାନ ପେଟ୍ରୋଲ ଦର ସ୍ଥାନ ବିଶେଷରେ ୧୧୦ ଟଙ୍କାରେ ପହଞ୍ଚିଲାଣି। ଦର ବଢ଼ିବା ସହିତ ଚାହିଦା ମଧ୍ୟ ଦିନକୁ ଦିନ ବୃଦ୍ଧି…

ରାଜ୍ୟରୁ ୨୪ ହଜାର ଶିଶୁ ନିଖୋଜ: ୨୦୨୪ରେ ସର୍ବାଧିକ ୬,୨୨୩ ନିଖୋଜ, ୮୭% ଝିଅ

ଭୁବନେଶ୍ୱର,୨୪।୮(ତ୍ରିନାଥ ମହାନ୍ତି ): ଯାଜପୁର ଜିଲାର ପିହୁ ହେଉ ଅବା ନୟାଗଡ଼ର ପରୀ। ରାଜ୍ୟର ବିଭିନ୍ନ ଜିଲାରୁ କୋମଳମତି ଶିଶୁ ନିଖୋଜ ହୋଇଯାଉଛନ୍ତି। ସେମାନଙ୍କୁ ଖୋଜିବା ପାଇଁ…

ପିଆଜ ଦର ବୃଦ୍ଧି ଉପରେ ସରକାରଙ୍କ ବଡ଼ ଆକ୍ସନ, ଏବେ ଏଇଠୁ ଆସିଲା ପରେ ମିଳିବ ଶସ୍ତା ପିଆଜ

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବୃଦ୍ଧିରେ ପୁଣି ଥରେ ଚେପା ହେଲେଣି ସାଧାରଣ ପରିବାରର। ଦେଶର ଅନେକ ସ୍ଥାନରେ ଦର ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏହି ବୃଦ୍ଧିକୁ…

ବେଆଇନ ଗଛକଟା, ଲଘୁ ଖଣିଜ ସମ୍ପଦ ଲୁଟ୍‌, ମାସକ ମଧ୍ୟରେ ରିପୋର୍ଟ ଲୋଡ଼ିଲେ ଏନ୍‌ଜିଟି

ଭୁବନେଶ୍ୱର,୨୪।୮(ରବିନାରାୟଣ ଜେନା): ରାଜ୍ୟରେ ଲଘୁ ଖଣିଜ ସମ୍ପଦ ମନଇଚ୍ଛା ଖୋଳା ଚାଲିଛି। ସରକାରୀ ନୀତି ଗୋଟିଏ କଥା କହୁଥିବାବେଳେ ଲିଜ୍‌ଧାରୀମାନେ ସେସବୁକୁ ଭ୍ରୂକ୍ଷେପ ନ କରି ଯେଉଁଠି…

ସରକାରୀ ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୩ ନବଜାତ ଶିଶୁ

ଅମରାବତୀ,୨୪।୮: ସୋମବାର (୨୪ ଅଗଷ୍ଟ) ଭୋର ପ୍ରାୟ ୩ଟା ୩୦ ସମୟରେ ମହାରାଷ୍ଟ୍ରର ଅମରାବତୀ ଜିଲାରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଅମରାବତୀର ସରକାରୀ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri