Posted inଜାତୀୟ

ଆଗାମୀ ପିଢ଼ି ପାଇଁ ପରିବେଶ ସୁରକ୍ଷା ଜରୁରୀ

ନୂଆଦିଲ୍ଲୀ,୨୫ା୭: ପ୍ରକୃତି ମାତା ସଙ୍କଟରେ ପଡ଼ିଛି। ଜଳବାୟୁ ସଙ୍କଟ ପୃଥିବୀର ଭବିଷ୍ୟତକୁ ବିପଦରେ ପକାଇପାରେ। ତେଣୁ ଆଗାମୀ ପିଢ଼ି ପାଇଁ ପରିବେଶ ସୁରକ୍ଷା ଅପରିହାର୍ଯ୍ୟ ହୋଇପଡ଼ିଛି ବୋଲି ରବିବାର ଜାତି ଉଦ୍ଦେଶ୍ୟରେ ନିଜ ବିଦାୟୀ ଅଭିଭାଷଣରେ କହିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ।

ରାଷ୍ଟ୍ରପତି ରାମନାଥ କୋବିନ୍ଦ ନିଜ ଶେଷ ଟେଲିଭିଜନ ବାର୍ତ୍ତାରେ ରାଷ୍ଟ୍ରକୁ ସମ୍ବୋଧିତ କରି କହିଛନ୍ତି, ଏକବିଂଶ ଶତାବ୍ଦୀରେ ସବୁ ପ୍ରକାର ଚ୍ୟାଲେଞ୍ଜକୁ ସାମ୍ନା କରିବା ପାଇଁ ଭାରତ ପ୍ରସ୍ତୁତ ହେଉଛି। ଦେଶର ସ୍ବାସ୍ଥ୍ୟସେବା ଓ ଶିକ୍ଷାର ଗୁରୁତ୍ୱ ଉପରେ ଆଲୋକପାତ କରି ସେ କହିଛନ୍ତି, ଏସବୁ ସମେତ ଆର୍ଥିକ ସଂସ୍କାର ନାଗରିକମାନଙ୍କୁ ଭବିଷ୍ୟତରେ ସେମାନଙ୍କ ସାମର୍ଥ୍ୟକୁ ଆବିଷ୍କାର କରି ସୁଖଦ ଅନୁଭୂତିର ସୁଯୋଗ ଦେବ। ମହାମାରୀ ମୁକାବିଲା ପାଇଁ କେନ୍ଦ୍ର ସରକାର ଉପଯୁକ୍ତ ପଦକ୍ଷେପ ନେଇଛନ୍ତି।

ଜାତୀୟ ଶିକ୍ଷା ନୀତି ଯୁବ ଭାରତୀୟମାନଙ୍କୁ ଐତିହ୍ୟ ସହ ଯୋଡ଼ି ଏକବିଂଶ ଶତାବ୍ଦୀ ପାଇଁ ସେମାନଙ୍କୁ ପ୍ରସ୍ତୁତ କରିବ ବୋଲି କୋବିନ୍ଦ ଆଶା ବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Petrol-Diesel Price Hike: ଗ୍ରାହକଙ୍କୁ ଜୋରଦାର ଝଟକା, ୧୦ ଦିନରେ ପୁଣିଥରେ ବଢିଳା ତୈଳ ଦର

ନୂଆଦିଲ୍ଲୀ,୨୫।୫: ଆଜି ଅର୍ଥାତ ସୋମବାର ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇଛି। ୨୫ ମଇ, ୨୦୨୬ ସକାଳ ୬ଟାରୁ ନୂଆ ଦର…

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri