ଏନ୍‌ଏସି ଇଓଙ୍କ ବଦଳିକୁ ବିରୋଧ: କାଯ୍ୟାଳୟରେ ତାଲାପକାଇ ଧରାଣା

ଗଞ୍ଜାମ,୭।୧୦(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଇଓ ଅବିନାଶ ମିଶ୍ରଙ୍କ ବଦଳି ହୋଇଛି । ଏହାକୁ ବିରୋଧ କରି ଏନ୍‌ଏସିର ସମସ୍ତ ସ୍ବୟଂ ସହାୟକ ମହିଳା, ସୁଇପରଙ୍କ ସମେତ ସ୍ଥାନୀୟ ଅଞ୍ଚଳ ଜନସାଧାରଣ ଶନିବାର ଏନ୍‌ଏସି ମୁଖ୍ୟ ଫାଟକରେ ତାଲା ପକାଇ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଇଓ ମିଶ୍ରଙ୍କ ବଦଳି ସ୍ଥଗିତ କରିବାକୁ ସେମାନେ ଦାବି କରିଛନ୍ତି । ବଦଳି ପ୍ରତ୍ୟାହାର କରା ନ ଗଲେ ଆନ୍ଦୋଳନକୁ ତୀବ୍ର କରାଯିବ ବୋଲି ମହିଳାମାନେ କଡ଼ା ଚେତାବନୀ ଦେଇଛନ୍ତି।
ଏନ୍‌ଏସି ଅସ୍ଥାୟୀ ସୁଇପରମାନେ ସାନିଟେଶନ ତଥା ସଫେଇ କାର୍ଯ୍ୟ ଅର୍ନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ବନ୍ଦ କରିବେ ବୋଲି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଇଓ ମିଶ୍ରଙ୍କ ରାତି ଅଧିଆ ବଦଳିକୁ ସମସ୍ତ ବର୍ଗର ମହିଳା ଗୋଷ୍ଠୀ ଦୃଢ଼ ନିନ୍ଦା କରିଥିଲେ । ଏହି ପ୍ରତିବାଦକୁ ଏନ୍‌ଏସି ଉପାଧ୍ୟକ୍ଷ ସୁରେନ୍ଦ୍ର କୁମାର ବାରିକିଙ୍କ ସମେତ ସମସ୍ତ କାଉନସିଲର ସମର୍ଥନ କରୁଛନ୍ତି। ବଦଳିକୁ ଆଉ କିଛିମାସ ସ୍ଥଗିତ ରଖିବାକୁ ମହିଳା ଗୋଷ୍ଠୀ ଓ ଜନପ୍ରତିନିଧୀମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟପ୍ପର ହୋଇ ଗୌରବ ଆଣିଲେ ଚନ୍ଦନ

ଥୁଆମୂଳ ରାମପୁର, ୨୮ା୫ (ଦୁର୍ଗା କୀର୍ତ୍ତି): ଭବାନୀପାଟଣାଠାରେ ପ୍ରତିଷ୍ଠିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ପକ୍ଷରୁ ସ୍ନାତକୋତ୍ତର ପରୀକ୍ଷା ଫଳର ମେଧା ତାଲିକା ଗୁରୁବାର ପରୀକ୍ଷା ନିୟନ୍ତ୍ରକଙ୍କ ସ୍ବାକ୍ଷରରେ…

ଓସିଏସ୍‌ ପରୀକ୍ଷାରେ ଭବେଶଙ୍କୁ ୯୩ ର଼୍ୟାଙ୍କ

କର୍ଲାମୁଣ୍ଡା,୨୮ା୫(ପ୍ରଦୀପ କୁମାର ସାହୁ): ଓଡ଼ିଶା ଲୋକସେବା ଆୟୋଗ ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ୍‌) ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ…

ହଷ୍ଟେଲରେ ନ ଥିଲା ଲାଇନ୍‌: ନାଳକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ଛାତ୍ର

ଦେବଗଡ଼,୨୮ା୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅଧୀନ ଗୋପପୁର ଗ୍ରାମର ଏକ ନାଳରେ ବୁଡି ଗୁରୁବାର ଜଣେ ନବମ ଶ୍ରେଣୀ ଛାତ୍ରଙ୍କର ମୃତ୍ୟୁ ଘଟିଛି।…

ଝଡବତାସରେ ଭାଙ୍ଗିଲା ଗଛ, ବିଦ୍ୟୁତ୍‌ ସେବା ବନ୍ଦ

ବରଗଡ଼,୨୮।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳରେ ଗୁରୁବାର କାଳବୈଶାଖୀ ପ୍ରଭାବରେ ଝଡ଼ବତାସ ଓ ବର୍ଷା ହୋଇଛି। ବର୍ଷା ଯୋଗୁ କ୍ଷେତ, ଖଳାରେ ରହିଥିବା ଅମଳ ଧାନ…

ଗାଁରେ ପଶି ଲୋକଙ୍କୁ କାମୁଡ଼ିଲା ପାଗଳା କୁକୁର

ଗୁଡ଼ାରି,୨୮।୫(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଅସଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ସିଲିମି ଗ୍ରାମରେ ଗୁରୁବାର ପାଗଳା କୁକୁର ଆତଙ୍କ ଦେଖିବାକୁ ମିଳିଥିଲା। କୁକୁର…

ଜିର୍ଣ୍ଣୋଦ୍ଧାର ମହୋତ୍ସବ ଉଦ୍‌ଯାପିତ

ଦିଗପହଣ୍ଡି,୨୮ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହର ଉପକଣ୍ଠ କୁଶପଡ଼ାଗ୍ରାମ ନିକଟ କମାପଡ଼ିଆ ସ୍ଥିତ ଶ୍ରୀନୀଳକଣ୍ଠେଶ୍ୱର ଶୈବପୀଠ ଜିର୍ଣ୍ଣୋଦ୍ଧାର ମହୋତ୍ସବ ଗୁରୁବାର ଉଦ୍‌ଯାପିତ ହୋଇଛି। ୫ ଦିନ ବ୍ୟାପୀ…

CBSE ପ୍ରସଙ୍ଗକୁ ନେଇ ରାହୁଲ-ଧର୍ମେନ୍ଦ୍ର ମୁହାଁମୁହିଁ

ନୂଆଦିଲ୍ଲୀ,୨୮।୫: CBSE ର ମୂଲ୍ୟାୟନ ପ୍ରକ୍ରିୟା ସମ୍ପର୍କରେ ଛାତ୍ରମାନଙ୍କ ଦ୍ୱାରା ଉଠାଯାଉଥିବା ପ୍ରଶ୍ନ ମଧ୍ୟରେ, ଏହି ପ୍ରସଙ୍ଗକୁ ନେଇ ରାଜନୈତିକ ଉତ୍ତେଜନା ମଧ୍ୟ ତୀବ୍ର ହୋଇଛି। ଗୁରୁବାର,…

ସଚିନ ତେନ୍ଦୁଲକରଙ୍କ ଟୁଇଟ ଉପରେ ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରତିକ୍ରିୟା ଭାଇରାଲ, କହିଲେ ‘କ୍ରିକେଟର ଭଗବାନ’…

ନୂଆଦିଲ୍ଲୀ,୨୮।୫: ବୈଭବ ସୂର୍ଯ୍ୟବଂଶୀ ଇଣ୍ଡିଆନ ପ୍ରିମିୟର ଲିଗରେ ଚମକାଇ ଚାଲିଛନ୍ତି। ମାତ୍ର ୧୫ ବର୍ଷ ବୟସରେ ସେ ଗୋଟିଏ ପରେ ଗୋଟିଏ ରେକର୍ଡ ଭାଙ୍ଗି ଚାଲିଛନ୍ତି। ସନରାଇଜର୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri