ଅଶ୍ଲୀଳ ଗୀତକୁ ବିରୋଧ: ଟାଉନ ଥାନାରେ ଏତଲା ଦେଲା ଜିଲା ବିକାଶ ମଞ୍ଚ

କୋରାପୁଟ,୧୯ା୯(ସ୍ବ.ପ୍ର.): କୋରାପୁଟ ଜିଲା ଝିଅଙ୍କୁ ନେଇ ଅଶ୍ଲୀଳ ଗୀତ ପରିବେଷଣ କରିଥିବା ଓମ ଶଙ୍କର ନାମକ ବ୍ୟକ୍ତିଙ୍କ ବିରୋଧରେ ଜିଲା ବିକାଶ ମଞ୍ଚ ପକ୍ଷରୁ ଥାନାରେ ଏତଲା ଦିଆଯାଇଛି। ଜିଲା ବିକାଶ ମଞ୍ଚ ସମ୍ପାଦକ ଏସ୍‌. ପାଣିଗ୍ରାହୀ ଓ ଅନ୍ୟ ସଦସ୍ୟ ସଦସ୍ୟାମାନେ କୋରାପୁଟ ଟାଉନ ଥାନା ଅଧିକାରୀଙ୍କୁ ରବିବାର ଏତଲା ଦେଇଛନ୍ତି। ତାଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଥାନା ଅଧିକାରୀ ଧୀରେନ ପଟ୍ଟନାୟକଙ୍କ ନିକଟରେ ଦାବି କରିଛନ୍ତି। କୋରାପୁଟ ଜିଲାର ଝିଅମାନଙ୍କୁ ଅଶ୍ଲୀଳ ଗୀତ ଗାଇ ୟୁଟ୍ୟୁବ୍‌ରେ ଛାଡିଥିଲେ। ଏହାକୁ ଜିଲା ବିକାଶ ମଞ୍ଚ ବିରୋଧ କରି ଏତଲା ଦେଇଛି। ସୂଚନାଯୋଗ୍ୟ, ପୂର୍ବରୁ ଏହାକୁ ନେଇ ଜୟପୁର ଟାଉନ ଥାନାରେ ଜୟପୁର ଅଞ୍ଚଳର ବହୁ ଯୁବତୀଯୁବକ ମଧ୍ୟ ଏତଲା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅବକାରୀ ଚଢ଼ାଉ, ୩ ଗିରଫ

ବାଲିକୁଦା,୮ା୧(ସ୍ବ.ପ୍ର.): ବାଲିକୁଦା ଅବକାରୀ ବିଭାଗ ପକ୍ଷରୁ ମଙ୍ଗଳବାର ଭୋର ସମୟରେ ଏରସମା ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଛି। ଚଢ଼ାଉବେଳେ ୮ଲିଟରରୁ ଊର୍ଦ୍ଧ୍ୱ ଦେଶୀ...

ପହଞ୍ଚତ୍ପାରୁନି ପାଇପ୍‌ ପାଣି

ବଅଁରପାଳ,୧୧ା୩(ଡି.ଏନ.ଏ.) ଗ୍ରାମାଞ୍ଚଳର ପ୍ରତି ଘରକୁ ପାଇପ୍‌ ପାଣି ସଂଯୋଗ ପାଇଁ ସରକାରଙ୍କ ପକ୍ଷରୁ ଉଦ୍ୟମ ଚାଲିଛି। ସେଥିପାଇଁ ପଞ୍ଚାୟତଗୁଡ଼ିକରେ ବହୁ ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଇ ବଡ଼...

ମଦ ଦୋକାନ ଆଗରେ ପିସିଆର ଭ୍ୟାନ୍‌ ଫଟୋ ଭାଇରାଲ ଘଟଣା: ପୋଲିସ କର୍ମଚାରୀଙ୍କୁ ବ୍ରେଥ ଆନାଲାଇଜରରେ ଯାଞ୍ଚ

ବାରିପଦା ଅଫିସ,୪ା୧୦-ବାରିପଦା ସହର ପାଳବଣି ବାଏପାସସ୍ଥିତ ଏକ ବିଦେଶୀ ମଦଦୋକାନ ସମ୍ମୁଖରେ ପୋଲିସର ପିସିଆର ଭ୍ୟାନ ଗୁରୁବାର ଅପରାହ୍ନ ପ୍ରାୟ ୨ ଟା ୪୫ ସମୟରେ...

କୋମାରେ କମିଶନରେଟ୍‌ ପୋଲିସ

ଭୁବନେଶ୍ୱର, ୧ା୮(ବ୍ୟୁରୋ): କୋମା ସ୍ଥିତିକୁ ଚାଲିଗଲାଣି କମିଶନରେଟ ପୋଲିସ। ରାଜଧାନୀ ଭୁବନେଶ୍ୱରରେ ଲୁଟେରା ରାଜ୍‌ କଲେଣି। ସକାଳୁ ରାତି ପର୍ଯ୍ୟନ୍ତ ଫୁଟୁଛି ଗୁଳି, ବୁଲୁଛି ଖଣ୍ଡା...

CORONAVIRUS UPDATE: ରାଜ୍ୟରେ ୨୦୧୯ ନୂଆ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧା ଆଗରେ ଥିଲେ ବି କମିଛି ସଂଖ୍ୟା

ଭୁବନେଶ୍ୱର,୧୮।୧୦(ବ୍ୟୁରୋ): ରାଜ୍ୟରେ ରବିବାର ୨୦୧୯ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୬୮୩୬୪କୁ ବୃଦ୍ଧି ପାଇଥିବା ରାଜ୍ୟ...

ଶ୍ୱଶୁରଘର ନେବା ବାଟରେ ସ୍ତ୍ରୀଙ୍କୁ ମାରିଦେଲା ସ୍ବାମୀ

ଉମରକୋଟ, ୫।୧: ପାରିବାରିକ କଳହକୁ କେନ୍ଦ୍ର କରି ମଙ୍ଗଳବାର ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ୟୁଭି-୫୨ ଗ୍ରାମର ବିପ୍ଳବ ବିଶ୍ବାସ ସ୍ତ୍ରୀ ସିପ୍ରାଙ୍କୁ ପଥରରେ ଛେଚି...

ବାଲୁକାକଳାରେ ଦ୍ରୌପଦୀଙ୍କୁ ଶୁଭେଚ୍ଛା

ପୁରୀ ଅଫିସ,୨୧।୭: ଏନ୍‌ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଭାରତର ପରବର୍ତ୍ତୀ ରାଷ୍ଟ୍ରପତି ହେବା ଏକ ପ୍ରକାର ସ୍ପଷ୍ଟ ହୋଇଥିଲେ ହେଁ ଚୂଡ଼ାନ୍ତ ଫଳାଫଳ ପ୍ରକାଶକୁ ଅପେକ୍ଷା...

ଭୀମସାରରେ ବ୍ଲାକ ଫଙ୍ଗସ ସନ୍ଦିଗ୍ଧଙ୍କ ମୃତ୍ୟୁ

ସମ୍ବଲପୁର,୩୧।୫(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା (ଭୀମସାର)ରେ ଜଣେ ବ୍ଲାକ ଫଙ୍ଗସ ସନ୍ଦିଗ୍ଧଙ୍କର ମୃତ୍ୟୁ ଘଟିଛି। ଭୀମସାର କର୍ତ୍ତୃପକ୍ଷଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି। ମିଳିଥିବା ସୂଚନାନୁଯାୟୀ,...

Advertisement
Archives

Model This Week