ଅଶ୍ଲୀଳ ଗୀତକୁ ବିରୋଧ: ଟାଉନ ଥାନାରେ ଏତଲା ଦେଲା ଜିଲା ବିକାଶ ମଞ୍ଚ

କୋରାପୁଟ,୧୯ା୯(ସ୍ବ.ପ୍ର.): କୋରାପୁଟ ଜିଲା ଝିଅଙ୍କୁ ନେଇ ଅଶ୍ଲୀଳ ଗୀତ ପରିବେଷଣ କରିଥିବା ଓମ ଶଙ୍କର ନାମକ ବ୍ୟକ୍ତିଙ୍କ ବିରୋଧରେ ଜିଲା ବିକାଶ ମଞ୍ଚ ପକ୍ଷରୁ ଥାନାରେ ଏତଲା ଦିଆଯାଇଛି। ଜିଲା ବିକାଶ ମଞ୍ଚ ସମ୍ପାଦକ ଏସ୍‌. ପାଣିଗ୍ରାହୀ ଓ ଅନ୍ୟ ସଦସ୍ୟ ସଦସ୍ୟାମାନେ କୋରାପୁଟ ଟାଉନ ଥାନା ଅଧିକାରୀଙ୍କୁ ରବିବାର ଏତଲା ଦେଇଛନ୍ତି। ତାଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଥାନା ଅଧିକାରୀ ଧୀରେନ ପଟ୍ଟନାୟକଙ୍କ ନିକଟରେ ଦାବି କରିଛନ୍ତି। କୋରାପୁଟ ଜିଲାର ଝିଅମାନଙ୍କୁ ଅଶ୍ଲୀଳ ଗୀତ ଗାଇ ୟୁଟ୍ୟୁବ୍‌ରେ ଛାଡିଥିଲେ। ଏହାକୁ ଜିଲା ବିକାଶ ମଞ୍ଚ ବିରୋଧ କରି ଏତଲା ଦେଇଛି। ସୂଚନାଯୋଗ୍ୟ, ପୂର୍ବରୁ ଏହାକୁ ନେଇ ଜୟପୁର ଟାଉନ ଥାନାରେ ଜୟପୁର ଅଞ୍ଚଳର ବହୁ ଯୁବତୀଯୁବକ ମଧ୍ୟ ଏତଲା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୫୯ ଦୋକାନ ଉପରେ ଚଢାଉ: ୨୮୪ କେଜି ପଲିଥିନ ଜବତ, ୫୪ ହଜାର ଟଙ୍କା ଜରିମାନା ଆଦାୟ

ଜୟପୁର,୧ା୭ (ନି.ପ୍ର)- ଜୟପୁର ସହରରେ ବେଆଇନ ଭାବେ ପଲିଥିନ କାରବାର ଜୋରସୋରରେ ଚାଲିଛି ା ଏହାକୁ ରୋକିବା ଲାଗି ଏକ ଟିମ୍‌ ୫ ଦିନ ହେବ...

ରାଜଧାନୀରେ ପୁଣି ୪୫ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୦।୭(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି କରୋନା ଭୂତାଣୁ। ଶୁକ୍ରବାର ପୁଣି ଭୁବନେଶ୍ୱରର ବିଭିନ୍ନ ସ୍ଥାନରୁ ୪୫ ଜଣ କରୋନା ଆକ୍ରାନ୍ତ...

ଆମ୍ବୁଲାନ୍ସ ଓଲଟି ଦୁଇ ଗୁରୁତର

ପଦ୍ମପୁର,୧୬।୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ବିଜୟ ପାଟଣା ଛକ ନିକଟରେ ଏକ ଘରୋଇ ଆମ୍ବୁଲାନ୍ସ ମଙ୍ଗଳବାର ଓଲଟି ପଡ଼ିଛି। ଏଥିରେ ବସିଥିବା ପୂର୍ଣ୍ଣପ୍ରସାଦ...

ଅର୍ଥ ସାଜିଛି ପ୍ରତିବନ୍ଧକ, ପାର୍ବତୀଙ୍କ ପାଠପଢ଼ା ଅଧାରୁ ବନ୍ଦ

ବୈପାରିଗୁଡ଼ା,୧୬ା୯(ଡି.ଏନ୍‌.ଏ.): ଆଦିବାସୀ ଝିଅ ପାର୍ବତୀ ପୂଜାରୀ (୧୦)। ଘର ବୈପାରିଗୁଡ଼ା ବ୍ଲକ ମାଠପଡ଼ା ପଞ୍ଚାୟତର ବାଣୁଆଗୁଡ଼ା ଗ୍ରାମରେ । ଚଳିତ ବର୍ଷ ମାଠପଡ଼ା ପ୍ରାଥମିକ ବିଦ୍ୟାଳୟରେ...

ଜି.ଉଦୟଗିରିରେ ସାଲୁଗା, ବାଲିଗୁଡାରେ ଚକ୍ରମଣି, ଫୁଲବାଣୀରେ ଅଙ୍ଗଦ ଆଗରେ

ଜି.ଉଦୟଗିରି,୨୩।୫(ଡି.ଏନ୍‌.ଏ.)- ଜି.ଉଦୟଗିରି ବିଧାନସଭା କ୍ଷେତ୍ରରେ ବିଜେଡି ପ୍ରାର୍ଥୀ ସାଲୁଗା ପ୍ରଧାନ ଆଗୁଆ ଅଛନ୍ତି। ସାଲୁଗାଙ୍କୁ ୫୯୮୫ ଭୋଟ ମିଳିଥିବାବେଳେ ଭାଜପାର ଅର୍ଚ୍ଚନା ପ୍ରଧାନଙ୍କୁ ୩୯୭୭ ଭୋଟ...

ରେକର୍ଡ ଡ୍ୟାନ୍ସରେ ଯୁବକଙ୍କୁ ହାଣିଲେ

କୋକସରା,୧୮।୧୦(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ଥାନା ମାଝିଗୁଡା ଗ୍ରାମରେ ଚାଳିଥିବା ରେକର୍ଡ ଡ୍ୟାନ୍ସ ଦେଖିବାକୁ ଯାଇଥିବା କୋକସରା ଗ୍ରାମର ମୁରଲୀ ଖମାରି(୨୨)ଙ୍କୁ ସୋମବାର କିଛି ଯୁବକ...

ସିଲ୍‌ ମଦ ଦୋକାନ ଖୋଲି ସନ୍ଦେହରେ ଅବକାରୀ ବିଭାଗ

ଲଖନପୁର,୧୭।୪(ଡି.ଏନ୍‌.ଏ): କରୋନା ନିୟନ୍ତ୍ରଣକୁନେଇ ଲକ୍‌ଡାଉନ୍‌ ଜାରି ହୋଇଛି। କେଉଁସବୁ ଦୋକାନ ଖୋଲିବ, କେଉଁସବୁ ଦୋକାନ ଖୋଲିବ ନାହିଁ, କେତେ ସମୟ ଖୋଲିବ ଏସବୁକୁ ନେଇ ସରକାରୀ...

ନାଚ,ଗୀତରେ ଝୁମିଲେ ବରଯାତ୍ରୀ

ବାହାନଗା,୬।୬(ଡି.ଏନ.ଏ.) ବାଲେଶ୍ୱର ଜିଲା ବାହାନଗା ବ୍ଲକ ଅଞ୍ଜି ପଞ୍ଚାୟତର ଖରିଦା ଓ ଖନ୍ତାପଡ଼ା ପଞ୍ଚାୟତର ଚିତାପଦା ଗ୍ରାମରେ ଦେବଦମ୍ପତିଙ୍କ ବିବାହ ଉତ୍ସବ ଶେଷ ହୋଇଛି। ଚିତାପଦା...

Advertisement
Archives

Model This Week