ଅପେରା ପ୍ରଦର୍ଶନକୁ ବିରୋଧ

ବରଗଡ଼ ଅଫିସ୍‌,୨୦।୯: ବରଗଡ଼ ଜିଲାରେ ଜିଲା ବାହାର ଅପେରା(ଯାତ୍ରା) ପ୍ରଦର୍ଶନ ଉପରେ ଦୀର୍ଘବର୍ଷ ପୂର୍ବରୁ ପ୍ରଶାସନ କଟକଣା ଜାରି କରିଛି। ଫଳରେ ଜିଲାରେ ଯାତ୍ରା ପ୍ରଦର୍ଶନ ବନ୍ଦ ରହିଥିଲା। ମାତ୍ର ଏବେ ଜିଲାରେ ଏହା ପ୍ରଦର୍ଶନ ପାଇଁ ଅନୁମତି ଦିଆଯିବା ନେଇ ମସୁଧା ଚାଲିଥିବା ସାଧାରଣରେ ଚର୍ଚ୍ଚାର ବିଷୟ ହୋଇଛି। ବରଗଡ଼ ଜିଲା ଓକିଲ ସଂଘ ଏହାକୁ ଗୁରୁତ୍ୱର ସହିତ ନେଇଛି। ବରଗଡ଼ରେ ଧନୁଯାତ୍ରା ଭଳି ମହୋତ୍ସବ ହେଉଥିବାରୁ ଏଠାରେ ଜିଲା ବାହାର ଅପେରା ପ୍ରଦର୍ଶନକୁ କୌଣସି ପ୍ରକାରରେ ସୁଯୋଗ ଦିଆଯିବ ନାହିଁ ବୋଲି ଓକିଲ ସଂଘ ନିଷ୍ପତ୍ତି ନେଇଛି। ଜିଲାରେ ଅପେରା ପ୍ରଦର୍ଶନ ପାଇଁ ଅନୁମତି ଦିଆଗଲେ ସଂଘ ତାକୁ ଦୃଢ଼ ବିରୋଧ କରିବ ବୋଲି ଜିଲା ଓକିଲ ସଂଘ ସମ୍ପାଦକ ହରିହର ପ୍ରଧାନ ସୂଚନା ଦେଇଛନ୍ତି। ସେହିପରି ଜିଲାରେ ଅପେରା ପ୍ରଦର୍ଶନ ବିରୋଧରେ ବିଭିନ୍ନ ସଙ୍ଗଠନ ଏକଜୁଟ୍‌ ହେଉଥିବା ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ରୂପାନ୍ତରଣ କାମ ସମସ୍ତଙ୍କ ଆଖି ସାମ୍ନାରେ: ପ୍ରଣବ

ସମ୍ବଲପୁର/ରେଙ୍ଗାଲି,୨୦ା୪(ବି.ଶଙ୍କର/ଦେବବ୍ରତ ପଣ୍ଡା)ସମ୍ବଲପୁର ମାଟି ମା’ ସମଲେଶ୍ୱରୀ, ବୀର ସୁରେନ୍ଦ୍ର ସାଏଙ୍କ ମାଟି ା ଏହି ମାଟି ମା’ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ...

ଶିକ୍ଷାକୁ ନେଇ ଲେନିନ୍‌-ରବି ବାକ୍‌ଯୁଦ୍ଧ

ସମ୍ବଲପୁର,୨୦ା୪(ପ୍ରମୋଦ ବହିଦାର):ସମ୍ବଲପୁରରେ ଶିକ୍ଷାର ବିକାଶ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ଅବଦାନ ଶୂନ୍ୟ ବୋଲି ବିଜେଡି ମୁଖପାତ୍ର ଡ. ଲେନିନ୍‌ ମହାନ୍ତିଙ୍କ ଉକ୍ତିର...

୨ ରାଜ୍ୟରେ ଭୋଟ ଦେବେ ସୀମାନ୍ତବାସୀ

ନନ୍ଦପୁର,୨୦ା୪(ଶଙ୍କର ପୂଜାରୀ)ଆନ୍ଧ୍ର ଓ ଓଡ଼ିଶା ସରକାରଙ୍କ ପକ୍ଷରୁ ସୁବିଧା ପାଇଛୁ। ଆଧାର, ରାଶନ, କୁଲି ଓ ଭୋଟରକାର୍ଡ ପାଇଛୁ। ଉଭୟ ରାଜ୍ୟରୁ ଭତ୍ତା, ଚାଉଳ, କୁଲିକାମ,...

ଭୁଶୁଡିଯିବ ବୈତରଣୀ ସେତୁ

ରାମଚନ୍ଦ୍ରପୁର,୨୦।୪(ଗଣେଶ୍ୱର ସା)କେନ୍ଦୁଝର ଜିଲା ଘସିପୁରା ବ୍ଲକ୍‌ ଅନ୍ତର୍ଗତ ବାତୋଠା ଆମ୍ବୋକୁ ସଂଯୋଗୀକରଣ ହେଉଥିବା ବୈତରଣୀ ନଦୀର ସେତୁ ନିକଟରୁ ବେଧଡ଼କ ବାଲି ଚୋରାଚାଲାଣ ହେଉଛି। ସେହିପରି...

ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା

କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।...

ଖରାରେ ଖଟୁଛନ୍ତି ଶ୍ରମିକ

ବାରିପଦା,୨୦ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ପ୍ରଚଣ୍ଡ ରୌଦ୍ରତାପକୁ ନେଇ ନିଦ୍ଦିଷ୍ଟ ସମୟ ମଧ୍ୟରେ ଶ୍ରମିକମାନେ କାର୍ଯ୍ୟ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶନାମା ଜାରି କରିଥିବା ବେଳେ ମୟୂରଭଞ୍ଜ ଜିଲାରରେ...

ଗଞ୍ଜାମ ଜିଲାରେ ମହିଳାଙ୍କୁ ପ୍ରାର୍ଥୀ କରିନି ଭାଜପା

ବ୍ରହ୍ମପୁର,୨୦ା୪(ନରସିଂହ ସାହୁ)ମହିଳା ଭୋଟରଙ୍କୁ ନଜରରେ ରଖି ଭାଜପାର ନିର୍ବାଚନୀ ଇସ୍ତାହାରରେ ନାରୀ ଶକ୍ତି ବନ୍ଧନକୁ ଗୁରୁତ୍ୱ ଦିଆଯାଇଛି। ତେବେ ଗଞ୍ଜାମ ଜିଲାର ୧୩ ବିଧାନସଭା ନିର୍ବାଚନ...

ବଢ଼ୁଛି ଖରା, ପିଇବାକୁ ପାଣି ନାହିଁ

କେନ୍ଦ୍ରାପଡ଼ା, ୨୦ା୪ (ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲାରେ ଉତ୍ତାପ ୪୨ ଡିଗ୍ରୀ ଉପରେ ଅଛି। ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମ୍‌ରେ ଥିବା ୭ ନଦୀ ଶୁଖିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri