ବିଜେଡିରେ ଅସନ୍ତୋଷ, ଶଙ୍ଖ ଭବନରେ ପାଣ୍ଡିଆନଙ୍କ ବିରୋଧରେ ନାରା

ଭୁବନେଶ୍ୱର,୮।୬: ପରାଜୟ ପରେ ବିଜେଡିରେ ଅସନ୍ତୋଷ। କ୍ଷୁବ୍ଧ ହୋଇଛନ୍ତି ଯୁବ ଓ ଛାତ୍ର ନେତା। କୌଣସି ପରିସ୍ଥିତିରେ ପାଣ୍ଡିଆନ କିମ୍ବା ତାଙ୍କ ସମର୍ଥକଙ୍କୁ ଶଙ୍ଖ ଭବନରେ ପୂରାଇ ଦିଆଯିବ ନାହିଁ ବୋଲି ବିଜେଡିର ଯୁବ ଓ ଛାତ୍ରନେତା ମାନେ ଚେତାବନୀ ଦେଇଛନ୍ତି।

ଅନ୍ୟପଟେ, ଶନିବାର ନବୀନ ନିବାସରେ ବସିଛି ଗୁରୁତ୍ୱପୂର୍ଣ୍ଣ ବୈଠକ। ବୈଠକରେ ବିଜେଡିର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ଅତନୁ ସବ୍ୟସାଚ୍ଚୀ ନାୟକ, ପ୍ରତାପ ଦେବ, କଳିକେଶ ସିଂହଦେଓ ଏବଂ ପ୍ରସନ୍ନ ଆଚାର୍ଯ୍ୟ ସାମିଲ ହୋଇଛନ୍ତି। ସେହିପରି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ, ବିଜେଡି ବରିଷ୍ଠ ଉପସଭାପତି ଦେବୀ ମିଶ୍ର ମଧ୍ୟ ଉପସ୍ଥିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ବିପକ୍ଷରେ କମାଲ! ୫-୫ ୱିକେଟ୍ ନେଲେ ୨ ବୋଲର, ଗୋଟିଏ ବଲ୍‌କୁ ୨ ଭାଗ କରି ବାଣ୍ଟିଲା ଇଂଲଣ୍ଡ

ହେଡିଂଲି,୨୦।୮: ହେଡିଂଲିରେ ଇଂଲଣ୍ଡ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ଏକ ଅଜବ ଦୃଶ୍ୟ ଦେଖିବାକୁ ମିଳିଛି । ପାକିସ୍ତାନର ପ୍ରଥମ ପାଳି…

ବୀମା ନାହିଁ ତ ଗାଡ଼ିକୁ ତେଲ ନାହିଁ ନିର୍ଦ୍ଦେଶ କାର୍ଯ୍ୟକାରୀ କର

ନୂଆଦିଲ୍ଲୀ,୨୦ା୮(ପି.ଟି.): କୌଣସି ଗାଡ଼ିର ବୈଧ ବୀମା ନ ଥିଲେ, ପେଟ୍ରୋଲ ପମ୍ପ୍‌ରେ ଉକ୍ତ ଗାଡ଼ିକୁ ତେଲ ବିକ୍ରି ନ କରିବା ପାଇଁ ଏକ ଯୋଜନା ପରୀକ୍ଷାମୂଳକ ଭାବେ…

ମହିଳାଙ୍କଠାରୁ ଟଙ୍କା ଭର୍ତ୍ତି ବ୍ୟାଗ୍‌ ଝାମ୍ପିନେଲା ମାଙ୍କଡ଼, ପୋଲିସ ପହଞ୍ଚିବା ପରେ ଯାହା ଘଟିଲା…

ଅଯୋଧ୍ୟାରୁ ସୋସିଆଲ ମିଡିଆରେ ମାଙ୍କଡ଼ର ଏକ କାରନାମା ସାମ୍ନାକୁ ଆସିଛି। ଜଣେ ମହିଳାଙ୍କଠାରୁ ଟଙ୍କା ବ୍ୟାଗ୍‌ ଝାମ୍ପିନେଇ ମାଙ୍କଡ଼ ପଳାଇଗଲା। ମହିଳା ଏବଂ ପାଖରେ ଥିବା ଲୋକମାନେ…

ଚିନି ଦର ବୃଦ୍ଧିକୁ ନେଇ ମୋଦି ସରକାରଙ୍କୁ କେଜ୍ରିୱାଲଙ୍କ ଟାର୍ଗେଟ୍, ସରକାର ଅଶିକ୍ଷିତ….

ନୂଆଦିଲ୍ଲୀ,୨୦ା୮: ଦେଶରେ ଚିନି ଦର ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ମାତ୍ର ୧୭ ଦିନ ମଧ୍ୟରେ ଚିନି କିଲୋପ୍ରତି ପ୍ରାୟ ୧୯ ଟଙ୍କା ମହଙ୍ଗା ହୋଇଛି…

ଋଣ ବୋଝରେ ଚେପା ଆମେରିକା! ଇତିହାସରେ ପ୍ରଥମଥର ପାଇଁ…

ନୂଆଦିଲ୍ଲୀ,୨୦।୮: ବିଶ୍ୱର ପ୍ରମୁଖ ଶକ୍ତି ଭାବରେ ନିଜକୁ ସ୍ଥାନିତ କରୁଥିବା ଯୁକ୍ତରାଷ୍ଟ୍ର ଏକ ବର୍ଦ୍ଧିତ ଋଣ ଭାର ତଳେ ଦବି ଯାଉଛି। ଦେଶର ଋଣ ଭାର ନିରନ୍ତର…

କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ ବଡ଼ ଖୁସିଖବର, ଗୋଟିଏ ଭିଡିଓ କଲେ ୧ ଲକ୍ଷ ଟଙ୍କା ଦେବେ ସରକାର! ଏତିକି ଦରକାର views

ପାଟନା,୨୦।୮: ବିହାର ସରକାର ସୋସିଆଲ ମିଡିଆ କ୍ରିଏଟରଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି । ରାଜ୍ୟ କ୍ୟାବିନେଟ୍ ବିହାର ସୋସିଆଲ ମିଡିଆ ନୀତିରେ ନୂଆ ସଂଶୋଧନକୁ ମଞ୍ଜୁରୀ…

ଏସ୍‌ଏଚ୍‌ଜି ମହିଳାଙ୍କୁ ମିଳିନି କୋଟିଏରୁ ଅଧିକ ଟଙ୍କା, ଜିଲାପାଳଙ୍କ ଅଫିସ ଘେରାଉ କରି…

ନୂଆପଡ଼ା,୨୦ା୮(ମକାରୁ ବେମାଲ): ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ସରକାରଙ୍କ ଧାନକିଣା ପ୍ରକ୍ରିୟାରେ ସାମିଲ ହେଲେ କିଛି ଟଙ୍କା ରୋଜଗାର ପାଇବେ। ସାବଲମ୍ବୀ ହେବା ପାଇଁ ଏସ୍‌ଏଚ୍‌ଜିଙ୍କ ପାଇଁ…

ଦେଶି କନ୍ୟାଙ୍କୁ ବିଦେଶୀ ବର: କେରଳ ଝିଅଙ୍କ ସହ ବିବାହ ବନ୍ଧନରେ ଆବଦ୍ଧ ହେଲେ ସ୍କଟିସ ସାଂସଦ ମାର୍ଟିନ ଡେ

ଥିରୁଭାନନ୍ତପୁରମ,୨୦।୮: ପୂର୍ବତନ ସ୍କଟିସ ସାଂସଦ ମାର୍ଟିନ ଡେ, କେରଳର ତ୍ରିସୁରରେ ପାରମ୍ପରିକ ହିନ୍ଦୁ ପ୍ରଥା ଅନୁସରଣ କରି ପିରାଭୋମର ଜଣେ ମାଲାୟାଲୀ ମହିଳା ନିଧିନ ଚାନ୍ଦଙ୍କୁ ବିବାହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri