‘ପଠାନ୍‌’କୁ ବିରୋଧ, ଚିରିଲେ ପୋଷ୍ଟର

ଭୁବନେଶ୍ୱର,୨୬।୧(ବ୍ୟୁରୋ): ବହୁ ବାଦବିବାଦ ମଧ୍ୟରେ ବଲିଉଡ ଚଳଚ୍ଚିତ୍ର ‘ପଠାନ୍‌’ ବୁଧବାର ମୁକ୍ତିଲାଭ କରିଛି। ଅନେକ ସ୍ଥାନରେ ଏହାକୁ ବିରୋଧ କରାଯାଇଛି। ରାଜଧାନୀ ଭୁବନେଶ୍ୱରରେ ମଧ୍ୟ କଳିଙ୍ଗ ସେନା ପକ୍ଷରୁ ଏହାକୁ ବିରୋଧ କରାଯାଇଛି। କେଶରୀ ହଲ୍‌ ସମ୍ମୁଖରେ ଲାଗିଥିବା ପୋଷ୍ଟରକୁ ଚିରିବା ସହ ବିଭିନ୍ନ ନାରାବାଜି ଦେଇଛନ୍ତି। ‘ଅଶ୍ଳୀଳ ଫିଲ୍ମ ଚଳିବ ନାହିଁ, ବନ୍ଦ କର ବନ୍ଦ କର’, ‘ଶାହାରୁଖ ଖାନ୍‌ ଡାଉନ୍‌ ଡାଉନ୍‌’ ନାରା ଦେଇ ପ୍ରେକ୍ଷାଳୟ ସମ୍ମୁଖରେ ବିକ୍ଷୋଭ କରିଛନ୍ତି। ମହିଳାମାନଙ୍କୁ କିଭଳି କଦର୍ଯ୍ୟ ଭାବେ ବଲିଉଡ୍‌ର ବ୍ୟବହାର କରାଯାଉଛି ତାହା ଏହି ଫିଲ୍ମରୁ ଜଣାପଡ଼ୁଛି। ଏହା ଦୁଃଖର ବିଷୟ। ସମାଜ ଉପରେ ଖରାପ ପ୍ରଭାବ ପକାଉଛି। ହିନ୍ଦୀ ସଂସ୍କୃତି ପାଇଁ ଏହା ଅପମାନ। ଏହା ଦ୍ୱାରା ଘରର ଝିଅ, ବୋହୂମାନେ କ’ଣ ଶିଖିବେ ବୋଲି କଲିଙ୍ଗ ସେନା ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୩୦ରୁ ୪୦ କିମି ବେଗରେ ବହିବ ପଦନ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୯ା୭(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ବର୍ତ୍ତମାନ ସଦୃଶ ଲଘୁଚାପ…

ଠିକା କର୍ମଚାରୀ ହେବେ ନିୟମିତ: ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର, ୯ା୭ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି କାର୍ଯ୍ୟରତ ଠିକା କର୍ମଚାରୀଙ୍କୁ ନିୟମିତ କରିବା ପାଇଁ ଦାବିହୋଇ ଆସୁଥିବାବେଳେ ଏହାକୁ ସରକାର ଗୁରୁତ୍ୱର…

ଭୁବନେଶ୍ୱର କୋର୍ଟକୁ ବୋମା ଧମକ, ବ୍ୟାପକ ସୁରକ୍ଷା ବ୍ୟବସ୍ଥା; ବୋମା ନିଷ୍କ୍ରିୟକାରୀ ଦଳର ଛାନଭିନ୍ ଜାରି

ଭୁବନେଶ୍ୱର, ୮।୭: ରାଜଧାନୀ ଭୁବନେଶ୍ୱର କୋର୍ଟକୁ ବୋମା ଧମକ ମିଳିବା ପରେ ସମଗ୍ର କୋର୍ଟ ପରିସରରେ ହାଇ ଆଲର୍ଟ ଜାରି କରାଯାଇଛି। ଧମକ ଖବର ପାଇବା ମାତ୍ରେ…

ପୋଲିସ୍‌ରେ ୩୩ ହଜାର ପଦବୀ ଖାଲି: ବଡ଼ ସୂଚନା ଦେଲେ DGP

ଭୁବନେଶ୍ୱର,୭।୮: ଓଡ଼ିଶା ପୋଲିସରେ ୩୩ ହଜାର ପଦବୀ ଖାଲି ରହିଛି। ଏନେଇ ଡିଜିପି ଓ୍ବାବି ଖୁରାନିଆ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଜନସଂଖ୍ୟା ଅନୁସାରେ ପୋଲିସ ବିଭାଗରେ…

ବିମାନବନ୍ଦରରୁ ଜବତ ହେଲା ୫କୋଟିର ମାରିଜୁଆନା

ଭୁବନେଶ୍ୱର,୮।୭(ତ୍ରିନାଥ ମହାନ୍ତି): ଭୁବନେଶ୍ବର ବିମାନବନ୍ଦରରୁ ପୁଣି ଜବତ ହୋଇଛି ୫କୋଟି ଟଙ୍କା ମୂଲ୍ୟର ମାରିଜୁଆନା। ବ୍ୟାଙ୍କକ୍‌ରୁ ଭୁବନେଶ୍ୱର ଚାଲାଣ ବେଳେ ୧୧କେଜି ମାରିଜୁଆନା ଜବତ କରାଯାଇଛି। ଏହି…

ଜଳବାୟୁ ପରିବର୍ତ୍ତନ ରୋକିବାକୁ ବୃକ୍ଷରୋପଣ ଏକମାତ୍ର ସମାଧାନ

ଭୁବନେଶ୍ୱର,୮।୭(ସୁନିତ୍‌ ମିଶ୍ର): ବିଶ୍ୱବ୍ୟାପୀ ଜଳବାୟୁ ପରିବର୍ତ୍ତନ ଓ ଗ୍ରୀଷ୍ମ ଲହରର ମୁକାବିଲା ପାଇଁ ବ୍ୟାପକ ବୃକ୍ଷରୋପଣ ହିଁ ଏକମାତ୍ର ଦୀର୍ଘକାଳୀନ ସମାଧାନ। ବିକାଶ ଓ ପରିବେଶ ପରସ୍ପରର…

ଆଜି ଏହି ୨ ଜିଲାରେ ଝଡ଼ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୮ା୭(ବନ୍ଦନା ସେଠୀ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତରଓଡ଼ିଶା -ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ଅବପାତ ଦୁର୍ବଳ…

ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ଆବେଦନ ଆରମ୍ଭ: ଶେଷ ତାରିଖ ରହିଛି…

ଭୁବନେଶ୍ୱର,୮ା୭(ସୁଚିସ୍ମିତା ସାହୁ): ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରାଜ୍ୟ ସରକାରଙ୍କ ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ୨୦୨୬-୨୭ ପାଇଁ ସରକାରୀ ବିଶ୍ୱବିଦ୍ୟାଳୟରେ ପିଏଚ୍‌ଡିରେ ପଞ୍ଜୀକୃତ ଗବେଷକମାନେ ସାମ୍ସ ପୋର୍ଟାଲ ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri