ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼ ନିନ୍ଦା କରାଯାଇଛି। ଏଥିସହ ଏହାର ପ୍ରତିବାଦରେ ଜିଲା ବିଜେଡି ପକ୍ଷରୁ ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରାଯାଇଛି। ବୁଧବାର ସନ୍ଧ୍ୟାରେ ଜିଲା ବିଜେଡି ସଭାପତି ତଥା ଦେବଗଡ଼ ବିଧାୟକ ରୋମାଞ୍ଚ ରଞ୍ଜନ ବିଶ୍ୱାଳଙ୍କ ଆହ୍ବାନ କ୍ରମରେ ବିଜେଡିର ବରିଷ୍ଠ ନେତା ତଥା ତିଲେଇବଣି ବ୍ଲକର ପୂର୍ବତନ ଅଧ୍ୟକ୍ଷ ବିଭୁତି ଗଙ୍ଗଦେବ, ବରିଷ୍ଠ ବିଜେଡି ନେତା କାମାକ୍ଷା ଗଙ୍ଗଦେବ, ମନୋଜ କୁମାର ପ୍ରଧାନ, ସମୀର ରଞ୍ଜନ ପ୍ରଧାନ, ନଗର ବିଜେଡି ସଭାପତି ଚନ୍ଦ୍ରଶେଖର ଭୁକ୍ତା, ଜିଲା ଯୁବ ବିଜେଡି ସଭାପତି ପ୍ରତାପ ଦେବ, ଜିଲା ଛାତ୍ର ବିଜେଡି ସଭାପତି ଭବାନୀଶଙ୍କର ସାହୁ, ମାନସ ପ୍ରଧାନ, କୃତାର୍ଥ ସାହୁ, ସଞ୍ଜୀବ ଶତପଥୀ, ଶରତ ମେହେର, ରୂପକ ମାଝୀ, ସୁଜାତା ପ୍ରଧାନ, ଲଳିତ ପାଲଙ୍କ ସମେତ ବହୁ ସଦସ୍ୟ, ସଦସ୍ୟା ସ୍ଥାନୀୟ ଗୋପବନ୍ଧୁ ଛକରେ ଏକତ୍ରିତ ହୋଇ ଭାଜପା ଏମ୍‌ପି ଦୁବେଙ୍କ ବିରୋଧରେ ବିଭିନ୍ନ ସ୍ଳୋଗାନ ଦେବା ସହ ତାଙ୍କର କୁଶପୁତ୍ତଳିକା ଦାହ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ପାଇଁ ବଡ଼ ରେଲଓ୍ବେ ଭେଟି, ମୋଦି ସରକାର କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୯।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି (CCEA) ବୈଠକରେ ପ୍ରାୟ ୯,୪୫୦ କୋଟି ଟଙ୍କା ବ୍ୟୟବରାଦରେ ୪ଟି…

ଅଯୋଧ୍ୟା ପ୍ରସାଦ ନାଁରେ ମିଠା ବିକ୍ରି, ଆମାଜନ୍‌କୁ ଏତେ ଲକ୍ଷର ଜୋରିମାନା

ନୂଆଦିଲ୍ଲୀ, ୧୯।୮: ଶ୍ରୀରାମ ମନ୍ଦିର ଅଯୋଧ୍ୟା ପ୍ରସାଦ ନାଁରେ ସାଧାରଣ ମିଠା ବିକ୍ରି କରିବା ଆମାଜନ୍‌କୁ ମହଙ୍ଗା ପଡ଼ିଛି । କେନ୍ଦ୍ରୀୟ ଉପଭୋକ୍ତା ସୁରକ୍ଷା ପ୍ରାଧିକରଣ (CCPA)…

ଇମ୍ରାନ ଖାନ ନଅ ମାସ ପରେ ପ୍ରଥମ ଥର ପାଇଁ ପତ୍ନୀ ବୁଶରା ବିବି- ଭଉଣୀଙ୍କୁ ଭେଟିଲେ

ଇସଲାମାବାଦ,୧୯।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଏବଂ ପାକିସ୍ତାନ ତେହରିକ-ଏ-ଇନସାଫ (PTI)ର ପ୍ରତିଷ୍ଠାତା ଇମ୍ରାନ ଖାନ ରାୱଲପିଣ୍ଡିର ଆଡିଆଲା ଜେଲରେ ନଅ ମାସ ମଧ୍ୟରେ ପ୍ରଥମ ଥର ପାଇଁ…

ଅପରେସନ୍ ପରେ ପେଟ ଭିତରେ ରହିଗଲା ଗ୍ଲୋଭସ୍-ନାପକିନ୍! ୧୯ ବର୍ଷୀୟା ମା’ଙ୍କ ଅବସ୍ଥା….

ମୁମ୍ବାଇ,୧୯ା୮: ମହାରାଷ୍ଟ୍ରର ବୀଡ୍‌ରୁ ସରକାରୀ ହସ୍ପିଟାଲର ଚିକିତ୍ସା ବ୍ୟବସ୍ଥାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ୧୯ ବର୍ଷୀୟା ସନ୍ଧ୍ୟା ସୂରଜ ଗାଏକୱାଡ୍‌ ଅଗଷ୍ଟ ୧ ତାରିଖରେ…

କେମିତି ଅପହରଣ ହୋଇଥିଲେ ବ୍ୟବସାୟୀ ଗୁଣ୍ଡା ସାହୁ, ପୋଲିସ କ୍ରାଇମ୍‌ ଭିଡିଓ ଜାରି କରି…

ବଲାଙ୍ଗୀର,୧୯ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ ଗୁଣ୍ଡା ସାହୁ ଅପହରଣ ଘଟଣା ସମ୍ପର୍କିତ କ୍ରାଇମ ଭିଡିଓ ଜାରି କରିଛି ବଲାଙ୍ଗୀର ପୋଲିସ। କିଭଳି ଭାବେ…

ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ଶିଶୁଙ୍କୁ କାମୁଡ଼ିଲା ସାପ, ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚିଲେ କର୍ମୀ-ସିଡିପିଓ

ଦାରିଙ୍ଗବାଡ଼ି,୧୯ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ନୀଳକନ୍ଦର ସାହିରେ ରହିଥିବା ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ବୁଧବାର ମଧ୍ୟାହ୍ନରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ ସାଢ଼େ ୪ ବର୍ଷର ଶିଶୁକନ୍ୟାଙ୍କୁ…

ବୋହୂ-ପୁଅ ସାବଧାନ! ବୃଦ୍ଧ ମା’-ବାପାଙ୍କୁ ହଇରାଣ କଲେ ହେବେ ସମ୍ପତ୍ତିରୁ ବେଦଖଲ, ସୁପ୍ରିମକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ, ୧୯।୮: ବରିଷ୍ଠ ନାଗରିକଙ୍କ ଅଧିକାର ଓ ସୁରକ୍ଷାକୁ ନେଇ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି । ବୃଦ୍ଧଙ୍କ ଭରଣପୋଷଣ, ସୁରକ୍ଷା ଓ ସମ୍ମାନ ପାଇଁ…

ଡିସେମ୍ବର ପର୍ଯ୍ୟନ୍ତ ଏହି ୩ ରାଶି ଉପରେ ରାହୁ-କେତୁଙ୍କ ନଜର, ହୋଇପାରେ ବଡ଼ କ୍ଷତି!

ଜ୍ୟୋତିଷ ଶାସ୍ତ୍ରରେ ରାହୁ ଏବଂ କେତୁଙ୍କୁ ଅତ୍ୟନ୍ତ ପ୍ରଭାବଶାଳୀ ଗ୍ରହ ବୋଲି ମନେ କରାଯାଏ। ଯଦିଓ ଏମାନଙ୍କୁ ଛାୟା ଗ୍ରହ କୁହାଯାଏ, ତଥାପି ଜାତକଙ୍କ ଜୀବନରେ ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri