ଅବକାରୀ ଥାନାଠାରୁ ଅନତି ଦୂରରେ ଚାଲିଛି ଚୋରାମଦ କାରବାର, ପ୍ରତିବାଦରେ ମହିଳା…

ଧର୍ମଶାଳା,୬ା୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ଅଞ୍ଚଳର ଶତାଧିକ ମହିଳା ଚୋରା ମଦ ବିକ୍ରି ପ୍ରତିବାଦରେ ଧର୍ମଶାଳା ଅବକାରୀ ଥାନା ସମ୍ମୁଖରେ ଧାରଣା ଦେଇଛନ୍ତି। ଜାରକା ଅଞ୍ଚଳରେ ଦିନକୁ ଦିନ ଚୋରାମଦ କାରବାର ବଢୁଥିବା ବେଳେ ସେମାନଙ୍କ ପରିବାର ନଷ୍ଟ ହେଉଥିବା କହିଛନ୍ତି ମହିଳା।

ଧର୍ମଶାଳା ଅବକାରୀ ଥାନା ନିକଟରୁ ମାତ୍ର ପାଞ୍ଚ ଶହ ମିଟର ଦୂରରେ ଗାଁ ମଧ୍ୟରେ ଘରେ ଘରେ ବେଆଇନ ଭାବେ ଚୋରାମଦ ବିକ୍ରି ଦିନ ରାତି ଚାଲିଛି। ଯାହା ଫଳରେ ସେମାନଙ୍କ ପରିବାରର ପୁରୁଷମାନେ ମଦ ପିଇ ମାତାଲ ହେବା ସହ ଘରେ ମାଡ଼ ପିଟ୍‌ଠାରୁ ଆରମ୍ଭ କରି ଜିନିଷପତ୍ର ଭଙ୍ଗାରୁଜା କରୁଛନ୍ତି। ଶହଶହ ପରିବାର ନଷ୍ଟ ହୋଇଯାଉଛି। ଅବକାରୀ ବିଭାଗର ଢିଲା ମନୋଭାବ ପାଇଁ ଗାଁ ଗାଁରେ ଖୁଲମଖୁଲା ମଦ ବେପାର ହେଉଥିବା ମହିଳାମାନେ ଅଭିଯୋଗ କରିଛନ୍ତି। ଏହା ପ୍ରତିବାଦରେ ମହିଳାମାନେ ଧାରଣା ଦେବା ସହ ତୁରନ୍ତ ବନ୍ଦ କରିବା ନିମନ୍ତେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

Vaibhav Suryavanshi: ପୁଣି ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୬।୨: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୧୯ ବର୍ଷରୁ କମ ଏକଦିବସୀୟ ବିଶ୍ୱକପର ଫାଇନାଲ ମ୍ୟାଚ ଚାଲିଛି। ଭାରତୀୟ ଅଧିନାୟକ ଆୟୁଷ ମହାତ୍ରେ ଟସ ଜିତି ପ୍ରଥମେ…

Love-Relationshipକୁ ନେଇ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣି ଦେଲେ ସୁପ୍ରିମକୋର୍ଟ: ବ୍ରେକଅପ ପରେ ବଳାତ୍କାର ଅଭିଯୋଗ…

ନୂଆଦିଲ୍ଲୀ,୬।୨: ସୁପ୍ରିମକୋର୍ଟ ଗୁରୁବାର (ଫେବୃଆରୀ ୫, ୨୦୨୬) ଦିନ ଏକ ମାମଲାରେ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣି କରିଛନ୍ତି, ଯେଉଁଥିରେ କୁହାଯାଇଛି ଯେ ସମ୍ପର୍କ ଖରାପ ହେବା କିମ୍ବା ଭାଙ୍ଗିବା…

ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପରିବେଷଣ କରିଥିଲେ ନିଶା: ଗିରଫ ଭୟରେ ଆଗୁଆ ଜାମିନ ଆବେଦନ ପରେ ଏବେ…

ବଲାଙ୍ଗୀର,୬ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ ନିଶା ମହାରଣାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଆଗୁଆ ଜାମିନ ମିଳିଛି। ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନକୁ…

ବରଗଡ଼ ସିଭିଲ କୋର୍ଟକୁ ବୋମା ଧମକ, ଛାନିଆ ହୋଇ ବାହାରକୁ ଚାଲିଆସିଲେ…

ବରଗଡ,୬।୨(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ କୋର୍ଟକୁ ଶୁକ୍ରବାର ମିଳିଥିବା ବୋମା ଧମକ ହଇଚଇ ସୃଷ୍ଟି କରିଛି। ବରଗଡ଼ ସିଭିଲ କୋର୍ଟକୁ ମଧ୍ୟ ଇ-ମେଲରେ ଏଭଳି ଧମକ ଆସିଛି।…

କେରଳରେ ଯୁବ ଚାଷୀଙ୍କ ମୃତ୍ୟୁ ଘଟଣା: ପ୍ରଶାସନ ପରେ ବଢୁଛି ସହାୟତାର ହାତ

ଲୋଇସିଂହା,୬।୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ସନଅଗାଁ(କ) ଗ୍ରାମର ଯୁବ ଚାଷୀ ବଳରାମ ପଧାନ ତାଙ୍କ ଖରିଫ ଧାନ ବିକ୍ରି ଟଙ୍କା କୌଣସିକାରଣବଶତଃ କେରଳରେ ଥିବା…

ପାକିସ୍ତାନର ଦୋମୁହାଁ ନୀତି: କ୍ରିକେଟରେ ରାଜନୀତି, ‘ଡଲାର’ ପାଇଁ ଭାରତୀୟ ବଂଶୋଦ୍ଭବଙ୍କୁ ଭବ୍ୟ ସ୍ୱାଗତ

ନୂଆଦିଲ୍ଲୀ,୬।୨: ପାକିସ୍ତାନର ଦୋମୁହାଁ ଚରିତ୍ର ଏବେ ସାରା ବିଶ୍ୱ ଆଗରେ ପୁଣିଥରେ ପ୍ରକଟ ହୋଇଛି। ଗୋଟିଏ ପଟେ ପାକିସ୍ତାନ ଭାରତ ବିରୋଧରେ କ୍ରିକେଟକୁ ଅସ୍ତ୍ର କରି ଟି-୨୦…

ଯାତ୍ରା ମଝିରେ ଷ୍ଟେଜ୍‌ରେ ଗଳିପଡିଲେ ସାଇ, ରାତି ଅଧରେ ଗଲେ ମେଡିକାଲ

ଭୁବନେଶ୍ୱର,୬।୨: ଅସୁସ୍ଥ ହେଲେ ତୁଳସୀ ଗଣନାଟ୍ୟର ମୁଖ୍ୟ ଖଳନାୟକ ସାଇ ସତ୍ୟଜିତ୍‌ ପଣ୍ଡା। ଅଧାରୁ ବନ୍ଦ ହେଲା ଯାତ୍ରା। ଯାତ୍ରା ଅଧାରୁ ସାଇଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା…

ସମ୍ବଲପୁର ସର୍କଲ ଜେଲ୍‌ରେ ରାଜସ୍ଥାନ ପୋଲିସ

ସମ୍ବଲପୁର,୬।୨: ରାଜସ୍ଥାନ ପୋଲିସର ଏକ ଟିମ୍‌ ଶୁକ୍ରବାର ସମ୍ବଲପୁର ସର୍କଲ ଜେଲ୍‌ରେ ପହଞ୍ଚି ପୋଲିସ ଅଧିକାରୀଙ୍କୁ ଭେଟିଛନ୍ତି। ଏହି ଅବସରରେ ରାଜସ୍ଥାନ ପୋଲିସ ଜେଲ୍‌ରେ ଥିବା ଦୁର୍ଦ୍ଦାନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri