ସମ୍ବଲପୁର ହିଂସାର ପ୍ରତିବାଦ

ସୋରଡ଼ା,୨୪ା୪(ଡି.ଏନ୍‌.ଏ.): ସମ୍ବଲପୁରରେ ହୋଇଥିବା ହିଂସା ପ୍ରତିବାଦରେ ଗଞ୍ଜାମ ଜିଲା ସୋରଡ଼ାର ବଜରଙ୍ଗ ଦଳ ପକ୍ଷରୁ ତହସିଲଦାର ପ୍ରଫୁଲ୍ଲ ଚନ୍ଦ୍ର ଡାକୁଆଙ୍କୁ ସୋମବାର ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଓଡ଼ିଶା ଏକ ରାଜ୍ୟ ଭାବରେ ସର୍ବଦା ଶାନ୍ତି ପ୍ରେମ କରିଆସୁଛି ଏବଂ ସମଗ୍ର ଦେଶରେ ସାମ୍ପ୍ରଦାୟିକ ସମନ୍ବୟ ରହିଆସିଛି। ହିଂସାର ଏହି ଘଟଣା ସମଗ୍ର ରାଜ୍ୟରେ ହଇଚଇ ଖେଳାଇ ଦେଇଛି। ଏନେଇ ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ହିଂସା ସମାଧାନ ନିମନ୍ତେ ଅପରାଧୀଙ୍କୁ ତୁରନ୍ତ ଗିରଫ, ମସ୍‌ଜିଦ, ମଦ୍ରାସା ଏବଂ ମୁସଲମାନ ବାସସ୍ଥାନ ଘର ଭିତରେ ଅସ୍ତ୍ରଶସ୍ତ୍ର ଏବଂ ଗୁଳିର ତୁରନ୍ତ ସନ୍ଧାନ, କୌଣସି ଅନଧିକୃତ ବୃତ୍ତିକୁ ଅନୁମତି ଦିଆ ନ ଯିବା ପରି ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଖସିଲା ପାରଦ, ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀ ରେକର୍ଡ

ବାରିପଦା,୮।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଉପରବାରହାକାମୁଡାରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ…

‘ଆତଙ୍କବାଦ ଉପରେ ଦୋମୁହାଁ ମନୋଭାବ…,’ ମାଲେସିଆରେ ଏମିତି କହିଲେ ମୋଦି, ଶୁଣିଲେ ଉଡିବ ପାକିସ୍ତାନର ନିଦ

ନୂଆଦିଲ୍ଲୀ,୮।୨: ମାଲେସିଆ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କ ସହ ଏକ ମିଳିତ ପ୍ରେସ ବିବୃତ୍ତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ଭାରତ ଏବଂ ମାଲେସିଆ ସେମାନଙ୍କର ସମ୍ପର୍କକୁ…

ତାଙ୍କ ହସ ମିଠା, କଥା ମିଠା, ନାଁ ମିଠି: ହେଲେ ଟିକେ ଟିକେ କଥାରେ ଚିଡିଯାନ୍ତି…

ତାଙ୍କ ହସ ମିଠା, କଥା ମିଠା। ମିଠା ମିଠା ଥିଲା ତାଙ୍କ ଅଭିନୟ ଓ ନୃତ୍ୟର ଯାଦୁ। ସେଇଥିପାଇଁ ତ ଓଡ଼ିଶାର ଦର୍ଶକଙ୍କ ହୃଦୟରେ ସେ ଏବେ…

ଇମ୍ରାନ ଖାନ-ବୁଶରା ବିବିଙ୍କୁ ୧୭ ବର୍ଷ ଜେଲଦଣ୍ଡ, ଲାଗିଛି କୋଟି କୋଟି ଟଙ୍କାର ଜରିମାନା

ଇସଲାମାବାଦ,୮।୨: ତୋଶାଖାନା-୨ ଦୁର୍ନୀତି ମାମଲାରେ ପୂର୍ବତନ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ତାଙ୍କ ପତ୍ନୀ ବୁଶରା ବିବିଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ୧୭ ବର୍ଷ ଜେଲଦଣ୍ଡ…

ଏମାନେ ଧନୀ ନୁହନ୍ତି, କୋଟି କୋଟି ଟଙ୍କା ଖର୍ଚ୍ଚ ବି କରିନାହାନ୍ତି: ତଥାପି ବିବାହ ଭାଇରାଲ

ପ୍ରେମ ଦୁଇଟି ମନର ମିଳନ। ଏହା ପବିତ୍ର, ଏହା ଶାଶ୍ୱତ। ପ୍ରେମ ମାନେ ନୁହେଁ ଜଣକୁ ପାଇ ଖୁସି ହୋଇଯିବା, ବରଂ ପ୍ରେମ ହେଉଛି ତାହା ଯାହାକୁ…

ଭାରତ ସହ T20 World Cupରେ ଖେଳିବାକୁ ରାଜି ହେଲା ପାକିସ୍ତାନ! କେମିତି ୨୪ ଘଣ୍ଟାରେ ବଦଳିଲା ମନୋଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୮।୨: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ହେବାକୁ ଥିବା T20 ବିଶ୍ୱକପ ମ୍ୟାଚ ବର୍ଜନ କରିବା ପାଇଁ ଆଲୋଚନା ଆରମ୍ଭ କରିବାକୁ…

ରିଜର୍ଭ ବ୍ୟାଙ୍କରେ ବମ୍ପର ନିଯୁକ୍ତି ସୁଯୋଗ, ଏହି ଦିନ ରହିଛି ଆବେଦନର ଶେଷ ତାରିଖ

ନୂଆଦିଲ୍ଲୀ,୮|୨: ଭାରତୀୟ ରିଜର୍ଭ ବ୍ୟାଙ୍କ ଆଇନ ଅଧିକାରୀ, ପରିଚାଳକ ଏବଂ ସହାୟକ ପରିଚାଳକ ସମେତ ଅନେକ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି। ଆଗ୍ରହୀ ଶିକ୍ଷାର୍ଥୀମାନେ ଫେବୃଆରୀ…

ବେଡ୍‌ରୁମ୍‌ରେ କେବେବି କରିବେନି ଏଭଳି ଭୁଲ୍ : ନହେଲେ

ସ୍ତ୍ରୀସ୍ବାମୀଙ୍କ ସମ୍ପର୍କ ସବୁଠୁ ମଧୁର ଓ ସବୁଠୁ ସୁନ୍ଦର। ଏହି ସମ୍ପର୍କକୁ ଦୀର୍ଘସ୍ଥାୟୀ ଓ ନିବିଡ଼ କରାଇବା ଦିଗରେ ସେମାନଙ୍କ ବେଡ୍‌ରୁମ୍‌ର ବି ଯଥେଷ୍ଟ ଭୂମିକା ରହିଥାଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri