ସ୍କୁଲ ଫି ଛାଡ କରିବାକୁ ରକ୍ତରେ ଲେଖିଲେ ଚିଠି

ହଲଦ୍ୱାନୀ,୨୦।୮: କରୋନା ମହାମାରୀ ପାଇଁ ଦେଶରେ ଲାଗୁ କରାଯାଇଛି ଲକ୍‌ ଡାଉନ। ଏହି ସମୟରେ ଅଧିକାଂଶ ଘରୋଇ ସ୍କୁଲ ଅନ୍‌ଲାଇନ୍‌ ମାଧ୍ୟମରେ ପିଲାଙ୍କୁ ପାଠ ପଢାଉଛନ୍ତି। ପିଲା ମୋବାଇଲ ଲ୍ୟାପଟପ ଜରିଆରେ ଘରେ ବସି ଶିକ୍ଷା ଗ୍ରହଣ କରୁଛନ୍ତି। ଏହାପରେ ଏବେ ବିଭିନ୍ନ ଘରୋଇ ସ୍କୁଲ ପିଲାଙ୍କୁ ଫି ମାଗିଛନ୍ତି, ଯାହାକୁ ବହୁ ବ୍ୟକ୍ତି ବିରୋଧ କରୁଛନ୍ତି। ହଲଦ୍ୱାନୀରେ ସ୍କୁଲ ଫି’ ଛାଡ କରିବା ପ୍ରତିବାଦରେ ଗତ ୧୪ ଦିନ ହେବ ବିଭିନ୍ନ ସଙ୍ଗଠନ ପକ୍ଷରୁ ପ୍ରତିବାଦ କରାଯାଇଛି। ଶେଷରେ ବୁଧବାର ପ୍ରଦର୍ଶନକାରୀ ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ରକ୍ତରେ ଚିଠି ଲେଖିଥିବା ଦେଖାଯାଇଛି। ଅଭିଯୋଗକାରୀ କହିଛନ୍ତି ଏବେ ପ୍ରାୟ ସମସ୍ତ ସରକାରୀ ସ୍କୁଲ ଅଭିଭାବକମାନଙ୍କୁ ଶୋଷଣ କରୁଛନ୍ତି କହିଲେ ଚଳେ। ତେଣୁ କରୋନା ମହାମାରୀ ସମୟରେ ସ୍କୁଲ ଫି ଛାଡ କରାଯାଉ ବୋଲି ସେମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପୂର୍ବରୁ, ଲିଣ୍ଡସେ ଟ୍ରମ୍ପଙ୍କ ପାଇଁ ତିନୋଟି କାର୍ଯ୍ୟ ତାଲିକାଭୁକ୍ତ କରିଥିଲେ, ରୁଷିଆ କଥା ଉଲ୍ଲେଖ କରି ଫୋନରେ କହିଥିଲେ, ‘ମୁଁ ଏବେ ମରିପାରିବି ନାହିଁ…’

ଓ୍ବାଶିଂଟନ,୧୩।୭: ଆମେରିକା ଏବଂ ଇରାନ ମଧ୍ୟରେ ବିବାଦ ଏପର୍ଯ୍ୟନ୍ତ କମି ନାହିଁ, ଯାହା ଫଳରେ ସମଗ୍ର ମଧ୍ୟପ୍ରାଚ୍ୟରେ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ସୃଷ୍ଟି ହୋଇଛି। ଇତି ମଧ୍ୟରେ, ବରିଷ୍ଠ…

ସମୁଦ୍ରରେ ନିଖୋଜ ଥିବା ଟ୍ରଲର ଠାବ, ୯ ମତ୍ସ୍ୟଜୀବୀଙ୍କ ମୃତଦେହ ଉଦ୍ଧାର, ମାଲିକ ପହଞ୍ଚି…

ଭୋଗରାଇ,୧୩ା୭(ପ୍ରଦୀପ ଦାସ): ପଶ୍ଚିମବଙ୍ଗ ପୂର୍ବମେଦିନୀପୁର ଜିଲା ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ର(ଜେଟିରୁ )ରୁ ଗତ ୨ ତାରିଖରୁ ସମୁଦ୍ରକୁ ଯାଇ ନିଖୋଜ ଥିବା ମା’ କାଳୀ ନାମକ…

ଏଇ ଭାରତରେ

ଜଳବାୟୁ ପରିବର୍ତ୍ତନ ପ୍ରଭାବ ସମୁଦ୍ରରେ ପରିଲକ୍ଷିତ ହେଲାଣି। ବିଶେଷକରି ସମୁଦ୍ର ଜଳ ପତନ ବୃଦ୍ଧି ହେବା ସହ ଜଳଚର ଜୀବ ପ୍ରଭାବିତ ହେଉଛନ୍ତି। ଏହି କ୍ରମରେ ବହୁ…

ଅମୃତର ସନ୍ତାନ

ବହୁ ଅନୁସନ୍ଧାନରୁ ବର୍ତ୍ତମାନ ପ୍ରାୟ ସମସ୍ତ ବିଜ୍ଞାନୀ ଏକମତ ଯେ ପୃଥିବୀରେ ମାନବ ସଭ୍ୟତା ଥରଥର କରି ଛଅ ଥର ଆରମ୍ଭ ହୋଇ ପୁଣି ନଷ୍ଟ ହୋଇଯାଇଛି।…

ଗଙ୍ଗାଜଳ ବଣ୍ଟନ ଚୁକ୍ତି

ଗଙ୍ଗାଜଳ ବଣ୍ଟନ ଚୁକ୍ତି ନବୀକରଣ ଏବେ ଜାତୀୟ ସ୍ତରରେ ଆଲୋଚ୍ୟ ବିଷୟ। ବାଂଲାଦେଶ ପୂର୍ବ ଅପେକ୍ଷା ଅଧିକ ଜଳ ଦାବି କରି ବିବୃତି ଦେଉଛି। ଭାରତ ମଧ୍ୟ…

ଦକ୍ଷିଣ ଚାଇନା ସାଗର ଉପରେ ବେଜିଂର ଦାବିକୁ ଇୟୁ, ୧୪ ରାଷ୍ଟ୍ରର ପ୍ରତ୍ୟାଖ୍ୟାନ

ମାନିଲା,୧୩ା୭: ଦକ୍ଷିଣ ଚାଇନା ସାଗର ଉପରେ ବେଜିଂର ଦାବିକୁ ଆମେରିକା, ବ୍ରିଟେନ୍‌ ସମେତ ୧୪ ଦେଶ ପ୍ରତ୍ୟାଖ୍ୟାନ କରିଛନ୍ତି। ୨୦୧୬ର ଏକ ଅନ୍ତର୍ଜାତୀୟ ରାୟ ଅନୁଯାୟୀ ଦକ୍ଷିଣ ଚାଇନା…

୧୫ ମୃତଦେହକୁ ଭାରତ ଆଣିବା ପ୍ରକ୍ରିୟା ଆରମ୍ଭ

ଭିଏଟନାମ, ୧୩ା୭: ଭିଏଟନାମ ‘ଫୁ କ୍ୱାକ୍‌’ ଦ୍ୱୀପ ନିକଟରେ ଗତକାଲି ଘଟିଥିବା ଦୁଖଦ ସ୍ପିଡ୍‌ବୋଟ୍‌ ଦୁର୍ଘଟଣା ପରେ ଆଜି ପରବର୍ତ୍ତୀ ପ୍ରକ୍ରିୟାକୁ ଜୋରଦାର କରିଦିଆଯାଇଛି। ଭାରତୀୟ ଦୂତାବାସର ସୂଚନା…

ଇଣ୍ଡିଆ ବ୍ଲକ୍‌ରେ ଯୋଗଦେବନି ଡିଏମ୍‌କେ

ଚେନ୍ନାଇ,୧୩ା୭:ପାର୍ଲାମେଣ୍ଟର ଆଗାମୀ ମୌସୁମୀ ଅଧିବେଶନରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏକୁ ଦୃଢ଼ ବିରୋଧ କରିବା ପାଇଁ ଇଣ୍ଡିଆ ବ୍ଲକ୍‌ରେ ଏମ୍‌.କେ. ଷ୍ଟାଲିନ୍‌ଙ୍କ ଡିଏମ୍‌କେ ଏବଂ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri