ମନ୍ଦିର ସମ୍ମୁଖରେ ନିର୍ମାଣକୁ ନେଇ ବିରୋଧ

ଆଠଗଡ଼,୧୦ା୩(ଡି.ଏନ୍‌.ଏ.): କଟକ ଜିଲା ଅନ୍ତର୍ଗତ ଆଠଗଡ଼ ସହରସ୍ଥିତ ରଘୁନାଥ ମନ୍ଦିର ସମ୍ମୁଖରେ ଦେବୋତ୍ତର ପକ୍ଷରୁ ଗୃହ ନିର୍ମାଣକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଏନେଇ ଆଠଗଡ଼ ସହରର ଶ୍ରଦ୍ଧାଳୁମାନେ ମନ୍ଦିର ସମ୍ମୁଖରେ ଶୁକ୍ରବାର ପୂର୍ବାହ୍ନରେ ୬୫ ନମ୍ବର ରାଜ୍ୟ ରାଜପଥ ଅବରୋଧ କରିଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ୱାଦଶ କୁଆଖିଆ ମହୋତ୍ସବ ପାଇଁ ପ୍ରସ୍ତୁତି

ରସୁଲପୁର,୫ା୧୨(ଡି.ଏନ୍‌.ଏ.): ରସୁଲପୁର ବ୍ଲକ ଅଞ୍ଚଳର ବ୍ୟବସାୟିକ ପ୍ରାଣକେନ୍ଦ୍ର ବୋଲି କୁହାଯାଉଥିବା କୁଆଖିଆ ବଜାରର ସାରଙ୍ଗପୁର ମେଲଣ ପଡ଼ିଆରେ ଆୟୋଜିତ ହେବାକୁ ଥିବା ଦ୍ୱାଦଶ କୁଆଖିଆ ମହୋତ୍ସବ...

ଜମିବ ଜିରୋ ନାଇଟ୍‌

ଅନୁଗୋଳ ଅଫିସ, ୩୧ା୧୨: ଆଉ ମାତ୍ର କିଛି ଘଣ୍ଟାର ଅପେକ୍ଷା। ୨୦୨୨କୁ ଦିଆଯିବ ବିଦାୟ। ୨୦୨୩କୁ କରାଯିବ ଭବ୍ୟ ସ୍ବାଗତ। ଏଥିପାଇଁ ଅନୁଗୋଳରେ ଚାଲିଛି ଜୋର୍‌ଦାର...

୧୩ରୁ ଖୋଲିବ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ

କୋରାପୁଟ,୧୦ା୯(ସ୍ବ.ପ୍ର.): କୋରାପୁଟ ସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ୧୩ ତାରିଖରୁ ଖୋଲିବ। ଲୋକ ସମ୍ପର୍କ ଅଧିକାରୀ ଡ. ଫଗୁନାଥ ଭୋଇ ଶୁକ୍ରବାର ଏହି ସୂଚନା ଦେଇଛନ୍ତି।...

ବନ୍ଧୁକ କାରବାରରେ କେବିଏନ୍‌ ଗ୍ୟାଙ୍ଗ

ଭୁବନେଶ୍ୱର, ୨୮।୧୧(ବ୍ୟୁରୋ): ଅପରାଧ ଘଟାଇ ଭିଡିଓ ଭାଇରାଲ କରି ରାଜଧାନୀରେ ଆତଙ୍କ ଖେଳାଇଥିବା ବୁବୁ ଜେନାଙ୍କ କେବିଏନ୍‌ ଗ୍ୟାଙ୍ଗ ସମ୍ପର୍କରେ ତଦନ୍ତବେଳେ କମିଶନରେଟ ପୋଲିସକୁ ସଫଳତା...

ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ

ଧର୍ମଶାଳା,୨୨ା୮(ଡି.ଏନ.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଗଙ୍ଗାଧରପୁର ପଞ୍ଚାୟତ କଣିପାଟିଆ ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କଣିପାଟିଆ ଗ୍ରାମର...

ଜମି ଚିହ୍ନଟ ପରେ ବି ନିର୍ମାଣ ହେଉନି ବସ୍‌ଷ୍ଟାଣ୍ଡ

ବାରିପଦା ଅଫିସ,୨୧।୧୧- ପ୍ରମୁଖ ମୌଳିକ ସମସ୍ୟା ପ୍ରତି ଦୃଷ୍ଟି ଦିଆଯାଉ ନ ଥିବାରୁ ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ୪୪ବର୍ଷର ପୁରୁଣା ବସ୍‌ଷ୍ଟାଣ୍ଡ ଅବହେଳିତ ଅବସ୍ଥାରେ ପଡ଼ି...

ପେଟ୍‌ରୋଗ୍‌ରେ ଆକ୍‌ରାଁତ ବସନ୍ତ: ଚିକିଛା ଲାଗି ଟଁକା ଅଭାବ

ଲୋଇସିଂହା, ୧୩।୧୧(ଡି.ଏନ.ଏ.)-ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବୁଢ଼ୀପଦର ପଁଚେତ୍‌ ସଦର ଗଁାର ବସନ୍ତ ବାରିକ(୩୭)। ସେ ପେଟ୍‌ ବେମାରିର ଚିକିଛାରେ ଲକ୍ଷାଧିକ୍‌ ଟଁକା ଖରଚ୍‌ କରି...

ବରୀରେ ବନ୍ୟା: ଫସଲ ନଷ୍ଟ ହେବା ଆଶଙ୍କା

ବରୀ/ରତ୍ନଗିରି,୧୦ା୯(ସ୍ବ.ପ୍ର/ଡି.ଏନ୍‌.ଏ.)- ବରୀ ଅଞ୍ଚଳ ଦେଇ ବ୍ରାହ୍ମଣୀ, ବିରୂପା, ଖରସ୍ରୋତା ଶାଖା ତନ୍ତୀଘାଇ ଏବଂ ଦୁଧେଇ ନଦୀ ପ୍ରବାହିତ ହୋଇଛି। ସୋମବାର ଏସବୁ ନଦୀରେ ବନ୍ୟାଜଳ ଆସିଛି।...

Advertisement
Archives

Model This Week