ଅଘୋଷିତ ବିଦ୍ୟୁତ୍‌ କାଟକୁ ବିରୋଧ

ଔପଦା,୧୨ା୬(ସ୍ବ.ପ୍ର.): ଔପଦା ତଥା ଆଖ ପାଖ ଅଞ୍ଚଳରେ ଅଘୋଷିତ ବିଦ୍ୟୁତ୍‌ କାଟ ନେଇ ଅସନ୍ତୋଷ ବୃଦ୍ଧି ପାଇଛି। ଏହାର ପ୍ରତିବାଦରେ ସ୍ଥାନୀୟ ଅଞ୍ଚଳବାସୀ ବିଦ୍ୟୁତ୍‌ ଷ୍ଟ୍ରକଚର ଓ ଅଫିସକୁ ଘେରାଉ କରିଥିଲେ। ଗତ ୧୦ତାରିଖ ଅପରାହ୍ନ ୪ଟାରୁ ହଠାତ୍‌ ଲାଇନ ଚାଲିଯାଇଥିବା ବେଳେ ରାତି ୮ଟା ପରେ ମଧ୍ୟ ଆସି ନ ଥିଲା। ଏହାର ପ୍ରତିବାଦରେ ଔପଦା ଅଞ୍ଚଳବାସୀ ଷ୍ଟ୍ରକଚର ଫାଟକ ସମ୍ମୁଖରେ ଧାରଣାରେ ବସିଥିଲେ। ଧାରଣାକାରୀମାନେ ବିଭାଗୀୟ ଅଧିକାରୀଙ୍କ ଅବହେଳା ପାଇଁ ଏପରି ବାରମ୍ବାର ଘଟୁଥିବା ଅଭିଯୋଗ କରିଥିଲେ। ଟାଟା ପାୱାର ଏସ୍‌ଡିଓ ପ୍ରବାସ ରଞ୍ଜନ ବିଶ୍ୱାଳ ରାତି ୧୧ଟା ସମୟରେ ଘଟଣାସ୍ଥଳରେ ପହଞ୍ଚତ୍ ଲୋକଙ୍କ ସହିତ ଆଲୋଚନା କରିଥିଲେ। ଷ୍ଟ୍ରକଚର ଅଧୀନରେ ଥିବା ୩ଟି ଫିଡରକୁ ରାତି ପ୍ରାୟ ୧୨ଟାରେ ବିଦ୍ୟୁତ୍‌ ସଂଯୋଗ କରାଯିବାରୁ ପରିସ୍ଥିତି ଶାନ୍ତ ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଲୁଚି ପଳାଇଲେ ଟ୍ରମ୍ପ, ହେଲେ ଏହା ପଛର ରହସ୍ୟ କ’ଣ? ଜାଣନ୍ତୁ…

ଓ୍ବାଶିଂଟନ,୧୧।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସୁରକ୍ଷା ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ୱାଶିଂଟନ ପୋଷ୍ଟର ଏକ ରିପୋର୍ଟ ଅନୁଯାୟୀ, ଟ୍ରମ୍ପ ଗତ ମାସରେ…

ଗାଙ୍ଗୁଲିଙ୍କ ଜୀବନ ପ୍ରତି ବିପଦ!

ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଏବଂ ତାଙ୍କ ପତ୍ନୀ ଡୋନା ଗାଙ୍ଗୁଲିଙ୍କୁ ହତ୍ୟା ଧମକ ମିଳିଛି। ବର୍ତ୍ତମାନ କ୍ରିକେଟ ଆସୋସିଏସନ ଅଫ…

ବର୍ଷାରେ ଭାଙ୍ଗିଗଲା କୋଟିଏ ଟଙ୍କାର ଶେଡ୍, ଯାତ୍ରୀ ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନବାଚୀ

ରାଉରକେଲା,୧୧।୮(ସଙ୍ଗୀତା ଜେନା): ରାଉରକେଲା ରେଲଓ୍ବେ ଷ୍ଟେଶନର ମୁଖ୍ୟ ପ୍ରବେଶ ଦ୍ୱାରରେ ନିର୍ମାଣାଧୀନ ଶେଡ୍‌ ସୋମବାର ହୋଇଥିବା ପ୍ରବଳ ବର୍ଷାରେ ଭାଙ୍ଗିଯାଇଛି। ଫଳରେ ଶେଡ୍‌ ତଳେ ଥିବା ଏକ…

ଓଟିପି, ପାସୱାର୍ଡ ଦେଉଥିଲେ ସାବଧାନ: ସାଇବର ଠକେଇରୁ ସତର୍କ ରହିବାକୁ ଛାତ୍ରୀଛାତ୍ରଙ୍କୁ…

ବଞ୍ଚୋ, ୧୦।୮8(ପ୍ରଦୋଷ ବିଶ୍ୱାଳ ): ଦିନକୁ ଦିନ ସାଇବର ଅପରାଧ ଓ ଅନଲାଇନ ଠକେଇ ବଢ଼ିଚାଲିଥିବା ବେଳେ ଏନେଇ ସାଧାରଣ ଲୋକଙ୍କୁ ସଚେତନ କରିବା ପାଇଁ ଆନନ୍ଦପୁର…

୩ ନାବାଳିକାଙ୍କୁ ଆନ୍ଧ୍ରପ୍ରଦେଶ ନେଉଥିଲେ ଦଲାଲ: ମାଡ଼ିବସିଲା ଶିଶୁ ସୁରକ୍ଷା ବିଭାଗ

ଛତ୍ରପୁର,୧୦।୮(ଦିଲ୍ଲୀପସାମଲ/ଦ୍ୱାରିକା ପଟ୍ଟନାୟକ): ଆନ୍ଧ୍ରପ୍ରଦେଶର ଗୁଡ଼ିୱାଡା ଅଞ୍ଚଳର ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ କାମ କରିବା ପାଇଁ ଚାଲାଣ ହେଉଥିବା ୩ ଜଣ ନାବାଳିକାଙ୍କୁ ଛତ୍ରପୁର ରେଳ ଷ୍ଟେଶନରୁ ଉଦ୍ଧାର…

ସର୍ପ ଦଂଶନରେ ୨ ମାସର ଶିଶୁ ପୁତ୍ର ମୃତ, ବାପା ଅସୁସ୍ଥ: ଚିକିତ୍ସା ନ କରାଇ ଶିଶୁକୁ ପୋତିଦେଲେ…

ଦେବଗଡ,୧୦ା୮(ଶଶାଙ୍କ ଶେଖର ଝାଙ୍କର): ସର୍ପ ଦଂଶନରେ ୨ ମାସର ଶିଶୁପୁତ୍ର ମୃତ, ବାପା ଅସୁସ୍ଥ । ଏଭଳି ଏକ ଦୁଃଖଦ ଘଟଣା ଦେଖିବାକୁ ମିଳିିଛି ଦେବଗଡ ଜିଲାର…

ନକଲି ଆଇଏଏସ୍‌ ଅଫିସର ଗିରଫ

ନୂଆଦିଲ୍ଲୀ, ୧୦ା୮: ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲଙ୍କ ଗୁପ୍ତ ଏଜେଣ୍ଟ ବୋଲି ପରିଚୟ ଦେଉଥିବା ଜଣେ ନକଲି ଆଇଏଏସ୍‌ ଅଫିସରଙ୍କୁ ପୋଲିସ ସୋମବାର ଗିରଫ…

ଶକ୍ତିଶାଳୀ ଭୂକମ୍ପ ଅନୁଭୂତ: ଭୟରେ ଘର ଛାଡ଼ି ପଳାଇଲେ ଲୋକେ

ବୋଗୋଟା, ୧୦।୮: ପଶ୍ଚିମ କୋଲମ୍ବିଆରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହା ୭.୬ ତୀବ୍ରତାର ଏହି ଭୂକମ୍ପ ଯୋଗୁ ଆମେରିକୀୟ ଦେଶ କୋଲମ୍ବିଆ ଏବଂ ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri