Posted inଜାତୀୟ

‘ଅଗ୍ନିପଥ‘ ସ୍କିମ ବିରୋଧରେ ବିହାରରୁ ରାଜସ୍ଥାନ ପର୍ଯ୍ୟନ୍ତ ବିରୋଧ

ନୂଆଦିଲ୍ଲୀ,୧୬ ।୬: ସେନାରେ ଭର୍ତ୍ତି ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅଗ୍ନିପଥ ସ୍କିମର ଘୋଷଣା କରାଯାଇଛି । ଯାହା ମାଧ୍ୟମରେ ଦେଶର ଯୁବକଙ୍କୁ ୪ ବର୍ଷ ପାଇଁ ଦେଶ ସେବା କରିବାକୁ ସୁଯୋଗ ମିଳିବ । ହେଲେ ଏହାକୁ ବିରୋଧ କରି ବିହାରଠାରୁ ରାଜସ୍ଥାନ ପର୍ଯ୍ୟନ୍ତ ଯୁବବର୍ଗ ରାଜ ରାସ୍ତାକୁ ଓହ୍ଲାଇଛନ୍ତି । ବିହାରର ନବାଦାରେ ଅଗ୍ନିପଥ ସ୍କିମକୁ ନେଇ ପ୍ରତିଯୋଗୀତା ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବା ପିଲାମାନଙ୍କ ନିକଟରେ ଆକ୍ରୋଶ ଦେଖିବାକୁ ମିଳିଛି । ଏମାନେ ଗୁରୁବାର କେନ୍ଦ୍ର ସରକାରଙ୍କ ବିରୋଧରେ ସ୍ଲୋଗାନ ଦେବା ସହ ପ୍ରଜାତନ୍ତ୍ର ଚୌକରେ ଭଙ୍ଗାରୁଜା କରିଛନ୍ତି । ଅନ୍ୟପଟେ ବିହାରର ଜାହାନାବାଦରେ ଟ୍ରେନ୍ ଚଳାଚଳକୁ ବନ୍ଦ କରି ଦେଇଛନ୍ତି ଓ ରାସ୍ତାରେ ଟାୟାର ଜାଳିଛନ୍ତି ।
ସେହିପରି ଅଗ୍ନିପଥ ସ୍କିମର ବିରୋଧ କରି ରାଜସ୍ଥାନ ଜୟପୁରର କଲବର ରୋଡରେ ଯୁବବର୍ଗ ଏକାଠି ହୋଇ ଏହାକୁ ପ୍ରତ୍ୟାହାର କରିବାକୁ ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବିଏସ୍‌ଏଫ୍‌ର ଆଉ ୨୪ ଯବାନ କରୋନା ପଜିଟିଭ

ନୂଆଦିଲ୍ଲୀ,୨୨।୫: ଗତ ୨୪ ଘଣ୍ଟା ମଧ୍ୟରେ ବର୍ଡର ସିକ୍ୟୁରିଟି ଫୋର୍ସ(ବିଏସ୍‌ଏଫ୍‌)ର ଆଉ ୨୪ ଜଣ ଯବାନ କରୋନା ଭାଇରସ ଦ୍ୱାରା ସଂକ୍ରମିତ ହୋଇଥିବା ଖବର ମିଳିଛି।...

ଭାଜପା ନେତା ତାଜିନ୍ଦର ପାଲ ସିଂ ବାଗା ଗିରଫ

ନୂଆଦିଲ୍ଲୀ,୬।୫:ଭାଜପା ନେତା ତାଜିନ୍ଦର ପାଲ ସିଂ ବାଗାଙ୍କୁ ପଞ୍ଜାବ ପୋଲିସ ଦିଲ୍ଲୀରୁ ଗିରଫ କରିଛି। ଉତ୍ତେଜନାମୂଳକ ବିବୃତ୍ତି ତଥା ଅପରାଧିକ ଭୟଭୀତତା ସୃଷ୍ଟି କରିବା ଅପରାଧରେ...

ପୃଥିବୀ ପାଇଁ ବିବିଧତା-ଗଣତନ୍ତ୍ରର କେସ୍‌ ଷ୍ଟଡି ହେଉଛି ଭାରତ…

ନୂଆଦିଲ୍ଲୀ,୧୮।୧୦ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦିଲ୍ଲୀର ପ୍ରଗତି ମଇଦାନରେ ଇଣ୍ଟରପୋଲର ୯୦ ତମ ସାଧାରଣ ସଭାର ଉଦଘାଟନ କରିଛନ୍ତି। ଏହି ଅବସରରେ ତାଙ୍କ...

ଆସିବ ନୂଆ ଶ୍ରମ ଆଇନ: ୪୪ ପୁରୁଣା ଆଇନକୁ ୪ ଶ୍ରେଣୀରେ କରାଯିବ ମିଶ୍ରଣ

ନୂଆଦିଲ୍ଲୀ,୧୨।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ନୂଆ ଶ୍ରମ ଆଇନ ଆଣିବା ପାଇଁ ଯୋଜନା କରୁଛନ୍ତି। ସଂସଦର ଆଗାମୀ ଅଧିବେଶନରେ ଏନେଇ ବିଲ୍‌ ଅଣାଯିବ ବୋଲି...

ଲଗାତାର ୨ ଦିନ ଦୈନିକ ମୃତ୍ୟୁ ସଂଖ୍ୟା ୫ ଶହ ତଳେ…

ନୂଆଦିଲ୍ଲୀ,୨୭।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦୈନିକ ସଂକ୍ରମଣ...

ଭୋଟର କାର୍ଡ ସହ ଆଧାର ଲିଙ୍କ୍‌ ସ୍ବେଚ୍ଛାକୃତ

ନୂଆଦିଲ୍ଲୀ, ୨୧।୧୨: ଲୋକ ସଭାରେ ସୋମବାର ବିରୋଧୀଙ୍କ ପ୍ରତିବାଦ ଓ ହଟ୍ଟଗୋଳ ମଧ୍ୟରେ ନିର୍ବାଚନୀ ସଂସ୍କାର ବିଲ୍‌ ଗୃହୀତ ହୋଇଯାଇଛି। ଭୋଟର ପରିଚୟପତ୍ରକୁ ଆଧାର ନମ୍ବର...

ପତ୍ନୀଙ୍କୁ ବି ଜିତାଇପାରିଲେନି ଅଖିଳେଶ: ମାୟାବତୀ

ନୂଆଦିଲ୍ଲୀ,୩।୬: ଲୋକ ସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ ଉତ୍ତରପ୍ରଦେଶ ନେତାଙ୍କ ସହ ସୋମବାର ନୂଆଦିଲ୍ଲୀରେ  ଏକ ସମୀକ୍ଷା ବୈଠକ କରିଛନ୍ତି ବିଏସ୍‌ପି ମୁଖ୍ୟ ମାୟାବତୀ।...

୯,୨୦୦ କୋଟିର ଇଲେକ୍ଟୋରାଲ ବଣ୍ଡ୍‌ ବିକ୍ରି ହୋଇଛି

ନୂଆଦିଲ୍ଲୀ,୯।୨: ଦେଶରେ ୨୦୧୮ ଜାନୁୟାରୀ ୨ରେ ଇଲେକ୍ଟୋରାଲ ବଣ୍ଡ୍‌ ସ୍କିମ୍‌ ଲାଗୁ ହେବା ପରଠାରୁ ବିଭିନ୍ନ ବ୍ୟକ୍ତିବିଶେଷ ଓ ସଂସ୍ଥା ୯,୨୦୮.୨୪ କୋଟି ଟଙ୍କାର ବଣ୍ଡ୍‌...

Advertisement
Archives

Model This Week