Advertisement

ଖସୁଛି ପାରଦ: ଘନ କୁହୁଡ଼ିରେ ଗାଡ଼ି ଚଳାଚଳ ବାଧାପ୍ରାପ୍ତ

ଜି. ଉଦୟଗିରି,୧୫।୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି. ଉଦୟଗିରି ସହରରେ ୩ ଦିନ ହେବ ପ୍ରବଳ ଶୀତ ଅନୁଭୂତ ହେଉଛି । ମଙ୍ଗଳବାର ସର୍ବନିମ୍ନ ତାପମାତ୍ରା ୭.୨ ଡିଗ୍ରୀ ସେଲ୍‌ସିୟସ ରହିଥିବା କୃଷି ଗବେଷଣା କେନ୍ଦ୍ରର ଅଧିକାରୀ ସତ୍ୟ ନାରାୟଣ ମହାନ୍ତି କହିଛନ୍ତି । ପାରଦ ଦିନକୁ ଦିନ କମିବାରେ ଲାଗିଛି । ରବିବାର ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ଥିବା ବେଳେ ସୋମବାର ୯.୬ ଡିଗ୍ରୀ ଓ ମଙ୍ଗଳବାର ଏହା ତଳକୁଖସି ୭.୨ ଡିଗ୍ରୀ ରହିଛି ।
ପ୍ରବଳ ଶୀତ ସାଙ୍ଗକୁ ଘନ କୁହୁଡ଼ି ଯୋଗୁ ଜନ ଜୀବନ ପ୍ରବାଭିତ ହେଉଛି । ଅନ୍ୟପକ୍ଷେ ଘନକୁହୁଡ଼ି ଯୋଗୁ କଳିଙ୍ଗା ଘାଟିରେ ଗାଡି ଚଳାଚଳରେ ଅସୁବିଧା ହେଉଛି । ଏଣେ ଶୀତର ମଜା ନେବା ସହ ପ୍ରାକୃତିକ ପରିବେଶକୁ ଉପଭୋଗ ପାଇଁ ପର୍ଯ୍ୟଟକମାନେ ଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ଅଟୋ ଧକ୍କା: ଚାଲିଗଲା ୩ ଜୀବନ, ୭ ଗୁରୁତର

ସୋନପୁର,୧୨।୭(ନି. ପ୍ର. ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥର ଖାରି ନିକଟସ୍ଥ ବଡ଼ବାହାଲିଠାରେ ମଙ୍ଗଳବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ଅଟୋ...

ମୋବାଇଲ୍‌ ଟ୍ରାକିଂ କରି ୭ ଆନ୍ତଃରାଜ୍ୟ ଲୁଟେରାଙ୍କୁ ଗିରଫ କଲା ତୁରୁମୁଙ୍ଗା ପୋଲିସ

ପାଟଣା,୧୭।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ତୁରୁମୁଙ୍ଗା ପୋଲିସ ୭ ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଲୁଟେରାଙ୍କୁ ମଙ୍ଗଳବାର ଗିରଫ କରି କୋର୍ଟଚାଲାଣ କରିଛି। ମଙ୍ଗଳବାର ଅପରାହ୍ନରେ ଚମ୍ପୁଆ ଏସ୍‌ଡିପିଓ...

ଦୁର୍ଘଟଣା ହ୍ରାସ, ଜିରୋ କାଜୁଆଲଟିକୁ ଗୁରୁତ୍ୱ

ଛତ୍ରପୁର,୨୭ା୭(ଡି.ଏନ.ଏ.)-ଛତ୍ରପୁରସ୍ଥିତ ଗଞ୍ଜାମ ଏସପିଙ୍କ କାର୍ଯ୍ୟାଳୟର ସମ୍ମିଳନୀ ଗୃହରେ ଶୁକ୍ରବାର ସଡ଼କ ସୁରକ୍ଷା ସମ୍ପର୍କୀତ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଏସପି ବ୍ରିଜେଶ କୁମାର ରଏ...

କାଳ ହେଲା ମର୍ନିଂ ଓ୍ବାକ୍‌

ଭଞ୍ଜନଗର/ବୁଗୁଡ଼ା,୧୦।୬: ଗଞ୍ଜାମ ଜିଲା ଦକ୍ଷିଣ ଘୁମୁସର ବନଖଣ୍ଡ ବୁଗୁଡ଼ା ରେଞ୍ଜ ଅଞ୍ଚଳରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ହାତୀ ଆକ୍ରମଣରେ ପ୍ରାତଃ ଭ୍ରମଣରେ ଯାଉଥିବା...

ଡକାୟତି ଯୋଜନା ପଣ୍ଡ: ୮ ଗିରଫ, ମାରଣାସ୍ତ୍ର ଜବତ

ହିଞ୍ଜିଳିକାଟୁ,୧୨ା୬(ଡି.ଏନ୍‌.ଏ)-ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଗୋପୀନାଥପୁରଠାରେ ଏକ ରାଜପଥ ଲୁଟେରା ଗ୍ୟାଙ୍ଗ ଗୁରୁବାର ବିଳମ୍ବିତ ରାତିରେ ଡକାୟତି ପାଇଁ ଯୋଜନା କରୁଥିବାବେଳେ ହିଞ୍ଜିଳି ପୋଲିସ ଏହାକୁ...

ବାମଣ୍ଡା କପ କ୍ରିକେଟ ଟୁର୍ନାମେଣ୍ଟ ସ୍ଥଗିତ

ଦେବଗଡ଼, ୮।୧୨(ଡି.ଏନ.ଏ.)- ରବିବାର ସନ୍ଧ୍ୟାରେ ବାମଣ୍ଡା କ୍ରିକେଟ କ୍ଲବର ଏକ ବୈଠକ କ୍ଲବର ସଭାପତି ତଥା ବିଧାୟକ ସୁବାଷ ଚନ୍ଦ୍ର ପାଣିଗ୍ରାହୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା।୧୯୯୦...

ବୈଠକ ବିଫଳ, କୋଲ୍‌ ଫିଲଡ୍ସରେ ଅଚଳାବସ୍ଥା ଜାରି

ତାଳଚେର,୪ା୮(ନି.ପ୍ର.)-ଭରତପୁର ଖଣି ଦୁର୍ଘଟଣାରେ ୪ଜଣ ଶ୍ରମିକଙ୍କ ମୃତ୍ୟୁ ପରେ ତାଳଚେର କୋଲ୍‌ ଫିଲଡ୍ସରେ ଲାଗି ରହିଥିବା ଅଚଳାବସ୍ଥାର ସମାଧାନ ନିମନ୍ତେ ଶନିବାର ଗୋବରା, ଲକେଇପଶି, କୁକୁଡାଙ୍ଗ,...

ମୃତ୍ୟୁକୁ ନିମନ୍ତ୍ରଣ କରୁଛି ଖୋଲା ବୋର୍‌ଓ୍ବେଲ

ଚନ୍ଦାହାଣ୍ଡି, ୨୦।୬(ଡି.ଏନ୍‌.ଏ.) ଚନ୍ଦାହାଣ୍ଡି ବ୍ଲକର ବିଭିନ୍ନ ସ୍ଥାନରେ ଲୋକେ ବୋରଓ୍ବେଲ ଖୋଳି ଖୋଲା ଛାଡ଼ି ଦେଉଛନ୍ତି। ଏହା ମୃତ୍ୟୁକୁ ନିମନ୍ତ୍ରଣ ଭଳି ଲୋକେ କହୁଛନ୍ତି। ଗତ...

Advertisement
Archives

Model This Week