ଜିଲା କଂଗ୍ରେସ ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ବଲାଙ୍ଗୀର ଅଫିସ,୨୧।୧୦: ମମିତା ମେହେର ଅପହରଣ ଓ ହତ୍ୟା ପ୍ରତିବାଦରେ ଜିଲା କଂଗ୍ରେସ କମିଟି ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ସହ ପ୍ରତିବାଦ କରାଯାଇଛି । ମମିତା ହତ୍ୟାକାଣ୍ଡ ପାଇଁ ମୁଖ୍ୟମନ୍ତ୍ରୀ ଓ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଉତ୍ତରଦାୟୀ ବୋଲି କୁହାଯାଇଛି । ତୁରନ୍ତ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଇସ୍ତଫା ଦିଅନ୍ତୁ ବୋଲି ଦାବି କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ପ୍ରବଳ ବର୍ଷା କାରଣରୁ ଯୁକ୍ତ ୩ ଇଂରାଜୀ ପରୀକ୍ଷା ସ୍ଥଗିତ: ପରୀକ୍ଷା ହଲରୁ ଫେରିଲେ ଛାତ୍ରୀଛାତ୍ର

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ଛାତ୍ରଛାତ୍ରୀମାନେ ପୂର୍ବରୁ ମହାବିଦ୍ୟାଳୟରେ ପହଞ୍ଚି ସାରିଥିଲେ ଏବଂ ପରୀକ୍ଷା ଦେବା ପାଇଁ ଶ୍ରେଣୀ କୋଠରୀ ଭିତରେ ନିଜ ନିଜ ସିଟ୍‌ରେ ବସି ମଧ୍ୟ ସାରିଥିଲେ।…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

କୈଠଖଣ୍ଡି ଗାଁ ଛକରେ ଜୁଆ ଖେଳ ଚାଲିଥିବା ବେଳେ ପୋଲିସ ଚଢାଉ: ୫ ଜୁଆଡ଼ି ଗିରଫ, ଟଙ୍କା-ବାଇକ…

ଦିଗପହଣ୍ଡି, ୧୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ଗାଁ ଛକରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଦିଗପହଣ୍ଡି ପୋଲିସ ଟିମ୍ ଅତର୍କିତ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ଟଙ୍କା ନେଲେ ହେଲେ ଘର ଆଉ ଜମି ରେଜିଷ୍ଟ୍ରି କଲେନି, ଗଣ୍ଡଗୋଳ ପରେ ହତ୍ୟା ଉଦ୍ୟମ: ଅଭିଯୁକ୍ତ ବୃଦ୍ଧ ଗଲେ ଜେଲ୍

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମର ୬୧ ବର୍ଷୀୟ ବୃଦ୍ଧ ବି. କାଳିଆଙ୍କୁ ଏକ ହତ୍ୟା ଉଦ୍ୟମ ମାମଲାରେ ଦିଗପହଣ୍ଡି ପୋଲିସ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ହାଟଡ଼ିହୀରେ ସରକାରୀ ପାଣ୍ଠି ହେରଫେର ଅଭିଯୋଗ: ଅଫିସରେ ବସି ତଦନ୍ତ ସାରିବା ନେଇ ଅଭିଯୋଗକାରୀଙ୍କ ଅସନ୍ତୋଷ

ହାଟଡ଼ିହୀ,୧୩।୮(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଅଧୀନ ସଢ଼ା ପଞ୍ଚାୟତରେ ବିଭିନ୍ନ ସରକାରୀ ଉନ୍ନୟନ କାର୍ଯ୍ୟରେ ଅନୁଦାନ ହେରଫେର ହୋଇଥିବା ଅଭିଯୋଗର ଏକମାସ ପରେ ତଦନ୍ତ ହୋଇଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri