ନିଯୁକ୍ତି ଦାବିରେ ଧାରଣାରେ ବସିଲେ ଗ୍ରାମବାସୀ

କେନ୍ଦୁଝର,୧।୧୦(ବ୍ୟୁରୋ): ସ୍ଥାନୀୟ ଲୋକଙ୍କ ନିଯୁକ୍ତି ଦାବିରେ ପୂର୍ବ ନିଷ୍ପତ୍ତି କ୍ରମେ ଶନିବାର ସଦର ବ୍ଲକ୍‌ ପଳାଶପଙ୍ଗା, କଣ୍ଡରାପଶି ଓ ରାଇକଳା ପଞ୍ଚାୟତର ଶତାଧିକ ଲୋକ ପଳାଶପଙ୍ଗାସ୍ଥିତ ଓଡ଼ିଶା ସ୍ପଞ୍ଜ ଲୁହା କାରଖାନା ସମ୍ମୁଖରେ ଧାରଣା ବସିଛନ୍ତି। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ଆନ୍ଦୋଳନକାରୀ ସୂଚନା ଦେଇଛନ୍ତି। ପ୍ରକାଶ ଯେ, ଦୀର୍ଘ ବର୍ଷ ପରେ ବନ୍ଦ ଥିବା ଉକ୍ତ କାରଖାନା ଚାଲୁ ହୋଇଥିଲେ ହେଁ ସ୍ଥାନୀୟ ଲୋକଙ୍କ ନିଯୁକ୍ତିକୁ ଗରୁତ୍ୱ ଦେଉ ନ ଥିବା ଅଭିଯୋଗ ହୋଇଆସୁଛି। ଏ ନେଇ ପ୍ରଶାସନକୁ ମଧ୍ୟ ବାରମ୍ବାର ଅଭିଯୋଗ ଜଣାଇଥିଲେ ମଧ୍ୟ ସମାଧାନ ନ ହେବାରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri