Advertisement

ନିଯୁକ୍ତି ଦାବିରେ ଧାରଣାରେ ବସିଲେ ଗ୍ରାମବାସୀ

କେନ୍ଦୁଝର,୧।୧୦(ବ୍ୟୁରୋ): ସ୍ଥାନୀୟ ଲୋକଙ୍କ ନିଯୁକ୍ତି ଦାବିରେ ପୂର୍ବ ନିଷ୍ପତ୍ତି କ୍ରମେ ଶନିବାର ସଦର ବ୍ଲକ୍‌ ପଳାଶପଙ୍ଗା, କଣ୍ଡରାପଶି ଓ ରାଇକଳା ପଞ୍ଚାୟତର ଶତାଧିକ ଲୋକ ପଳାଶପଙ୍ଗାସ୍ଥିତ ଓଡ଼ିଶା ସ୍ପଞ୍ଜ ଲୁହା କାରଖାନା ସମ୍ମୁଖରେ ଧାରଣା ବସିଛନ୍ତି। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ଆନ୍ଦୋଳନକାରୀ ସୂଚନା ଦେଇଛନ୍ତି। ପ୍ରକାଶ ଯେ, ଦୀର୍ଘ ବର୍ଷ ପରେ ବନ୍ଦ ଥିବା ଉକ୍ତ କାରଖାନା ଚାଲୁ ହୋଇଥିଲେ ହେଁ ସ୍ଥାନୀୟ ଲୋକଙ୍କ ନିଯୁକ୍ତିକୁ ଗରୁତ୍ୱ ଦେଉ ନ ଥିବା ଅଭିଯୋଗ ହୋଇଆସୁଛି। ଏ ନେଇ ପ୍ରଶାସନକୁ ମଧ୍ୟ ବାରମ୍ବାର ଅଭିଯୋଗ ଜଣାଇଥିଲେ ମଧ୍ୟ ସମାଧାନ ନ ହେବାରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସିନି ବିହନ, ଆଶଙ୍କାରେ ଚାଷୀ

କାମାକ୍ଷାନଗର, ୭।୬(ଡି.ଏନ.ଏ) – ‘ଅମ୍ଫାନ୍‌’ ପ୍ରଭାବରେ ଭଲ ବର୍ଷିଛି। ଆଉ ଏବେ ବଙ୍ଗୋପସାଗରରେ ସୃଷ୍ଟି ହେବାକୁଥିବା ଲଘୁଚାପ ମୌସୁମୀକୁ ସକ୍ରିୟ କରିବ ବୋଲି ପୂର୍ବାନୁମାନ କରିଛି...

ଇ-କମର୍ସ ଟ୍ରକ୍‌ ଓଲଟିଲା, ଲକ୍ଷାଧିକ ଟଙ୍କାର ଇଲୋକ୍ଟ୍ରୋନିକ୍ସ ସାମଗ୍ରୀ ନଷ୍ଟ

ଦାରିଙ୍ଗବାଡ଼ି,୩ା୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଜାତୀୟ ରାଜପଥର ଡଙ୍ଗେରୀ ନିକଟରେ ଇ-କମର୍ସର ବିଭିନ୍ନ ସାମଗ୍ରୀ ବୋଝେଇ ହୋଇଥିବା ଏକ ମିନି ଟ୍ରକ୍‌ ସୋମବାର...

ଏଟିଏମ୍‌ରୁ ଲୁଟ୍‌ ଉଦ୍ୟମ ଅଭିଯୋଗରେ ୩ ଗିରଫ

ରାୟଗଡ଼ା ଅଫିସ,୨୩।୩: ରାୟଗଡ଼ା ଜିଲା କୋଲନରା ବ୍ଲକ ଅନ୍ତର୍ଗତ ଥେରୁବାଲି ଦୈନିକ ବଜାରରେ ଥିବା ଏକ ଏସବିଆଇ ଏଟିଏମ୍‌ରୁ ଲୁଟ୍‌ ଉଦ୍ୟମ ଅଭିଯୋଗରେ ୩ ଜଣଙ୍କୁ...

ଆଜି ଅଧରପଣା

ପୁରୀ ଅଫିସ,୩।୭: ସିଂହଦ୍ୱାର ସମ୍ମୁଖରେ ଥିବା ତିନିରଥ ଉପରେ ଶୁକ୍ରବାର ଅଧରପଣା ନୀତି ସମ୍ପନ୍ନ ହେବ। ଏଥିଲାଗି ସ୍ବତନ୍ତ୍ର ହାଣ୍ଡି ତିଆରି ସରିଛି। ତାହାକୁ ଅଧରପଣା...

କ୍ୱାର୍ଟର୍ସରୁ ମିଳିଲା ମହିଳା ପୋଲିସ ଏସ୍‌ଆଇଙ୍କ ଝୁଲନ୍ତା ମୃତଦେହ

ଜି.ଉଦୟଗିରି,୨୭।୮(ଡି.ଏନ୍‌.ଏ): କନ୍ଧମାଳ ଜିଲା ଜି.ଉଦୟଗିରି ଥାନା ମହିଳା ସବ୍‌ ଇନ୍ସପେକ୍ଟରକ୍‌ଙ୍କ ସରକାରୀ କ୍ୱାଟର୍ସରୁ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଏସ୍‌ଆଇ ଜଣଙ୍କ ହେଉଛନ୍ତି ସ୍ବାଗତିକା...

ବର୍ଷା-ଅନୁଭବ ଛାଡ଼ପତ୍ର ମାମଲା: ଡିସେମ୍ବର ୧୦ରେ ହାଜର ହେବାକୁ ବର୍ଷାଙ୍କୁ ଦିଲ୍ଲୀ କୋର୍ଟଙ୍କ ନୋଟିସ

କଟକ ଅଫିସ,୭ା୧୦: ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କଠାରୁ ଛାଡ଼ପତ୍ର ପାଇଁ ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତି ଦିଲ୍ଲୀ ପଟିଆଲା ହାଉସ କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଏନେଇ...

ଅନ୍ତର୍ଜାତୀୟ ପାରା ଆଥଲେଟ ରମେଶଙ୍କୁ ଡକ୍ଟରେଟ ଡିଗ୍ରୀ

ଛତ୍ରପୁର,୨୪।୪(ଡି.ଏନ.ଏ.): ଗଞ୍ଜାମ ଜିଲା ଛତ୍ରପୁର ଗିଲଟିପେଟା ସାହିର ଆର୍ନ୍ତଜାତୀୟ ପାରା ଆଥଲେଟ ଭି.ରମେଶ ରାଓଙ୍କୁ ଜର୍ମାନୀର ପିସ ବିଶ୍ୱବିଦ୍ୟାଳୟ ପକ୍ଷରୁ ଡକ୍ଟରେଟ ଡିଗ୍ରୀ ପ୍ରଦାନ କରାଯାଇଛି...

ନଦୀବନ୍ଧ ଭାଙ୍ଗିବା ସତ୍ତ୍ୱେ ବନ୍ଦ ହେଉନି ବାଲି ଉଠାଣ

କେନ୍ଦ୍ରାପଡ଼ା ଅଫିସ, ୨୨ା୧୧:କେନ୍ଦ୍ରାପଡ଼ା ଜିଲାର ଲୁଣା ଓ କରାଣ୍ଡିଆ ଦ୍ୱୀପାଞ୍ଚଳର ପକ୍ଷୋଟଠାରେ ୩ ସପ୍ତାହ ପୂର୍ବେ ନଦୀବନ୍ଧ ଭାଙ୍ଗିଥିଲା। ଏହାର କାରଣ ବେଆଇନ ବାଲି ଉଠାଣ...

Advertisement
Archives

Model This Week