ଭଞ୍ଜନଗର,୯ା୨(ଡି.ଏନ୍.ଏ.): ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡର ଅନେକ ଗ୍ରାମରେ ଗତ ୪ ମାସ ହେବ ବିଦ୍ୟୁତ୍ ବିଭ୍ରାଟ ଲାଗିରହିଛି । ସନ୍ଧ୍ୟା ହେଲେ ଆପେ ଆପେ ବିଦ୍ୟୁତ ଚାଲିଯାଇ ପ୍ରାୟ ୧୬ ଘଣ୍ଟା ପରେ ଆସୁଛି। ଦିନରେ ମାତ୍ର ୭ରୁ ୮ ଘଣ୍ଟା ବିଦ୍ୟୁତ୍ ରହିବା ପରେ ପୁଣି ସନ୍ଧ୍ୟା ୫ ଟାରେ ଚାଲିଯାଉଛି। ହାତୀ ଏବଂ ଅନ୍ୟ ବନ୍ୟ ପ୍ରାଣୀଙ୍କୁ ବିଦ୍ୟୁତ ଆଘାତରୁ ରକ୍ଷା କରିବାକୁ ଯାଇ ଟାଟା ପାୱାର ଏବଂ ବନ ବିଭାଗ ମିଳିତ ଭାବେ ନିଷ୍ପତ୍ତି ନିଆଯାଉଛି। ତେଣୁ ବିଦ୍ୟୁତ ସେବା ସ୍ବାଭାବିକ କରିବା ଦାବି ନେଇ ୭ ଗ୍ରାମବାସୀ ଶୁକ୍ରବାର ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଅଧିକାରୀ ଏବଂ ଟାଟା ପାୱାର ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏହାପରେ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଦାବିପତ୍ର ପ୍ରଦାନ କରାଯାଇଥିଲା। ଦାବିଗୁଡିକ ପୂରଣ ଦିଗରେ ଦୃଷ୍ଟି ଦେଇ ଆବଶ୍ୟକ ପଦକ୍ଷେପ ନ ନିଆ ନ ଗଲେ ଆଗାମୀ ଦିନରେ ଆନ୍ଦୋଳନକୁ ଆହୁରି ବ୍ୟାପକ କରାଯିବ ବୋଲି କେତେଜଣ ଗ୍ରାମବାସୀ କହିଛନ୍ତି।
Posted inHome Left, ଆମ ଜିଲା ଖବର, ଗଞ୍ଜାମ View All
ଭିଏଚ୍ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ
ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍ଘାଟନୀ…
ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ
ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…
ମୃତ୍ୟୁ ସହ ୧୦ ଦିନର ସଂଗ୍ରାମ ପରେ ହାରିଗଲେ ସଞ୍ଜୟ: ନାଗ ସାପ ଚୋଟରେ ଚାଲିଗଲା ୨୮ ବର୍ଷର ଉଦ୍ଦଣ୍ଡ ଯୁବକଙ୍କ ଜୀବନ
ଗୁଡ଼ାରି,୬।୧୦(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅନ୍ତର୍ଗତ ଅସଡ଼ା ଗ୍ରାମପଞ୍ଚାୟତର ବାମୁଣୀଡଙ୍ଗର ଗ୍ରାମରେ ମଙ୍ଗଳବାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସାପ କାମୁଡ଼ାରେ…
ଦୀର୍ଘ ୨୫ ବର୍ଷର ଅଗ୍ନି ପରୀକ୍ଷାରେ ଲାଗିଲା ବିରାମ: ଆଖି ବୁଜିଲେ ଅଗ୍ନି ଭୈରବ ଦେବଙ୍କ ପୂଜକ ଅନିରୁଦ୍ଧ
ଥୁଆମୂଳ ରାମପୁର, ୬।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ସ୍ଥିତ ଜଗନ୍ନାଥ କଲୋନୀ ପଡ଼ାର ଜଣେ ପରିଚିତ, ଧର୍ମପରାୟଣ, ହାସ୍ୟ କଳାକାର…
LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!
ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…
ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…
ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…
ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା
ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…
ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…
ଲାଉସାନେ, ୬ା୧୦: ଅଲିମ୍ପିକ୍ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

