ବନ୍ତ,୭ା୩(ସ୍ବ.ପ୍ର.): ଭଦ୍ରକ ଜିଲା ବନ୍ତ ବ୍ଲକ ପୁରୁଷଣ୍ଢ ସେବା ସମବାୟ ସମିତିରେ ଧାନର ଅଭାବୀ ବିକ୍ରି ଓ ଟୋକନ ଲାପ୍ସ ପ୍ରତିବାଦରେ ସମିତି ଆଗରେ ଧାନ ବସ୍ତା ରଖି ସୋମବାର ଚାଷୀମାନେ ଧାରଣା ଦେଇଛନ୍ତି। ଏହା ପୂର୍ବରୁ ଚାଷୀମାନେ ଜିଲାପାଳଙ୍କୁ ଏ ସମ୍ପର୍କରେ ଲିଖିତ ଭାବେ ଜଣାଇଥିଲେ ମଧ୍ୟ ଧାନ ବିକ୍ରି ପାଇଁ କୌଣସି ବ୍ୟବସ୍ଥା ନ ହେବାରୁ ବାଧ୍ୟ ହୋଇ ଚାଷୀମାନେ ଧାରଣାରେ ବସିଛନ୍ତି। ୬ଟି ପଞ୍ଚାୟତର ଚାଷୀ ଅମୂଲ୍ୟରତ୍ନ ନନ୍ଦ, ଚକ୍ରଧର ପାଣିଗ୍ରାହୀ, ନନ୍ଦକିଶୋର ପାଣିଗ୍ରାହୀ, ଅଜୟ କର, କୃଷ୍ଣଚନ୍ଦ୍ର ମହୁରୀ, ନରୋତ୍ତମ ଦାଶ, ରମାକାନ୍ତ ନାୟକ, ଗୋପାଳ କୃଷ୍ଣ ଦାଶ ପ୍ରମୁଖ ଧାରଣାରେ ବସିଛନ୍ତି।
Posted inHome, Home Left, ଆମ ଜିଲା ଖବର, ଭଦ୍ରକ View All
ରକ୍ତତୀର୍ଥ ଇରମ
ସାରା ଦେଶରେ ସ୍ବାଧୀନତା ପାଇଁ ଯେଉଁ ଆନ୍ଦୋଳନ ଆରମ୍ଭ ହେଲା ସେଥିରେ ଅନେକ ହଜାର କ୍ରାନ୍ତିକାରୀ ଯୋଗଦେଇ କାରାବରଣ କରିଥିଲେ। ଓଡ଼ିଶାରେ ଏହି ଆନ୍ଦୋଳନର ନେତୃତ୍ୱ ନେଇଥିଲେ…
ରାଷ୍ଟ୍ର ନିର୍ମାଣ ପ୍ରତି ସମର୍ପିତ ଜଣେ ମହାପୁରୁଷ
ଖୁବ୍ ସୁନ୍ଦର ଉକ୍ତିଟିଏ ଅଛି, ”ବୃକ୍ଷ କବହୁଁ ନହିଁ ଫଲ ଭଖୈ, ନଦୀ ନ ସଂଚୈ ନୀର୍। ପରମାରଥ କେ କାରନେ, ସାଧୁନ ଧରା ଶରୀର।“ ଏହାର…
ସୁନାମୀ କ’ଣ? ଏହା ଆସିବା ପୂର୍ବରୁ କ’ଣ ମିଳିବ ସଙ୍କେତ, କେମିତି ପାଇବେ ରକ୍ଷା ଜାଣନ୍ତୁ…
ମହାକାଳପଡ଼ା, ୨୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ବିଭିନ୍ନ ସମୟରେ ସୁନାମୀ, ସାମୁଦ୍ରିକ ଝଡ଼ ଓ ବଜ୍ରପାତ ଆଦି ଦେଖାଯାଇଥାଏ॥ ଏହି ଅବସରରେ…
ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟଣା: ୨ ଭାଇଙ୍କୁ କୋର୍ଟ ଚାଲାଣ
ଦେବଗଡ଼,୨୮ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରାଞ୍ଚଳ ୧୦ ନମ୍ବର ଓ୍ବାର୍ଡ ରଜାମୁଣ୍ଡା ସାହିର ହାଡୁ ନାୟକ (୪୨)ଙ୍କ ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସମୀର ମୁଖି…
୮% ମହଙ୍ଗା ହେବ ଗୃହୋପକରଣ, ଇଲେକ୍ଟ୍ରୋନିକ୍ସ ସାମଗ୍ରୀ
ନୂଆଦିଲ୍ଲୀ,୨୮ା୯: ସାଧାରଣତଃ ପାର୍ବଣ ସମୟରେ ଭାରତୀୟ ବଜାରରେ ଅଧିକ କାରବାର ହୋଇଥାଏ। କାରଣ ଦଶହରା ଏବଂ ଦୀପାବଳିରେ ଲୋକମାନେ ଅନେକ କିସମର ଗୃହ ଉପକରଣ ଏବଂ ଇଲେକଟ୍ରୋନିକ୍ସ…
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବନ୍ୟା ପ୍ରପୀଡ଼ିତଙ୍କୁ ମାଗଣା ରାଶନ ସହ ମିଳିବ…
କୋରାପୁଟ/କୋଟପାଡ଼,୨୮ା୯ (ଅମିତାଭ ବେହେରା/ କେ.ରାଜଶେଖର ରାଓ): ବନ୍ୟା ପ୍ରପୀଡ଼ିତଙ୍କ ସହ ରାଜ୍ୟ ସରକାର ସବୁବେଳେ ଅଛନ୍ତି। ସରକାରଙ୍କ ପକ୍ଷରୁ ପ୍ରପୀଡ଼ିତଙ୍କୁ ରିଲିଫ କୋଡ୍ ଅନୁଯାୟୀ ସବୁ ପ୍ରକାର…
ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ
ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…
ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!
ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

