ଉଠା ଦୋକାନୀଙ୍କ ବିରୋଧ, ଆଜିଠାରୁ ଉଚ୍ଛେଦ ବନ୍ଦ

ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ହକି ବିଶ୍ୱକପ୍‌ ପାଇଁ ବିଏମ୍‌ସି, ବିଡିଏ ଓ ପୋଲିସ ପ୍ରଶାସନ ପକ୍ଷରୁ ଚାଲିଥିବା ଉଚ୍ଛେଦକୁ ଜୋର୍‌ଦାର ବିରୋଧ କରିଛି ନିଖିଳ ଓଡ଼ିଶା ରାସ୍ତାପାର୍ଶ୍ୱ ଉଠାଦୋକାନୀ ମହାସଂଘ। ଶୁକ୍ରବାର ଉଠାଦୋକାନୀମାନେ ରାସ୍ତାକୁ ଓହ୍ଲାଇବା ପରେ ନିଷ୍ପତ୍ତି ବଦଳାଇଛି ବିଏମ୍‌ସି। ଶନିବାରଠାରୁ ଉଚ୍ଛେଦ ହେବ ନାହିଁ ବୋଲି ବିଏମ୍‌ସିର ନର୍ଥ ଜୋନ୍‌ ଆସିଷ୍ଟାଣ୍ଟ କମିଶନର ସୁରେଶ ଚନ୍ଦ୍ର ଲେଙ୍କା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଶନିବାରଠାରୁ ଆଉ ଉଠା ଦୋକାନ ଭଙ୍ଗା ଯିବନି। ଏହାକୁ କିଛିଦିନ ପାଇଁ ସ୍ଥଗିତ ରଖାଯିବ। ସେହିପରି ଉଚ୍ଛେଦ ପୂର୍ବରୁ ସଂଘ ସହ ଆଲୋଚନା କରାଯିବ। ୭ ଦିନ ମଧ୍ୟରେ ସମସ୍ୟାର ସମାଧାନ କରାଯିବ ବୋଲି ଲେଙ୍କା ପ୍ରତିଶ୍ରୁତି ଦେଇଥିଲେ। ଅପରପକ୍ଷେ ବିଚାର ନ କଲେ ଆନ୍ଦୋଳକୁ ବ୍ୟାପକ କରାଯିବ ବୋଲି ମହାସଂଘ ରାଜ୍ୟ ସଭାପତି ପ୍ରତାପ ସାହୁ କହିଛନ୍ତି। ଏଥିସହ ହକି ପାଇଁ ବିଭିନ୍ନ ଦେଶରୁ ଆସିଥିବା ଖେଳାଳିଙ୍କ ଦେଶର ଦୂତାବାସକୁ ଭୁବନେଶ୍ବର ସମସ୍ୟା ନେଇ ଟୁଇଟ୍‌ କରାଯିବ ବୋଲି ଚେତାବନୀ ଦିଆଯାଇଛି। ଉତ୍ତର ନିର୍ବାଚନ ମଣ୍ଡଳୀର ୫୫ଟି ସଂଘର ଶହଶହ ଉଠାଦୋକାନୀ ପଟିଆ ଛକରୁ ଶୋଭାଯାତ୍ରାରେ ଆସି କଳିଙ୍ଗ ହସ୍ପିଟାଲ ଛକ ନିକଟ ଉତ୍ତର ବିଏମ୍‌ସି କାର୍ଯ୍ୟାଳୟ ଘେରାଉ କରିଥିଲେ। ପରେ ମହାସଂଘ ସାଧାରଣ ସମ୍ପାଦକ ଅନୁଜ ପ୍ରଧାନଙ୍କ ନେତୃତ୍ୱରେ ୧୧ଜଣିଆ ପ୍ରତିନିଧି ମଣ୍ଡଳୀ ବିଏମ୍‌ସି ଉପ ସଚିବଙ୍କୁ ଭେଟି ୭ଦଫା ଦାବି ନେଇ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ବିବାହରେ ଯୋଗ ଦେଇ ଘେରୁଥିଲେ, ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌; ଚାଲିଗଲା ୨ ଜୀବନ, ଡ୍ରାଇଭର…

ଲଇକେରା,୯।୨(ରଞ୍ଜନ କୁମାର ମେହେର): ଝାରସୁଗୁଡା ଜିଲା ଲଇକେରା ବ୍ଳକ ସ୍ଥିତ ଧୂକା ଚୌକଠାରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛକୁ ପିଟିବାରୁ ୨…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri