ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀଙ୍କ ଘରକୁ ପିକନିକ ସ୍ପଟ କରିଛନ୍ତି ପ୍ରଦର୍ଶନକାରୀ

କଲମ୍ବୋ,୧୧ ।୭: ଶ୍ରୀଲଙ୍କାର ବିଗିଡିଯାଇଥିବା ଆର୍ଥିକ ସ୍ଥିତିକୁ ନେଇ ଏବେ ସେଠାରେ ପ୍ରଦର୍ଶନକାରୀମାନେ ଉଗ୍ର ହୋଇଛନ୍ତି । ପ୍ରଧାନମନ୍ତ୍ରୀ ରାନିଲ ୱିକ୍ରମସିଂଘେଙ୍କ ସରକାରୀ ବାସଭବନ ‘ଟେମ୍ପଲ ଟ୍ରି’କୁ ଏବେ ପ୍ରଦର୍ଶନକାରୀ ନିଜ କବଜାରେ ରଖିଛନ୍ତି । କେବଳ ସେତିକି ନୁହେଁ ସେଠାରେ ରହୁଥିବା ପ୍ରଦର୍ଶନକାରୀମାନେ ଭିତରେ ଖାଦ୍ୟ ରାନ୍ଧୁଥିବାର ଫଟୋ ଏବେ ଦେଖିବାକୁ ମିଳିଛି । ଭିତରେଥିବା ଜଣେ ପ୍ରଦର୍ଶନକାରୀ କହିଛନ୍ତି, ଆମେ ଏଠାରେ ରୋଷେଇ ଆରମ୍ଭ କରିଦେଇଛୁ । ଆମେ ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତିଙ୍କ ଇସ୍ତଫାକୁ ନେଇ ସଂଘର୍ଷ କରିଛୁ । ତେଣୁ ଯେପର୍ଯ୍ୟନ୍ତ ସେମାନେ ଇସ୍ତଫା ଦେଇ ନାହାନ୍ତି ସେପର୍ଯ୍ୟନ୍ତ ଆମେ ପ୍ରଧାନମନ୍ତ୍ରୀ ନିବାସ ପରିସରରୁ ବାହାରକୁ ଯିବୁ ନାହିଁ । ଏହାରି ଭିତରେ ପ୍ରଧାନମନ୍ତ୍ରୀ ଇସ୍ତଫା ଦେଇଥିବା ବେଳେ ରାଷ୍ଟ୍ରପତି କିନ୍ତୁ ଇସ୍ତଫା ଦେଇ ନାହାନ୍ତି ।
ପ୍ରଦର୍ଶନକାରୀ ପ୍ରଧାନମନ୍ତ୍ରୀ ୱିକ୍ରମାସିଂଘେଙ୍କ ବାସଭବନ ପରିସରରେ କ୍ୟାରମ ଖେଳିବା, ଆରାମରେ ଶୋଇବା, ବୁଲିବା ଦେଖାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ହଠାତ୍‌ ୟୁ-ଟର୍ନ ନେଲେ ଟ୍ରମ୍ପ, କହିଲେ ଇରାନୀ ଲୋକମାନେ ବହୁତ ଶକ୍ତିଶାଳୀ, ମୁଁ ସେମାନଙ୍କୁ…

ଓ୍ବାଶିଂଟନ୍‌,୩।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ କାର୍ଯ୍ୟ ଅପେକ୍ଷା ତାଙ୍କ ଅଜବ ବୟାନ ପାଇଁ ଅଧିକ ପ୍ରସିଦ୍ଧ। ଇରାନ ସହିତ ଆମେରିକା-ଇସ୍ରାଏଲ ଯୁଦ୍ଧ ମଧ୍ୟରେ ଟ୍ରମ୍ପ…

ଟ୍ରମ୍ପଙ୍କ ମିଛର ପର୍ଦ୍ଦାଫାସ କଲା ଆମେରିକୀୟ ରିପୋର୍ଟ: ଖୋଲିଗଲା ସବୁ ପୋଲ୍‌, ଏବେ ବି..

ନୂଆଦିଲ୍ଲୀ,୩।୪:ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ପ୍ରମୁଖ ଗୋଇନ୍ଦା ରିପୋର୍ଟ ଆମେରିକା ଏବଂ ଇସ୍ରାଏଲର ଦାବି ଉପରେ ପ୍ରଶ୍ନ ଉଠାଇଛି। ଆମେରିକୀୟ ଗୋଇନ୍ଦା ସୂତ୍ରରୁ ଜଣାପଡିଛି…

‘ଏବେ ଆରମ୍ଭ ତ ହୋଇ ନାହିଁ…’, ଇରାନର ସର୍ବବୃହତ ପୋଲ ଉପରେ ଆକ୍ରମଣ ପରେ ତେହରାନକୁ ପୁଣି କଡ଼ା ଚେତାବନୀ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୩।୪: ବର୍ତ୍ତମାନ ଆମେରିକା ଏବଂ ଇରାନ ମଧ୍ୟରେ ଏକ ସଂଘର୍ଷ ଚାଲିଛି। ଆମେରିକା ଇରାନ ବିରୁଦ୍ଧରେ ନିରନ୍ତର ଆକ୍ରମଣ ଆରମ୍ଭ କରୁଛି। ଗତକାଲି ରାତିରେ, ଆମେରିକା ଇରାନର…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଟ୍ରମ୍ପ: ସାଧାରଣ ଲୋକଙ୍କ ଉପରେ ପଡିବ ବଡ଼ ପ୍ରଭାବ, ଲାଗୁ କଲେ…

ଓ୍ବାଶିଂଟନ୍‌,୩।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଟ୍ରମ୍ପ ଔଷଧ ଉପରେ ୧୦୦% ଟାରିଫ୍‌ ଲାଗୁ କରିଛନ୍ତି। ଏହି ଔଷଧଗୁଡ଼ିକରେ…

ଯୁଦ୍ଧ ଭିତରେ ମୋଦିଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ପୁଟିନ୍‌, ଦେଖିକି ଟ୍ରମ୍ପ କାବା, ଜୟଶଙ୍କର ଗୋଟିଏ ସାକ୍ଷାତରେ…

ଓ୍ବାଶିଂଟନ୍‌,୩।୪: ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଇରାନର ଯୁଦ୍ଧ ଏବଂ ହର୍ମୁଜ ପ୍ରଣାଳୀ ଅବରୋଧ ଯୋଗୁ ସୃଷ୍ଟି ହୋଇଥିବା ଶକ୍ତି ସଙ୍କଟ ମଧ୍ୟରେ, ଭାରତକୁ ରୁଷିଆଠାରୁ ଗୁରୁତ୍ୱପୂର୍ଣ୍ଣ…

ବୃଦ୍ଧି ନା ହ୍ରାସ? ଆଜି ଦେଶରେ ପେଟ୍ରୋଲ-ଡିଜେଲର ମୂଲ୍ୟ କେତେ? ଆସିଲା ଅପଡେଟ୍‌

ନୂଆଦିଲ୍ଲୀ,୩।୪: ପଶ୍ଚିମ ଏସିଆରେ ଭୂରାଜନୈତିକ ଉତ୍ତେଜନା ମଧ୍ୟରେ ବିଶ୍ୱ ତୈଳ ବଜାରରେ ଉଲ୍ଲେଖନୀୟ ପରିବର୍ତ୍ତନ ଜାରି ରହିଥିଲେ ମଧ୍ୟ ଭାରତରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ୩…

ଏକମାତ୍ର ଦେଶ ଭାବେ ଭାରତ ହରାଇଛି…ଯୁଦ୍ଧ ମଧ୍ୟରେ ୬୦ ଦେଶକୁ ନେଇ ଚାଲିଥିବା ବୈଠକରେ ହୃଦୟର କଥା କହିଲା ଭାରତ

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଇରାନ ନିୟନ୍ତ୍ରଣରେ ଥିବା ହର୍ମୁଜ ପ୍ରଣାଳୀକୁ ପୁନର୍ବାର ଖୋଲିବା ପାଇଁ ଭାରତ ଦାବି କରିଛି। ଭାରତ ଏହା ମଧ୍ୟ…

ପାଳନ ହେବ ଐତିହାସିକ ଜମ୍ବୁ ମହୋତ୍ସବ: ଅଗ୍ନିଶମ, ବିଦ୍ୟୁତ୍‌, ସ୍ବାସ୍ଥ୍ୟ, ପାନୀୟଜଳକୁ ଗୁରୁତ୍ୱ ଦେଇ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ଝାମୁଯାତ୍ରାରେ ଐତିହାସିକ ଜମ୍ବୁ ମହୋତ୍ସବ ପାଳନ କରିବାକୁ ପ୍ରଶାସନିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri