ବେଆଇନ ପାର୍କିଂ ଉଠାଇବା ସହ କ୍ଷତିପୂରଣ ଦାବିରେ ଉତ୍ତେଜିତ ଲୋକଙ୍କ ରାସ୍ତାରୋକୋ

ପାଟଣା,୨୫।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କ୍ଷୀରେଇ ଟାଙ୍ଗିରି ଦେଇ ଯାଇଥିବା ମୁମ୍ବାଇ କୋଲକତା-୪୯ ନମ୍ବର ଜାତୀୟ ରାଜପଥର ଟୋଲଗେଟ ନିକଟରେ ବୁଧବାର ଉତ୍ତେଜନା ଦେଖାଦେଇଛି। ଟାଲଗେଟ ନିକଟରେ ଶତାଧିକ ଲୋକ
ଧାରଣା ଦେଇ ୪୯ ନମ୍ବର ଜାତୀୟ ରାଜପଥକୁ ଅବରୋଧ କରିଥିବା ଜଣାପଡ଼ିଛି। କ୍ଷତିପୂରଣ ଦାବି ସହ ଟୋଲ ଗେଟ ନିକଟରୁ ବେଆଇନ ପାର୍କିଂ ଉଠାଇବା ସହ ଷ୍ଟ୍ରିଟ୍‌ଲାଇଟ ଲଗାଇବାକୁ ଦାବି କରିଛନ୍ତି ସ୍ଥାନୀୟ ଲୋକେ। ସୂଚନାଯୋଗ୍ୟ, ମଙ୍ଗଳବାର ରାତିରେ କ୍ଷୀରେଇ ଟାଙ୍ଗିରି ଟୋଲ ଗେଟ ନିକଟରେ ୨ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଏହି ଘଟଣାରେ କ୍ଷୀରେଇ ଟାଙ୍ଗିରି ଗ୍ରାମର ଜେମ୍ସ ନାଏକଙ୍କ ମୃତ୍ୟୁ ହୋଇଛି। ଯାହା ପରେ ଏଠାରେ ଉତ୍ତେଜନା ଦେଖାଦେଇଛି। ରାଜପଥ ଅବରୋଧ ଯୋଗୁ ଉଭୟ ପାର୍ଶ୍ୱରେ ଶହ ଶହ ଗାଡି ମୋଟର ଅଟକି ରହିଛି। ଘଟଣାସ୍ଥଳରେ ତୁରୁମୁଙ୍ଗା ପୋଲିସ ପହଞ୍ଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଥିଲେ ମଧ୍ୟ ଲୋକେ ନିଜ ଜିଦ୍‌ରେ ଅଟଳ ରହି ରାଜପଥକୁ ଅବରୋଧ କରିଥିବା ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’

ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri