ପାର୍ଲାମେଣ୍ଟରେ ନିଆଁ ଲଗାଇଦେଲେ ବିକ୍ଷୋଭକାରୀ

ନାଇରୋବି,୨୬।୬ : କେନିଆରେ ଟିକସକୁ ବିରୋଧ କରି ଆନ୍ଦୋଳନ ଚଳାଇଥିବା ହଜାର ହଜାର ବିକ୍ଷୋଭକାରୀ ପାର୍ଲାମେଣ୍ଟରେ ପ୍ରବେଶ କରିବା ସହ ଏହାର ଗୋଟିଏ ଭାଗରେ ନିଆଁ ଲଗାଇଦେଇଛନ୍ତି। ପାର୍ଲାମେଣ୍ଟରୁ ଏମ୍‌ପିମାନଙ୍କୁ ଉଦ୍ଧାର କରାଯାଇଛି। ରାଜଧାନୀ ନାଇରୋବିରେ ବିକ୍ଷୋଭକାରୀମାନେ ପାର୍ଲାମେଣ୍ଟ ଅଭିମୁଖେ ଆସୁଥିବାବେଳେ ସେମାନଙ୍କୁ ଘଉଡ଼ାଇବା ପାଇଁ ପୋଲିସ ଗୁଳିଚାଳନା କରିଥିଲା।

ବିବାଦୀୟ ଆର୍ଥତ୍କ ବିଲ୍‌ରେ ଥିବା ନୂଆ ଟିକସ ପ୍ରସ୍ତାବକୁ ସେମାନେ ବିରୋଧ କରିବା ସହ ଏମ୍‌ପିମାନେ ଏହା ବିରୋଧରେ ଭୋଟ ଦେବା ପାଇଁ ଦାବି କରିଥିଲେ। ଗତ ସପ୍ତାହରେ ବିକ୍ଷୋଭ ବେଳେ ୨ ଜଣଙ୍କ ମୃତ୍ୟୁ ଘଟିଥିଲା। ଆନ୍ଦୋଳନକାରୀଙ୍କୁ ପୋଲିସ ଗୁଳି କରୁଥିବାର ଭିଡିଓ କେନିଆ ମାନବାଧିକାର ଆୟୋଗ ମଙ୍ଗଳବାର ଶେୟାର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ-ଦ୍ୱିତୀୟ ଶ୍ରେଣୀ ପିଲାମାନଙ୍କୁ ଦିଆଯିବ ‘ଯାଦୁପେଡି’

ଭୁବନେଶ୍ୱର,୨୯।୪: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନ ଠାରେ ଶିଶୁ ବାଟିକା ପିଲା ମାନଙ୍କ ପାଇଁ ଉଦ୍ଦିଷ୍ଟ ଯାଦୁପେଡି ଦେଖିବା ସହିତ, ପିଲାମାନଙ୍କ...

Pakistan: ପାକିସ୍ତାନରେ କାହା ପାଖରେ ଅଛି ପରମାଣୁ ଅସ୍ତ୍ରର ରିମୋଟ୍‌? ନାଁ ଜାଣିଲେ ଚମକି ପଡିବେ…

ନୂଆଦିଲ୍ଲୀ, ୨୯।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ଏପ୍ରିଲ ୨୨ ତାରିଖରେ ଘଟିଥିବା ଭୟଙ୍କର ଆତଙ୍କବାଦୀ ହମଲା, ଯେଉଁଥିରେ ୨୬ ଜଣ ନିରୀହ ପର୍ଯ୍ୟଟକଙ୍କ ମୃତ୍ୟୁ...

ରାସ୍ତା ଉପରେ ଓଲଟି ପଡ଼ିଲା ଟ୍ୟାଙ୍କର: ଦୁଇ ଗୁରୁତର

ବଲାଙ୍ଗୀର, ୨୯।୪- (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସହର ଉପକଣ୍ଠରେ ବଲାଙ୍ଗୀର-ବେଲଗାଁ ୨୬ ନମ୍ବର ଜାତୀୟ ରାଜପଥର ସ୍ମାର୍ଟ ପାର୍କ ବୁଲାଣି ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା...

ପାକିସ୍ତାନରେ ହଇଚଇ: ଶେହବାଜ ମେଡିକାଲରେ ଭର୍ତ୍ତି, ପ୍ରେସକିପଶନରୁ ମିଳିଲା ସାଂଘାତିକ ତଥ୍ୟ!

ଇସଲାମାବାଦ, ୨୯।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ଏପ୍ରିଲ ୨୨ ତାରିଖରେ ଘଟିଥିବା ଭୟଙ୍କର ଆତଙ୍କବାଦୀ ହମଲା, ଯେଉଁଥିରେ ୨୬ ଜଣ ନିରୀହ ପର୍ଯ୍ୟଟକଙ୍କ ମୃତ୍ୟୁ...

ଟ୍ରମ୍ପ ବିରୋଧୀ ମାର୍କ କାର୍ନିଙ୍କ ଜବରଦସ୍ତ ବିଜୟ: ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୯।୪: କାନାଡା ପ୍ରଧାନମନ୍ତ୍ରୀ ମାର୍କ କାର୍ନିଙ୍କ ଲିବରାଲ ପାର୍ଟି ଜିତିବାରେ ସଫଳ ହୋଇଛି। ପ୍ରଧାନମନ୍ତ୍ରୀ ମୋଦି ଏକ୍ସରେ ପୋଷ୍ଟ କରି ମାର୍କ କାର୍ନି ଅଭିନନ୍ଦନ ଜଣାଇଛନ୍ତି।...

ଘରଡିହ, ସ୍ଥାୟୀ ପଟ୍ଟା ପ୍ରଦାନ ଦାବି ତେଜିଲା

ଭବାନୀପାଟଣା,୨୯ା୪(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ବସବାସ କରୁଥିବା ଭୂମିହୀନଙ୍କୁ ଘରଡିହ, ଦଖଲ ଜମିର ସ୍ଥାୟୀ ପଟ୍ଟା ପ୍ରଦାନ ଓ ୨୦୦୬ ଜଙ୍ଗଲ ଅଧିକାର ଆଇନକୁ କଡାକଡି...

ନାଳ ଭିତରକୁ ପଶିଗଲା ଲକ୍ଷ୍ମୀ ବସ୍‌

ଜୟପୁର,୨୯।୪(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁର ବ୍ଲକ ଗଡପଦର ନିକଟରେ ମଙ୍ଗଳବାର ଏକ ଲକ୍ଷ୍ମୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ହଠାତ୍‌ ଗାଡି ଚାଳକଙ୍କ ସ୍ବାସ୍ଥ୍ୟ ଖରାପ...

ରାସ୍ତାକଡରୁ ଯୁବକଙ୍କ ମୃତଦେହ ଉଦ୍ଧାର: ପୋଲିସ ତଦନ୍ତ ଆରମ୍ଭ

ଦିଗପହଣ୍ଡି,୨୯।୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ପଞ୍ଚାୟତ ବାହାଡାଗୁଡ଼ା ଗ୍ରାମ ବୁଲାଣି ରାସ୍ତାକଡରୁ ମଙ୍ଗଳବାର ସକାଳେ ପାଟପୁର ପୋଲିସ ଜଣେ ଯୁବକଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri