Posted inଜାତୀୟ

ସ୍କୁଲ ନିଯୁକ୍ତିରେ ଦୁର୍ନୀତିକୁ ବିରୋଧ କରି ରାଜରାସ୍ତାରେ କାନ୍ଦି କାନ୍ଦି ଲଣ୍ଡା ହେଲେ ମହିଳା,ଭିଡିଓ ଭାଇରାଲ…

କୋଲକାତା,୯।୧୨ : ପଶ୍ଚିମବଙ୍ଗରେ ସ୍କୁଲ ନିଯୁକ୍ତିରେ ହୋଇଥିବା ବହୁ କୋଟି ଦୁର୍ନୀତିକୁ ବିରୋଧ କରି ଜଣେ ଯୋଗ୍ୟ ମହିଳା ପ୍ରାର୍ଥୀନୀ ଏକ ନିଆରା ଉପାୟ ଅବଲମ୍ବନ କରିଛନ୍ତି। ଶନିବାର ଅପରାହ୍ନରେ ଜଣେ ମହିଳା ଏନେଇ କୋଲକାତା ସେଣ୍ଟ୍ରାଲ ରାଜରାସ୍ତାରେ ଲଣ୍ଡା ହୋଇଛନ୍ତି। ୧୦୦ ଦିନର ଗତିବିଧି ସମାପ୍ତ ହେବାପରେ ମହିଳା ଏହି କଠୋର ପଦକ୍ଷେପ ନେଇଛନ୍ତି। ଗତ ୧୦୦ ଦିନ ଧରି ମହିଳା ଜଣକ ହଜାର ହଜାର ଯୋଗ୍ୟ ପ୍ରାର୍ଥୀଙ୍କୁ ଟଙ୍କା ବଦଳରେ ବିଦ୍ୟାଳୟରେ ଚାକିରୀ ଦିଆଯାଇଥିବାକୁ ବିରୋଧ କରିଥିଲେ। ଆଜି ଏହି ଆନ୍ଦୋଳନ ୧୦୦ଦିନ ସମାପ୍ତ ହୋଇଥିଲା। ଏହି ଅବସରରେ ବିରୋଧ ପ୍ରଦର୍ଶନ କରୁଥିବା ମହିଳା କୋଲକାତା ସେଣ୍ଟ୍ରାଲର ଏସପ୍ଲାନେଡ କ୍ରସିଂରେ ସର୍ବସାଧାରଣରେ କାନ୍ଦି କାନ୍ଦି ଲଣ୍ଡା ହୋଇଥିଲେ। ଏହାର ଫଟୋ ଏବଂ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି।

ଯେଉଁ ମହିଳା ଜଣକ ଲଣ୍ଡାହେଉଛନ୍ତି ତାଙ୍କ ନାମ ରାସମଣି ପାତ୍ର ବୋଲି ଜଣାପଡିଛି। ସେ ରାଜ୍ୟର ସମସ୍ତ ରାଜନୈତିକ ଦଙ୍କେୁ ଏହି ପ୍ରସଙ୍ଗ ଉଠାଇବାକୁ ଆହ୍ବନ ଦେଇଛନ୍ତି।

ସେ କହିଛନ୍ତି, ’ମୁଁ ସମସ୍ତଙ୍କୁ ନିବେଦନ କରୁଛି ରାଜନୈତିକ ସ୍ତରରୁ ବାହାରି ଆମର ସମସ୍ୟାର ସମାଧାନ କରନ୍ତୁ। ଆମକୁ ଆମର ଚାକିରୀ ପାଇବାରେ ସହାୟତା କରିବାକୁ ମୁଁ ଅନୁରୋଧ କରୁଛି। ବର୍ତ୍ତମାନ ମୁଁ ନିଜ କେଶକୁ ତ୍ୟାଗ କରି ଦେଇଛନ୍ତି କିନ୍ତୁ ଭବିଷ୍ୟତରେ ତାଙ୍କ ପରି ଅନେକ ଲୋକଙ୍କୁ ସେମାନଙ୍କ ଜୀବନ ବଳିଦାନ ଦେବାକୁ ପଡିବ। ବୋଧହୁଏ ଆମ ଜୀବନର ବଳିଦାନ ସରକାରଙ୍କ ଆଖି ଖୋଲିବାକୁ ସକ୍ଷମ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ଶ୍ରଦ୍ଧା, ଅଶ୍ରୁ ଆଉ ସ୍ମୃତି: ଫଲଗୁ ନଦୀରେ ଅଜିତ ପାଓ୍ବାରଙ୍କୁ ଅନ୍ତିମ ବିଦାୟ

ମୁମ୍ବାଇ,୬।୨: ଗୟାର ପବିତ୍ର ଭୂମିରେ ଶୁକ୍ରବାର ମହାରାଷ୍ଟ୍ରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ବର୍ଗତ ଅଜିତ ପାୱାରଙ୍କ ସ୍ମୃତିରେ ଏକ ଗମ୍ଭୀର ଶୋକ ସଭା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମର…

Valentine’s Week: ଗୋଲାପରୁ କାହିଁକି ଆରମ୍ଭ ହୁଏ ପ୍ରେମ, ଜାଣନ୍ତୁ…

ଫେବୃଆରୀ ୭ରୁ ୧୪ ପର୍ଯ୍ୟନ୍ତ ଯୁବବର୍ଗ ପାଳନ କରିବେ ଭାଲେଣ୍ଟାଇନ୍ସ ଉଇକ୍‌ ବା ପ୍ରେମ ସପ୍ତାହ। ଏହି ସପ୍ତାହର ପ୍ରଥମ ଦିନ ରୋଜ୍‌ ଡେ’ ବା ଗୋଲାପ…

ଟାଇଟଲ୍‌ ଲକ୍ଷ୍ୟରେ ଭାରତ: ଇଂଲଣ୍ଡ ଆଗରେ ୪୧୨ ରନ୍‌ର ବିଶାଳ ଟାର୍ଗେଟ୍‌

ହରାରେ,୬।୨: ହରାରେ ସ୍ପୋଟର୍‌ସ କ୍ଲବଠାରେ ଶୁକ୍ରବାର ୧୯ ବର୍ଷରୁ କମ୍‌ ପୁରୁଷ ବିଶ୍ବକପ୍‌ ଫାଇନାଲ ମ୍ୟାଚ୍‌ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ଭାରତ…

ଜନଗଣନା ପାଇଁ ପ୍ରସ୍ତୁତି: ଏପ୍ରିଲ ୧୬ରୁ କେନ୍ଦୁଝରରେ ଆରମ୍ଭ ହେବ ଗୃହ ତାଲିକା

କେନ୍ଦୁଝର,୬ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଆସନ୍ତା ଜନଗଣନା-୨୦୨୭କୁ ସୂଚାରୁ ରୂପେ ପରିଚାଳନା କରିବା ପାଇଁ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ଜିଲାସ୍ତରୀୟ ସମୀକ୍ଷା ବୈଠକ ଓ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ…

ରୁଷିଆର ଶୀର୍ଷ ଗୁପ୍ତଚର ଅଧିକାରୀଙ୍କୁ ଆକ୍ରମଣ

ମସ୍କୋ,୬।୨: ମସ୍କୋରେ ଏକାଧିକ ଗୁଳି ମାଡ଼ ହେବା ପରେ ଜଣେ ବରିଷ୍ଠ ରୁଷୀୟ ସେନା ଜେନେରାଲ ଆହତ ହୋଇଛନ୍ତି। ସହରର ଉତ୍ତର-ପଶ୍ଚିମ ଉପକଣ୍ଠରେ ଏକ ଆବାସିକ କୋଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri