ଡ୍ରାଇଭରଙ୍କୁ ପିଟିଲେ ଆନ୍ଦୋଳନରତ ଡ୍ରାଇଭର

ବଲାଙ୍ଗୀର,୧୦।୭: ବଲାଙ୍ଗୀର-ସୋନପୁର ୫୭ ନମ୍ବର ଜାତୀୟ ରାଜପଥ ଟୋଲ ଗେଟ୍‌ ନିକଟରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଆନ୍ଦୋଳନରତ ଡ୍ରାଇଭର ଜଣେ ଡ୍ରାଇଭରଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଆକ୍ରମଣରେ ଡ୍ରାଇଭର ଜଣକ ଗୁରୁତର ଅବସ୍ଥାରେ ଭୀମଭୋଇ ମେଡିକାଲରେ ଭର୍ତ୍ତି ହୋଇଥିବା ସୂଚନା ମିଳିଛି।

ମିଳିଥିବା ସୂଚନା ମୁତାବକ, ବଲାଙ୍ଗୀର-ସୋନପୁର ଜାତୀୟ ରାଜପଥରେ ଡ୍ରାଇଭର ସଂଘ ପକ୍ଷରୁ ଆନ୍ଦୋଳନ କରାଯାଉଛି। ଗୁରୁବାର ଜଣେ ଡ୍ରାଇଭର ଗାଡି ଧରି ଜାତୀୟ ରାଜପଥରେ ଯାଉଥିଲେ।

ସେତିକିବେଳେ ଆନ୍ଦୋଳନରତ ଡ୍ରାଇଭର ଗାଡିକୁ ଅଟକାଇଥିଲେ। ଫଳରେ ସେମାନଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ଆନ୍ଦୋଳନରତ କେତେଜଣ ଡ୍ରାଇଭର ସମ୍ପୃକ୍ତ ଡ୍ରାଇଭରଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଫଳରେ ଡ୍ରାଇଭର ଜଣକ ଗୁରୁତର ଆହତ ହୋଇଛନ୍ତି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜମି ପାସ୍‌ବୁକ୍‌ ପରେ ସମ୍ପତ୍ତି ସ୍ମାର୍ଟ କାର୍ଡ

ଭୁବନେଶ୍ୱର,୧୧ା୧୧(ରବିନାରାୟଣ ଜେନା): ରାଜ୍ୟରେ ଜମିଜମା ସମ୍ବନ୍ଧୀୟ ମାମଲାର ସମାଧାନ କରିବା ସହିତ ଗ୍ରାମାଞ୍ଚଳ ଲୋକଙ୍କୁ ସ୍ବଚ୍ଛ ଉପାୟରେ ଜମି ମାଲିକାନା ଦେବା ଏବଂ ବ୍ୟାଙ୍କ ଋଣ କରାଇବା…

ଏନ୍‌ଭିଡିଆ ବଜାର ମୂଲ୍ୟ ୧.୫୭ ଟ୍ରିଲିୟନ ଡଲାର ଖସିଲା

ଓ୍ବାଶିଂଟନ୍‌,୧୧ା୧୧: ଅନ୍ତର୍ଜାତୀୟ କର୍ପୋରେଟ୍‌ ଜଗତରେ ବିଶ୍ୱର ପ୍ରମୁଖ ଟେକ୍‌ ତଥା ଅତ୍ୟାଧୁନିକ ଚିପ୍‌ ନିର୍ମାଣକାରୀ କମ୍ପାନୀ ଏନ୍‌ଭିଡିଆ ପ୍ରସଙ୍ଗ ଏବେ ସବୁଠାରୁ ଚର୍ଚ୍ଚିତ ହୋଇଛି। ଚାଇନାର ଆଲିସ୍‌…

୧୩ରେ ଲଘୁଚାପ, ବଢ଼ିବ ଶୀତ

ଭୁବନେଶ୍ୱର, ୧୧ା୧୧(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ଲଘୁଚାପ। ବର୍ତ୍ତମାନ ଉତ୍ତରପ୍ରଦେଶର ଉତ୍ତର-ପଶ୍ଚିମଠାରୁ ଆନ୍ଧ୍ରପ୍ରଦେଶର ଉତ୍ତର ଉପକୂଳ ପର୍ଯ୍ୟନ୍ତ ଏକ ଟ୍ରଫ୍‌ ଲମ୍ବିଛି।…

ମଧୁବାବୁ ପେନ୍‌ସନ ଯୋଜନାରେ ଯୋଡ଼ିହେଲେ ୫.୦୫ଲକ୍ଷ ନୂଆ ହିତାଧିକାରୀ

ବାଲେଶ୍ୱର, ୧୧।୧୧(ବାଞ୍ଛାନିଧି ଦେ): ବାଲେଶ୍ୱରସ୍ଥିତ ରିଜର୍ଭ ପୋଲିସ ଲାଇନ ପଡ଼ିଆଠାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମାଝୀ ଜୟ ଜଗନ୍ନାଥ, ଜୟ କ୍ଷୀରଚୋରା ଗୋପୀନାଥ, ଜୟ ବାବା ପଞ୍ଚଲିଙ୍ଗେଶ୍ୱରରୁ…

୬୦ ରୁ ୮୦ ବିଲିୟନ ଡଲାର୍‌ର ସେଟ୍‌ଲମେଣ୍ଟ୍‌!: ଏନ୍‌ଭିଡିଆ CEO ଜେନ୍ସନ୍‌ ହୁଆଙ୍ଗଙ୍କ ସମ୍ଭାବ୍ୟ ଛାଡ଼ପତ୍ରକୁ ନେଇ ସାରା ବିଶ୍ୱରେ ଚର୍ଚ୍ଚା

ନୂଆଦିଲ୍ଲୀ,୧୦।୧୧: ବିଶ୍ୱର ପ୍ରମୁଖ ଟେକ୍ନୋଲୋଜି କମ୍ପାନୀ ‘ଏନ୍‌ଭିଡିଆ’ (NVIDIA) ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ଜେନ୍ସନ୍‌ ହୁଆଙ୍ଗ ଏବଂ ତାଙ୍କ ପତ୍ନୀ ଲୋରି ହୁଆଙ୍ଗଙ୍କୁ ନେଇ…

୪ ମାସ ତଳେ ବାପା ଆଖି ବୁଜିଥିଲେ, ଏବେ ଦୁର୍ଘଟଣାରେ ଚାଲିଗଲା ୨୨ ବର୍ଷୀୟ ପୁଅଙ୍କ ଜୀବନ: ଗ୍ରାମରେ ଶୋକାକୁଳ ପରିବେଶ…

ଦିଗପହଣ୍ଡି, ୧୦।୧୧ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ ଡେଙ୍ଗାଓସ୍ତା ଗ୍ରାମରୁ ପଳାସପୁର ଯାଉଥିବା ରାସ୍ତାର ହରିଣା-ଗୁଣ୍ଡୁରିଗୁଡ଼ା ଛକ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ…

ବାଣ ଫୁଟାଇବାକୁ କେନ୍ଦ୍ରକରି ବୃଦ୍ଧଙ୍କ ହାତ ଭାଙ୍ଗିଥିଲେ, ୨ ଭାଇ ଗିରଫ, ସବ୍‌ଜେଲ୍‌ ଗଲେ…

ଦିଗପହଣ୍ଡି, ୧୦।୧୧ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଚୁଡୁଙ୍ଗପୁର ଗ୍ରାମର ଏ. ଡାଳି ପାତ୍ର (୬୭) ନାମକ ଜଣେ ବୃଦ୍ଧଙ୍କୁ ହତ୍ୟା ଉଦ୍ୟମ…

ଗହୀରମଥା ବିଶ୍ୱରେ କଇଁଛଙ୍କ ଉତ୍କୃଷ୍ଟ ଅନ୍ତୁଡ଼ିଶାଳ: ମହାକାଳପଡ଼ାରେ ଧୁମ୍‌ଧାମ୍‌ରେ ପାଳିତ ହେଲା ଗହୀରମଥା ମହୋତ୍ସବ

ମହାକାଳପଡ଼ା, ୧୦।୧୧ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅନ୍ତର୍ଗତ ଜଗରୀଜୋର ହାଟ କାଳୀ ପଡ଼ିଆଠାରେ ମଙ୍ଗଳବାର ସନ୍ଧ୍ୟାରେ ୫ମ ବାର୍ଷିକ ଗହୀରମଥା ମହୋତ୍ସବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?